Author: Papirani

ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…

ଓଡ଼ିଶାର ନୂତନ ରେଳ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ; ଧନ୍ୟବାଦ ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଓଡ଼ିଶାରେ ୬ଟି ଗୁରୁତ୍ୱପୂର୍ଣ୍ଣ ନୂତନ ରେଳ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ର ଅର୍ଥନୈତିକ କମିଟି ବୈଠକରେ ଗତକାଲି ସମୁଦାୟ ୮ଟି ରେଳ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୮ଟି…

ବ୍ରାଜିଲ୍‌ରେ ବିମାନ ଦୁର୍ଘଟଣା; ୬୧ ମୃତ 

ବ୍ରାଜିଲ୍‌ର ସାଓ ପାଉଲ୍‌ରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବୋଏପାସ୍‌ ଏଟିଆର-୭୨ ବିମାନଟି ବ୍ରାଜିଲର ସାଓ ପାଓଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬୧ ଜଣଙ୍କର ମୃ୍ତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୫୭ ଜଣ…

ପୁଣି ରିମାଣ୍ଡରେ ଯିବ ରଙ୍ଗିଲା ସତ୍ୟଜିତ ସାମଲ

୫ସ୍ତ୍ରୀଙ୍କ ସ୍ୱାମୀ ଓ ୯୯ ପ୍ରେମିକା ଥିବା ସତ୍ୟଜିତ ସାମଲକୁ ପୁଣି ରିମାଣ୍ଡରେ ଆଣିବ କମିଶନରେଟ୍ ପୋଲିସ । ସତ୍ୟଜିତ ସାମଲକୁ ଅଧିକ ପଚରାଉଚରା ଓ ଅଧିକ ତଥ୍ୟ ବାହାର କରିବା ପାଇଁ ପୁଣି ୫ ଦିନ ରିମାଣ୍ଡରେ ଆଣିବ କମିଶନରେଟ୍…

ଏସ୍‌ସିବିରେ ନିର୍ମାଣ କାମ ବେଳେ ଭାଙ୍ଗିଲା କ୍ରେନ୍‌; ୩ ଗୁରୁତର

କଟକ ଏସ୍‌ସିବି ମେଡିକାଲର ସଂପ୍ରସାରଣ କାମ ବେଳେ ଅଘଟଣ । ଏସସିବି ସେକେଣ୍ଡ କ୍ୟାମ୍ପସରେ ନିର୍ମାଣ କାମ ଚାଲୁଥିବାବେଳେ କାର୍ଯ୍ୟରେ ଲାଗିଥିବା କ୍ରେନ୍‌ ଭାଙ୍ଗି ପଡ଼ିଯିବାରୁ ୩ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଖବରପାଇ ଘଟଣାସ୍ଥଳରେ ଉଦ୍ଧାକାରୀ ଟିମ୍ ପହଞ୍ଚି…

୩୦ ଟଙ୍କାରେ ଆଳୁ ଦେବେ ରାଜ୍ୟ ସରକାର

ରାଜ୍ୟରେ ଆଳୁ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି । କେଉଁଠି ଆକାଶଛୁଆଁ ଆଳୁ ଦର ଥିବା ବେଳେ ବଜାରରେ ଆଳୁର ଅଭାବ ମଧ୍ୟ ଦେଖା ଦେଇଛି । ଆଳୁର ଏଭଳି ଚଢ଼ା ଦରକୁ ଖାଉଟିଙ୍କଠାରୁ ଆରମ୍ଭ କରି ବ୍ୟବସାୟୀ ପର୍ଯ୍ୟନ୍ତ…

ରୌପ୍ୟ ଜିତିବା ପରେ ନୀରଜ ଚୋପ୍ରାଙ୍କୁ ଫୋନ୍ କରି ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ। ରୌପ୍ୟ ପଦକ ଜିତି ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା ନୀରଜ ଚୋପ୍ରାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଂ । ଫୋନ୍ ମାଧ୍ୟମରେ…

ଖୋଲୁଛି ବବିଙ୍କ ଗୁମର; ୪ ବର୍ଷରେ ୧୧ ସାଂସଦ ଦେଇଛନ୍ତି ୧୪ କୋଟିରୁ ଅଧିକ ଟଙ୍କା

ଯାଜପୁର ଜିଲ୍ଲାକୁ ରାଜ୍ୟସଭା ସାଂସଦଙ୍କ ପାଣ୍ଠି ବର୍ଷାର ଚର୍ଚ୍ଚା ଏବେ ସାରା ରାଜ୍ୟରେ ଦେଖିବାକୁ ମିଳିଛି। ୪ ବର୍ଷରେ ୧୧ ସାଂସଦ ଯାଜପୁରର ବିକାଶ ପାଇଁ ଦେଇଛନ୍ତି ୧୪ କୋଟିରୁ ଅଧିକ ଟଙ୍କା। ବିଜେଡି ଦଳ ଓ ସାଂସଦ ପଦରୁ ଇସଫା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ । ଶ୍ମଶାନ ଉନ୍ନତୀକରଣ କାମର ବିଲ୍‌ କରାଇବାକୁ ଠିକାଦାରଙ୍କଠୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ନାଉଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ସ୍ମୃତିରଞ୍ଜନ ନାୟକ…

ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ମିଳିଲା ଜାମିନ୍

ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ୍ ସିସୋଦିଆଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ସୁପ୍ରିମକୋର୍ଟରୁ ମନୀଷଙ୍କୁ ମିଳିଲା ଜାମିନ୍ । ସର୍ବୋଚ୍ଚ ଅଦାଲତ ସିସୋଦିଆଙ୍କୁ ୩ଟି ସର୍ତ୍ତରେ ଜାମିନ୍‌ ପ୍ରଦାନ କରିଛନ୍ତି । ପ୍ରଥମତଃ, ତାଙ୍କୁ ୧୦ ଲକ୍ଷ…