Author: Papirani

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉନ୍ନତ ଅନୁଷ୍ଠାନ…

ଗିରଫ ହେଲେ ଓଏସଆରଟିସିର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ରାଜ୍ୟ ସଡ଼କ ଏବଂ ପରିବହନ ନିଗମ(ଓଏସଆରଟିସି)ର ମୁଖ୍ୟ ଆକାଉଣ୍ଟସ୍ ଅଫିସର୍ ବିଜୟ କୁମାର ମଙ୍ଗରାଜଙ୍କୁ ଗିରଫ କଲା ଭିଜିଲାନ୍ସ । ୧୯୯୧ ରୁ ଚାକିରୀ କରିଥିବା ବିଜୟ କୁମାର ମଙ୍ଗରାଜ ୨୦୨୫ ରେ…

କ୍ରିକେଟ ଜଗତରୁ ବିଦାୟ ନେଇଛନ୍ତି ଭାରତୀୟ କ୍ରିକେଟର ଶିଖର ଧାୱନ

ଶିଖର ଧାୱନଙ୍କ କ୍ରିକେଟ ଯାତ୍ରାର ପଡ଼ିଲା ପୂର୍ଣ୍ଣଚ୍ଛେଦ । ଭାରତୀୟ କ୍ରିକେଟର ଶିଖର ଧାୱନ ଅନ୍ତର୍ଜାତୀୟ ତଥା ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।୩୪ଟି ଟେଷ୍ଟ, ୧୬୭ଟି ଦିନିକିଆ ଖେଳିଛନ୍ତି ଧାୱନ । ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ସେ…

ରାଜ୍ୟରେ ସୁଭଦ୍ରା ଯୋଜନା ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିବ: ବିଜେପି

ମହିଳା ସଶକ୍ତିକରଣ କ୍ଷେତ୍ରରେ “ସୁଭଦ୍ରା ଯୋଜନା” ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ବିଧାନସଭାରେ ଘୋଷଣା କରିଛନ୍ତି । ମୋଦିଙ୍କ ଗ୍ୟାରେଂଟିମାନେ ପ୍ରତିଶ୍ରୁତି ପୂରଣ ହେବାର ଗ୍ୟାରେଂଟି ।…

ସୁଭଦ୍ରା ଯୋଜନାକୁ ନେଇ ବିଜେପି ସରକାରଙ୍କ ଉପରେ ବର୍ଷିଲା ବିଜେଡି ଓ କଂଗ୍ରେସ

ରାଜ୍ୟ ସରକାର ବିଧାନସଭାରେ ଆଜି ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିବା ପରେ ସାମ୍ୱାଦିକ ସମ୍ମିଳନୀ କରି ବିଜେପି ସରକାରଙ୍କ ଉପରେ ବର୍ଷିଛି ବିଜେଡି । ବିଜେପିକୁ ଟାର୍ଗେଟ କରି ବିଜେଡି କହିଛି ଏ ବିଜେପି ସରକାର ମିଛୁଆ ରାଧୁଆର ସରକାର…

ମଦ ମୃତ୍ୟୁ ମାମଲା: ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌ର ଗସ୍ତକୁ ପ୍ରଦୀପଙ୍କ ସମାଲୋଚନା

ଆଜି ସାମ୍ୱାଦିକ ସମ୍ମିଳନୀରେ ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌ର କରିଥିବା ଗସ୍ତକୁ ସମାଲୋଚନା କରିବା ସହ ପ୍ରତିକ୍ରିୟା ରଖିଛନ୍ତି ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ। ସେ ସାମ୍ୱାଦିକ ସମ୍ମିଳନୀ ମଧ୍ୟରେ କହିଛନ୍ତି ୨୪ ବର୍ଷ…

ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ କିନ୍ତୁ ସ୍ଥାନ ପାଇଲେନି ତାରା

ଓଡିଶା ପାଇଁ ପରିଚାଳନା କମିଟିରେ ସ୍ଥାୟୀ ନିମନ୍ତ୍ରଣ ଭାବରେ ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର , ରାମ ଖୁଣ୍ଟିଆ, ସନ୍ତୋଷ ସିଂ ସାଲୁଜା, ଶରତ ରାଉତ । ଏହି…

ମାତୃଜାତିର ଅସମ୍ମାନ ବିଜେଡିର ଚରିତ୍ର: ବିଜେପି

ପବିତ୍ର ବିଧାନସଭା ଗୃହରେ ବାଚସ୍ପତିଙ୍କ ଉପରେ ଆକ୍ରମଣ ଭଳି ସ୍ଥିତି ସୃଷ୍ଟି କରି ଜଣେ ମହିଳାଙ୍କ ଉପରେ ବିଜେଡି ବିଧାୟକଙ୍କ ବ୍ୟବହାର/ଆଚରଣ ଅତ୍ୟନ୍ତ ଲଜ୍ଜାଜନକ, ଦୁର୍ଭାଗ୍ୟଜନକ ଓ ଦୁଃଖଦାୟକ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଜଣେ ମହିଳା ବାଚସ୍ପତିଙ୍କୁ ସର୍ବାଧିକ ସମ୍ମାନ ଦେବା…

ଆସିଲା ‘ସୁଭଦ୍ରା’ ଯୋଜନା ଏସଓପି

ବିଧାନସଭାରେ ଆସିଲା ‘ସୁଭଦ୍ରା’ ଯୋଜନାର ଏସ୍ଓପି । ଏସ୍ଓପି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୨ ଅଗଷ୍ଟ ୨୦୨୪ ତାରିଖରେ ଲୋକସେବା ଭବନରେ ଆୟୋଜିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକର ନିଷ୍ପତ୍ତ ଅନୁଯାୟୀ ଏହି ଯୋଜନା ଆର୍ଥିକ…

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରନ୍‌ଭଣ୍ଡାର ଖୋଲାଯାଇଛି। ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ…