Author: Papirani

ନିର୍ବାଚନ ପ୍ରଚାର ନିମନ୍ତେ ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ପାଇଁ ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସରିବ ଝାଡଖଣ୍ଡର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରଚାର…

ଭାରତର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା

ଆଜି ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା। ଦିନ ୧୦ଟାରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।…

ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍‌ ; ଆସନ୍ତୁ ଜାଣିବା କେଉଁ ବର୍ଗର ନର୍ସ ପିନ୍ଧିବେ କେଉଁ ରଙ୍ଗର ଡ୍ରେସ କୋଡ୍

ବଦଳିଲା ଓଡ଼ିଶା ନର୍ସଙ୍କ ଡ୍ରେସ କୋଡ୍‌। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍ ବଦଳିଛି। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ସ୍ୱାସ୍ଥ୍ୟ ବିଭାଗ…

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର ପଦ୍ମ ପୁରସ୍କାର ବିଜେତାଙ୍କ ପାଇଁ ବଡ ଘୋଷଣା କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ମିଳିଥାଏ ପଦ୍ମ ପୁରସ୍କାର । ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium…

ଘରେ ପଶି ଓକିଲଙ୍କୁ ଏସିଡ୍ ମାଡ଼

ଓକିଲଙ୍କୁ ଏସିଡ୍ ମାଡ଼ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଟାଉନ ଥାନା ଅନ୍ତର୍ଗତ ଜଙ୍ଗମସାହିରେ ଆଇନଜୀବୀ ପି.ରାମାରାଓଙ୍କ ଉପରକୁ ଏସିଡ୍ ମାଡ଼ କରାଯାଇଛି । ଓକିଲଙ୍କ ଘରେ ପଶି ତାଙ୍କୁ ଏସିଡ୍ ମାଡ଼ କରାଯାଇଥିବା ଜଣାପଡ଼ିଛି । ବାଇକ୍‌ରେ ୨ ଜଣ…

ବିଜେଡି କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ

ବିଜେଡି କାଉନସିଲରଙ୍କ ଘରୁ ଶିଶୁପୁତ୍ର ଉଦ୍ଧାର। ବାଲେଶ୍ବର ଜିଲ୍ଲା ରେମୁଣାର ୧୧ ନଂ ୱାର୍ଡ ବିଜେଡି କାଉନସିଲର ପାନମଣୀ ମୁର୍ମୁଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର ହୋଇଛି। କାଉନସିଲର ୪ ମାସର ଶିଶୁ କନ୍ୟାକୁ ଲୁଚାଇ ରଖିବା ଅଭିଯୋଗ ହୋଇଛି…

କୌଣସି ପରିସ୍ଥିତିରେ ବନ୍ଦ ହେବ ନାହିଁ ମଧ୍ୟାହ୍ନ ଭୋଜନ: ଶାଲିନୀ ପଣ୍ଡିତ

ରାଜ୍ୟର ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଲିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ଅଧିକାରୀ ତଥା…

ରାଜ୍ୟରେ କଡାକଡି ହେବ ଗୋଚାଲାଣ ଆଇନ ଓ ପ୍ରତି ବ୍ଲକରେ ଖୋଲାଯିବ ଓମ୍‌ଫେଡ୍ ଷ୍ଟଲ

ଗୋଚାଲାଣକୁ ନେଇ କଠୋର ଆଇନ ଆପଣେଇଛନ୍ତି ରାଜ୍ୟ ସରକାର । ଗୋ ଚାଲାଣ, ଗୋ ହତ୍ୟାକାରୀଙ୍କ ବିରୋଧରେ କଠୋର ଭାବେ ଆଇନ କଡ଼ାକଡ଼ି ହେବ ବୋଲି ସୂଚନା ଦେଇଛିମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସେ କହିଛନ୍ତି ରାଜ୍ୟରେ…

୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 

ଦିନିକିଆ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ନଭେମ୍ୱର ୧୫ରେ ରାଉରକେଲା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ବିର୍ସା ମୁଣ୍ଡ ଷ୍ଟାଡିୟମଠାରେ ହେବାକୁ ଥିବା ଜନଜାତୀୟ ଗୌରବ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ କାର୍ଯ୍ୟକ୍ରମ ରହିଛି ।…

କ୍ୱେଟା ରେଳ ଷ୍ଟେସନରେ ବିସ୍ଫୋରଣ: ୨୪ ମୃତ, ୪୦ରୁ ଅଧିକ ଆହତ

ଆଜି ପାକିସ୍ତାନର ବଲୁଚିସ୍ତାନରେଥିବା କ୍ୱେଟା ରେଳ ଷ୍ଟେସନରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ବିସ୍ଫୋରଣ ଘଟିବା ମାତ୍ରେ ରେଳ ଷ୍ଟେସନରେ ଧାଁ ଧୌଡ ଆରମ୍ଭ…