Author: Papirani

ବାଧକ ସାଜିଛି ବିଦ୍ୟାଳୟ ପରିଚାଳନା କମିଟି; ବ୍ଲାକବୋର୍ଡରୁ ପ୍ରଶ୍ନ ଦେଖି ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ରାଜ୍ୟ ସରକାରଙ୍କ ଓସେପା ପକ୍ଷରୁ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସେପ୍ଟେମ୍ବର ୨୩ ରୁ ୨୫ ପର୍ଯ୍ୟନ୍ତ ପର୍ଯ୍ୟାୟ ଭିଭିକ ମାନ ନିର୍ଦ୍ଧାରଣ ପାଇଁ ବିଦ୍ୟାଳୟ ଗୁଡିକରେ ପରୀକ୍ଷା କରାଯାଉଛି । ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକରେ ସୋମବାର…

ଭରତପୁର ପରେ ବାଲିପାଟଣା ଥାନା ନାଁରେ ଅଭିଯୋଗ: ଯୁବକଙ୍କୁ ମାଡ଼ ମାରିଲେ ଥାନା ଅଧିକାରୀ ଓ ସବ-ଇନ୍ସପେକ୍ଟର

ଭରତପୁର ଥାନାର କଳଙ୍କ ନ ଲିଭୁଣୁ ପୁଣି ବାଲିପାଟଣା ଥାନା ଅଧିକାରୀଙ୍କ ନାମରେ ଆସିଛି ସାଂଘାତିକ ଅଭିଯୋଗ । ସାମାନ୍ୟ କଥାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ନା ଭିତରେ ପୁରାଇ ନିର୍ଧୂମ ମାଡ ମାରିବା ଘଟଣା ପୁଣି ପୁଲିସର ଅପାରଗତାକୁ…

ଆସନ୍ତାକାଲିଠାରୁ ରାଜ୍ୟରେ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ; ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକଙ୍କୁ ଚିଠି

ନର୍ସିଂ ଅଫିସରଙ୍କ ପ୍ରସ୍ତାବିତ ଆନ୍ଦୋଳନ ନେଇ ନର୍ସିଂ ନିର୍ଦ୍ଦେଶକଙ୍କ ଚିଠି। ସବୁ ସରକାରୀ ହସ୍ପିଟାଲ ନିର୍ଦ୍ଦେଶକ, ଅଧୀକ୍ଷକଙ୍କୁ ଚିଠି ଲେଖିଛନ୍ତି। ଏସ୍‌ମା ଲାଗିଥିବାରୁ ଆନ୍ଦୋଳନ କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ। ସୂଚନା ମୁତାବକ; ଆସନ୍ତା ୨୫ ତାରିଖରେ ୧୦ ଦଫା ଦାବିରେ…

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଆମର ଦକ୍ଷ ଯୁବ ଶକ୍ତି – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ୱାର୍ଲ୍ଡ ସ୍କିଲ କମ୍ପିଟେସନ୍ ରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା…

ଯାଞ୍ଚ ହେବ ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ 

ପୁରୀର ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ଯାଞ୍ଚ କରାଯିବ।ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ । ସେ କହିଛନ୍ତି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ସ୍ଥଳରେ ହୋଇଥିବା ବେଳେ ଅନ୍ୟଟି ମିଆମାର ଅଞ୍ଚଳରେ ସୃଷ୍ଟି ହୋଇଛି।ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ଓଡିଶାର ଆଜିଠୁ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ହାଇକୋର୍ଟ ଝଟ୍‌କା; ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନକୁ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ହାଇକୋର୍ଟଙ୍କ ଝଟ୍‌କା । ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲାରେ ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜମି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଥିଲା ।…

ଓଡ଼ିଶାରୁ ଚାଲିଯିବ ଜେଏସଡବ୍ଲୁ ପ୍ଲାଣ୍ଟ !

ଓଡ଼ିଶାରୁ ଚାଲିଯାଇପାରେ ରାଷ୍ଟ୍ରୀୟ କମ୍ପାନୀ ଜେଏସଡବ୍ଲୁ । ଓଡ଼ିଶାର ପ୍ରସ୍ତାବିତ ପ୍ଲାଣ୍ଟକୁ ଜେଏସଡବ୍ଲୁ ମହାରାଷ୍ଟ୍ରକୁ ନେଇଯିବା ଚର୍ଚ୍ଚା ହେଉଥିବାର ସୂଚନା ମିଳିଛି। ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା।…

ଦୋଷୀଙ୍କୁ ଦଣ୍ଡ ଏବଂ ନିର୍ଦ୍ଦୋଷଙ୍କୁ ନ୍ୟାୟ ପାଇଁ ବିଜେପି ସରକାର କୌଣସି ସାଲିସ୍ କରିବ ନାହିଁ: ମନମୋହନ ସାମଲ

ଭରତପୁର ଥାନା ଘଟଣାରେ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱ ବିଜେପି ସରକାର ଅତ୍ୟନ୍ତ ଯତ୍ନତା ଏବଂ ସଂଯମତାର ସହ ଉଚିତ୍ ପଦକ୍ଷେପ ଗ୍ରହଣ କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ…

ରାଉରକେଲା ନାବାଳିକା ଗଣଦୁଷ୍କର୍ମ ମାମଲା: ଶିଶୁ ଅଧିକାର ସୁରକ୍ଷା ଆୟୋଗର ହସ୍ତକ୍ଷେପ

ରାଉରକେଲାରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନିଜ ଆଡୁ ମାମଲା ରୁଜୁ କଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ । ତଦନ୍ତ କରି ୭ ଦିନ ମଧ୍ୟରେ ରିପୋର୍ଟ ଦେବା ପାଇଁ ୩ ଅଧିକାରୀଙ୍କୁ ଶିଶୁ ଅଧିକାର ସୁରକ୍ଷା ଆୟୋଗଙ୍କ ନୋଟିସ୍…