Author: Papirani

BJD PressMeet: ଅମରଙ୍କ ବିଜେପିରେ ମିଶିବା ପ୍ରଭାବ ଶୂନ୍ୟ: ବିଜେଡି

ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକଙ୍କ ବିଜେପିରେ ଯୋଗଦାନର କୌଣସି ପ୍ରଭାବ ପଡିବ ନାହିଁ ଓ ସୁବିଧାବାଦ ରାଜନୀତିର ଆଉ ଏକ ଉଦାହରଣ ସୃଷ୍ଟି କଲେ ବୋଲି ଆଜି ବିଜେଡି କହିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ…

Pitabas Panda: ପୀତବାସ ପଣ୍ଡା ହତ୍ୟା ମାମଲା; ସାର୍ପ ସୁଟର କୁରୁପତି ଭୂୟାଁ ଗିରଫ

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସାର୍ପ ସୁଟର କୁରୂପତି ଭୂୟାଁ ଗିରଫ । ଏହି ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା…

Nuapada Bypoll: ଲଖନାରେ ଐତିହାସିକ ଜନସମାବେଶ; ସିଦ୍ଧାନ୍ତ ମହାପାତ୍ରଙ୍କ ମନ୍ତ୍ରମୁଗ୍ଧ ଅଭିନୟରେ ଝୁମିଲା ଅଞ୍ଚଳ

ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷିତରେ, ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରଚାର ଅଭିଯାନ ଅନ୍ତର୍ଗତ ଆଜି କମାନା ବ୍ଲକ୍‌ର ଅଧୀନସ୍ଥ ଲଖନା ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ଏକ ବିଶାଳ ଓ ଐତିହାସିକ ଜନସମାବେଶ ଆୟୋଜିତ ହେଲା। ଅଞ୍ଚଳବାସୀଙ୍କ ଅପାର ଉତ୍ସାହ…

Shreemayee Mishra: ଶକ୍ତି ନାନୀ କହି ସୁଜାତାଙ୍କୁ ଟାର୍ଗେଟ କଲେ ଶ୍ରୀମୟୀ ମିଶ୍ର

ବିଜେଡିକୁ ପୁଣି ଟାର୍ଗେଟ୍‌ କଲେ ଶ୍ରୀମୟୀ ମିଶ୍ର । ନାଁ ନନେଇ ଶକ୍ତି ନାନୀ କହି ସୁଜାତା ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ । ସୁଜାତା ଏବେ ରାଜ୍ୟ ସଭା ପାଇଁ ପ୍ରସ୍ତୁତ ହେଉଥିବା ସାମାଜିକ ଗଣମାଧ୍ୟମରେ ଲେଖିବା ସହ ଟାଇଟାନିକୁ…

Nuapada Bye-Election: ନୂଆପଡା କୋମନାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ପ୍ରଚାର କଲେ ନବୀନ ପଟ୍ଟନାୟକ

ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ହଜାର ହଜାର ଲୋକଙ୍କୁ ଉଦବୋଧନ ଦେଇ…

Amar Patnaik Join BJP: ବିଜେଡିକୁ ଶକ୍ତ ଧକ୍କା; ବିଜେପିରେ ମିଶିଲେ ଅମର ପଟ୍ଟନାୟକ

ଆଜି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଥିବା ବେଳେ ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ…

Pitabasa Murder: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ଉମା ବିଷୋୟୀ ଗିରଫ

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ସୁପାରୀ ଉମା ବିଷୋୟୀ ଗିରଫ ହୋଇଛି । ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାରେ ଏକ ବଡ଼ ସଫଳତା ହାସଲ…

Nuapada Bypoll: ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ନୂଆପଡା କୋମନାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ବିଜେଡି ମୁଖିଆ । ନୂଆପଡ଼ା ଉପ ନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ନୂଆପଡ଼ାରେ ବିଜେଡି ପ୍ରଚାରର ମଙ୍ଗ ଧରିବେ ନବୀନ ପଟ୍ଟନାୟକ…

Amar Patnaik: ବିଜେପିରେ ସାମିଲ୍ ହୋଇପାରନ୍ତି ବିଜେଡ଼ି ନେତା ଅମର ପଟ୍ଟନାୟକ

ପଦ୍ମ ଧରି ପାରନ୍ତି ବିଜେଡିର ବଡ଼ ନେତା । ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା ଜୋର ଧରିଛି । ଆଜି ବିଜୁ ଜନତା ଦଳ ଛାଡ଼ି ସେ ବିଜେପିରେ ସାମିଲ ହୋଇପାରନ୍ତି…

Women’s World Cup: ମହିଳା ବିଶ୍ୱକପ୍ ଟ୍ରଫି ଜିତିଲା ଟିମ୍ ଇଣ୍ଡିଆ

ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ୍ ଟ୍ରଫି ଜିତି ଇତିହାସ ରଚିଲା ଟିମ୍ ଇଣ୍ଡିଆ । ୨୦୨୫ ବିଶ୍ୱକପରେ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ହରାଇ ଚାମ୍ପିଅନ ହୋଇଛି ଭାରତ । ଏହା ସହ ମହିଳା କ୍ରିକେଟ୍ ଜଗତକୁ ମିଳିଛି ନୂଆ…