Author: Papirani

ଆଖି ବୁଜିଲା ଚନ୍ଦକା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’

ଆଖି ବୁଜିଲା ଚନ୍ଦକା ଡମପଡ଼ା ଅଭୟାରଣ୍ୟର ସବୁଠୁ ବଡ଼ ଦନ୍ତା ‘ରାମୁ’ । ବିଦ୍ୟୁତ ଆଘାତରେ ଜୀବନ ଯାଇଥିବା ସନ୍ଦେହ । ବିଦ୍ୟୁତ୍ ବିଭାଗ ଠାରୁ ଖବର ପାଇବା ପରେ ଘଟଣାସ୍ଥଳରେ ବନ ବିଭାଗ ଆସି ପହଞ୍ଚି ମୃତଦେହ ଜବତ କରିଛି…

ନବୀନ ନିବାସରେ ପାଳନ କରାଗଲା ରକ୍ଷା ବନ୍ଧନ; ନବୀନଙ୍କ ହାତରେ ବାନ୍ଧିଲେ କୁନି କୁନି ଝିଅମାନେ ରାକ୍ଷୀ

ଛୋଟ ଛୋଟ ସ୍କୁଲ ପିଲା ନବୀନଙ୍କ ହାତରେ ବାନ୍ଧିଲେ ରାକ୍ଷୀ ରକ୍ଷା ବନ୍ଧନ ଅବସରରେ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ୫୦୦ ରୁ ଅଧିକ ଭଉଣୀମାନେ 

ଆଜି ପବିତ୍ର ରକ୍ଷା ବନ୍ଧନ ଉତ୍ସବ। ଏହି ଅବସରରେ ରାଜ୍ୟ ଅତିଥି ଭବନରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା।କାର୍ଯ୍ୟକ୍ରମରେ ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନରୁ ଝିଅ ମାନେ ଆସି ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ଆସନ୍ତା ବର୍ଷରୁ ଫେରିବ କଲେଜ ଛାତ୍ର ସଂସଦ ନିର୍ବାଚନ

ଆସନ୍ତା ବର୍ଷରୁ କଲେଜ ଛାତ୍ର ସଂସଦ ନିର୍ବାଚନ। ଏ ନେଇ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ନୂଆହାଟ ସ୍ଥିତ ବିଷ୍ଣୁ ସାମନ୍ତରାୟ ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସରେ ମୁଖ୍ୟ ଅଥିତି ଭାବେ ଯୋଗ ଦେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ, ପୂର୍ତ୍ତ…

ବିଧାନସଭାର ଦ୍ବିତୀୟ ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP

ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଦ୍ବିତୀୟ ଅଧିବେଶନ । ଏହି ଅଧିବେଶନରେ ଆସିବ ସୁଭଦ୍ରା ଯୋଜନାର SOP ବୋଲି ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହିଳାଙ୍କ ସୁରକ୍ଷା ପାଇଁ ହୋଇଛି ସୁଭଦ୍ରା ଯୋଜନା ।ବିଧାନସଭା ଚାଲିବାକୁ…

ରାକ୍ଷୀପୂର୍ଣ୍ଣିମା ଅବସରରେ ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନେବାକୁ ବାର୍ତ୍ତା ଦେଲେ ରାଷ୍ଟ୍ରପତି

ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ରକ୍ଷାବନ୍ଧନର ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଆଜି ପବିତ୍ର ରାକ୍ଷୀ ପୁର୍ଣ୍ଣିମା । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ…

ନବୀନ ନିବାସରେ ଓଡ଼ିଆ ଚଳଚିତ୍ର ‘ଦମନ’ ଟିମ୍

ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ…

ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍‌ଏର ଚିଠି; ହସ୍ପିଟାଲରେ ଏୟାରପୋର୍ଟ ଭଳି ଦିଆଯାଉ ସୁରକ୍ଷା

କୋଲକାତାର ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) । ଚିଠିରେ ଆଇଏମ୍‌ଏ ତରଫରୁ ୫ଟି ବଡ଼ ଦାବି ଜଣାଯାଇଥିବା…

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ ତ୍ରିପାଠୀ

୧୯୮୬ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍ ଅସିତ ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ସେ ୨୦୨୦ ମସିହାରୁ ଏହି ଦାୟିତ୍ୱରେ ଥିବା ବେଳେ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ୨୦୨୦ ଡିସେମ୍ବର…