Author: Papirani

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ; ଘରୋଇ ହସପିଟାଲରେ ଭର୍ତ୍ତି

ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି । ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ନେଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ସୂଚନା । ତେବେ ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା । ସୂଚନା…

ଶ୍ରୀମୟୀ ମିଶ୍ରଙ୍କ ଭଣ୍ଡ ସନ୍ନ୍ୟାସୀ ଉପାଖ୍ୟାନ; ଭି.କେ. ପାଣ୍ଡିଆନଙ୍କୁ ନିଶାନା କରିଥିବା ଚର୍ଚ୍ଚା

ବିଜେଡ଼ି ନେତ୍ରୀ ଶ୍ରୀମୟୀ ମିଶ୍ର ପୁଣି ଥରେ ନାଁ ନନେଇ ତେରର୍ଚ୍ଛା ବାଣ ମାରିଛନ୍ତି । ପୂର୍ବର ଧ୍ରୁତରାଷ୍ଟ୍ର ଆକ୍ଷେପ ପରେ ଏବେ ଭଣ୍ଡ ସନ୍ନ୍ୟାସୀ କହି କଟାକ୍ଷ କରିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି କିଛି ଲୋକ ଭଣ୍ଡ ସନ୍ନ୍ୟାସୀର…

୧୬କୁ ଘୁଞ୍ଚିଲା ଇନକମ୍ ଟ୍ୟାକ୍ସ ଫାଇଲିଂ

ଘୁଞ୍ଚିଲା ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ (ITR) ଦାଖଲ କରିବାର ଶେଷ ତାରିଖ । ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ ଦାଖଲର ଅବଧି ବଢ଼ାଇଛନ୍ତି କେନ୍ଦ୍ର ସରକାର। ୧୫ ସେପ୍ଟେମ୍ୱର ଯାଏ ଥିବା ସାଧାରଣ ଟିକସଦାତାଙ୍କ ଅବଧିକୁ ଗୋଟିଏ ଦିନ ଅଥାତ ସେପ୍ଟେମ୍ୱର ୧୬କୁ…

ପୁଣି ରାଜ୍ୟରେ ଲଜ୍ଜା; ବାଲି ହରଚଣ୍ଡୀ ପୀଠରେ ଯୁବତୀଙ୍କୁ ଗଣଧର୍ଷଣ

ଦୁଇ ଦିନ ତଳେ ବ୍ରହ୍ମଗିରି ପ୍ରସିଦ୍ଧ ଶକ୍ତିପୀଠ ମା’ ବାଲି ହରଚଣ୍ଡୀ ପୀଠ ନିକଟ ଜଙ୍ଗଲରେ ଘଟିଛି ଲଜ୍ଜାଜନକ ଘଟଣା। ବାଲି ହରଚଣ୍ଡୀ ପୀଠରେ ଜଣେ ଯୁବତୀଙ୍କୁ ଗଣଧର୍ଷଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ୍

ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ରାଜ୍ୟରେ ସୁଭଦ୍ରା ଯୋଜନାରେ ଅଭିଯୋଗ ସମାଧାନ ପ୍ରକ୍ରିୟାକୁ…

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଇବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି

ଓଡ଼ିଶାର ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ସାର ଯୋଗାଣ ସୁନିଶ୍ଚିତ କରିବା ଏବଂ ବଣ୍ଟନରେ ବ୍ୟାପକ କଳାବଜାରୀ ଓ ଅବ୍ୟସ୍ଥାକୁ ରୋକିବା ପାଇଁ ଜରୁରୀ ହସ୍ତକ୍ଷେପ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ବିଜେଡି । ଚିଠି ମାଧ୍ୟମରେ ବିଜେଡି କହିଛି ଚଳିତ ଖରିଫ…

୧୨ ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ…

ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଅଛି: ସମବାୟ ମନ୍ତ୍ରୀ

ସାର ଅଭାବକୁ ନେଇ ରାଜ୍ୟର ଚାଷୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସାରା ରାଜ୍ୟରେ ସାର ଅଭାବକୁ ନେଇ ବିକ୍ଷୋଭ ଚାଲିଥିବା ବେଳେ ଆଜି ରାଜ୍ୟରେ ପର୍ଯ୍ୟାପ୍ତ ସାର ମହଜୁଦ ଅଛି ବୋଲି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ…

ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ସଂକେତ

ଚଳିତବର୍ଷ ନିର୍ବାଚନ ନେଇ ବେଶ୍ କଳ୍ପନାଜଳ୍ପନା ଲାଗିରହିଥିବା ବେଳେ ଏହାକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ସଂକେତ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି କଲେଜ ନିର୍ବାଚନ ନେଇ ଆମେ ସକାରାତ୍ମକ ଅଛୁ। ରାଜ୍ୟ ସରକାର ପୂର୍ବରୁ ଆଭିମୁଖ୍ୟ…

ଘାସିରାମ ମାଝୀଙ୍କୁ ନୂଆପଡ଼ାରୁ ପ୍ରାର୍ଥୀ କରିପାରେ କଂଗ୍ରେସ

ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ଏହାରି ମଧ୍ୟରେ ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା ଦେଇଛନ୍ତି । ସେ କହିଛନ୍ତି ନୂଆପଡ଼ା ଉପ-ନିର୍ବାଚନରେ ଘାସିରାମ ମାଝୀ କଂଗ୍ରେସର ବିଧାୟକ ପ୍ରାର୍ଥୀ ହୋଇପାରନ୍ତି । ଗତ ନିର୍ବାଚନରେ…