ଖେଳ ତାଜା ଖବର ଦେଶ ବିଶ୍ୱ ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କଲେ ଭାରତର ଭିନେଶ ଫୋଗଟ୍ August 6, 2024 Papirani ପ୍ୟାରିସ ଅଲିମ୍ପିକ୍ସର ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଭିନେଶ ଫୋଗଟ୍ । ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ଜାପାନର ୟୁୟୁ ସୁସାକିଙ୍କୁ ୩-୨ରେ ହରାଇଥିଲେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଥିଲେ । ମହିଳା ୫୦ କେଜି ବର୍ଗରେ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ଜାଭେଲିନ ଥ୍ରୋରେ ଫାଇନାଲକୁ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା August 6, 2024 Papirani ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା । ଆଜି ଯୋଗ୍ୟତା ପର୍ଯ୍ୟାୟର ଗ୍ରୁ ଏରେ ଥିବା କିଶୋର ପ୍ରଥମ ପ୍ରୟାସରେ ୮୦.୭୩ ମିଟରକୁ ଜାଭେଲିନ ଫିଙ୍ଗି ଥିଲେ। ଦ୍ୱିତୀୟ ପ୍ରୟାସରେ ସେ…
ଖେଳ ତାଜା ଖବର ଦେଶ ବିଶ୍ୱ ଜାଭେଲିନ ଥ୍ରୋ ଫାଇନାଲରେ ଭାରତର ନୀରଜ ଚୋପ୍ରା August 6, 2024 Papirani ଚଳିତ ପ୍ୟାରିସ୍ ଅଲମ୍ପିକ୍ସରେ ଆଜି ଜାଭେଲିନ ଥ୍ରୋ ଏଭେଣ୍ଟରେ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ନୀରଜ ଚୋପ୍ରା । ଆଜି କ୍ୱାଲିଫାୟରର ପ୍ରଥମ ଥ୍ରୋ ରେ ସେ ୮୯.୩୪ ମିଟର ଦୂରତାରେ ଥ୍ରୋ ପକାଇ ଫାଇନାଲରେ ପ୍ରବେଶ କରିଛନ୍ତି । ଚଳିତ…
ତାଜା ଖବର ଦେଶ ରାଜ୍ୟ ମିଳୁନି ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ପତ୍ତା; ଡିଏନ୍ଏ ସାମ୍ପଲ ଦେଲେ ଭଉଣୀ ସୋମାଲି August 6, 2024 Papirani କେରଳ ୱାୟନାଡ଼ ଭୂସ୍ଖଳନରେ ନିଖୋଜ ଓଡ଼ିଆ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ଏଯାଏଁ କୌଣସି ପତ୍ତା ମିଳିନାହିଁ । ଡାକ୍ତର ସ୍ୱାଧୀନଙ୍କୁ ଖୋଜିବା ପାଇଁ ଆଜି ଡିଏନ୍ଏ ଟେଷ୍ଟ ପାଇଁ ନମୁନା ଦେଇଛନ୍ତି ତାଙ୍କ ଭଉଣୀ ସୋମାଲି । ଏହି ଡିଏନ୍ଏ ଟେଷ୍ଟ…
ତାଜା ଖବର ରାଜନୀତି ରାଜ୍ୟ ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟର ନୋଟିସ August 6, 2024 Papirani ଚାଳିତବର୍ଷ ନୟାଗଡ଼ ବିଧାନସଭା ନିର୍ବାଚନ ଅନିୟମିତତା ହୋଇଥିବା ଅଭିଯୋଗକୁ ଆଧାରକରି ହାଇକୋର୍ଟରେ ମାମଲା ଦାଏର ପରେ ବିଜେଡି ବିଧାୟକ ଅରୁଣ ସାହୁଙ୍କୁ ଜାରି ହୋଇଛି ନୋଟିସ । ନିର୍ବାଚନ ସତ୍ୟପାଠରେ ଭୁଲ ତଥ୍ୟ ଦେଇଥିବା ଅଭିଯୋଗ ପରେ ବିଧାୟକ ଅରୁଣ ସାହୁଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ପଦାଧିକାରୀ ବୈଠକ ଆରମ୍ଭ August 6, 2024 Papirani ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ ବିଜେପି ପଦାଧିକାରୀ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବିଜେପି ପଦାଧିକାରୀ ଚାଲିଛି ବୈଠକ। ଆଜି ବସିଥିବା ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ସହ ରାଜ୍ୟ ଏବଂ କେନ୍ଦ୍ର…
ତାଜା ଖବର ରାଜ୍ୟ ୨ଦିନିଆ ରିମାଣ୍ଡରେ ଗଲା ୫ ସ୍ତ୍ରୀଙ୍କ ରସିକିଆ ସ୍ୱାମୀ August 6, 2024 Papirani ଅଧିକ ପଚରାଉଚରା ଓ ତଥ୍ୟ ହାସଲ କରିବା ପାଇଁ ୫ ସ୍ତ୍ରୀଙ୍କ ସ୍ବାମୀ ସହ ୪୯ ଜଣଙ୍କ ପ୍ରେମିକ ସାଜିଥିବା ସତ୍ୟଜିତ ସାମଲଙ୍କୁ ରିମାଣ୍ଡରେ ନେଇଛି କମିଶନରେଟ ପୋଲିସ। ଆଜି ପ୍ରଥମ ଦିନରେ କମିଶନରେଟ ପୋଲିସ ସତ୍ୟଜିତ ରହୁଥିବା ଚନ୍ଦ୍ରଶେଖରପୁର ଘରୁ…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ August 6, 2024 Papirani ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ । ଦିନ ୧୧ ଟା ୩୦ ସମୟରେ ଲୋକସେବା ଭବନରେ ବସିବ ବୈଠକ । ଏହା ମୋହନ ସରକାରଙ୍କ ଚତୁର୍ଥ କ୍ୟାବିନେଟ୍ ବୈଠକ । ବୈଠକରେ କିଛି…
ତାଜା ଖବର ରାଜନୀତି ରାଜ୍ୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ବିଜେଡିର ବିରୋଧ August 5, 2024 Papirani ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ନେଇ ସାମ୍ବାଦିକ ସମ୍ମିଳନୀରେ ପୁର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ବିଧାୟକ ଦିବ୍ୟା ଶଙ୍କର ମିଶ୍ର କହିଛନ୍ତି ଯେ ଓଡ଼ିଶାର ଗର୍ବ ବିଜୁ ପଟ୍ଟନାୟକଙ୍କ ନାଆରେ ହୋଇଥିବା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇକରଣ…
ତାଜା ଖବର ଦେଶ ଭାରତରେ ପହଞ୍ଚିଲେ ଶେଖ ହସିନା August 5, 2024 Papirani ବାଂଲାଦେଶରେ ହିଂସାର ସ୍ଥିତି ଅଣାୟତ୍ତ ହୋଇଥିବାରୁ ୧୫ ବର୍ଷ ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦରେ ଥିବା ଶେଖ ହସିନା ଆଜି ନିଜ ଜୀବନ ବଞ୍ଚାଇବା ପାଇଁ ନିଜ ପଦରୁ ଇସ୍ତଫା ଦେଇ ଭାରତ ପଳେଇ ଆସିଛନ୍ତି । ସେ ସଂଧ୍ୟା ୫ଟା ୩୬ରେ…