Author: Papirani

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲା: ଭଲ ଅଛି ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲାରେ ଆବାସିକ କମିଶନର୍‌ ବିଶାଲ ବଗନ୍‌ଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୀଡ଼ିତା ସହ ଯୋଗାଯୋଗରେ ଅଛୁ । ସହଯୋଗ ପାଇଁ ପୀଡ଼ିତାଙ୍କ ପାଖରେ ଆବାସିକ କମିଶନ ଅଫିସର ମଧ୍ୟ ଅଛନ୍ତି ।ପୀଡ଼ିତାଙ୍କ ପରିବାର ସହ ଯୋଗାଯୋଗ…

୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ; ରତ୍ନ ଥିବା ସ୍ପଷ୍ଟ ହେଲେ ସରକାର ନେବେ ପରବର୍ତ୍ତୀ ନିଷ୍ପତ୍ତି: ପୃଥ୍ବୀରାଜ

ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିପିଆର ସର୍ଭେ ରିପୋର୍ଟକୁ ନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି ଆଉ ଦୁଇ କି ଚାରି ଦିନରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ। ଚଟାଣ ତଳେ କିମ୍ବା କାନ୍ଥରେ…

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମହାପ୍ରସାଦ କୁଡୁଆ

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ କୁଡୁଆ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି…

ରାଜଧାନୀର ୧୦ଟି ସ୍ଥାନକୁ ମିଳିଲା ରାବଣପୋଡ଼ି ପାଇଁ ଅନୁମତି

ଆଜି ଦଶହରା, ବିଜୟଦଶମୀ। ଅସତ୍ୟ ଉପରେ ସତ୍ୟର ଜୟ ପାଇଁ ଦଶହରା ପର୍ବ ପାଳନ କରାଯାଏ। ଆଜି ବିଜୟାଦଶମୀ ଅବସରରେ ଭୁବନେଶ୍ବରର ୧୦ଟି ସ୍ଥାନରେ ରାବଣପୋଡ଼ି ଉତ୍ସବକୁ ମିଳିଲା ଅନୁମତି । ରାବଣପୋଡ଼ି ଅନୁମତି ନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି…

ପୁଣି ଟ୍ରେନ୍‌ ରେଳଧାରଣାରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର

ପୁଣି ଥରେ ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ଉତ୍ତରାଖଣ୍ଡର ରୁରୁକି ନିକଟ ଧଣ୍ଡେରା ରେଳ ଷ୍ଟେସନ ନିକଟରେ ରେଳ ଧାରଣାରେ ଏକ ଏଲପିଜି ସିଲିଣ୍ଡର ପଡିଥିବାର ଦେଖିବାକୁ ମିଳିଛି। ରେଳ ଟ୍ରାକ ଉପରେ ଏକ ଗ୍ୟାସ୍ ସିଲିଣ୍ଡର ଦେଖିବା ପରେ…

ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା, ୨ ଗିରଫ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ବରିଷ୍ଠ ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା । ମୁମ୍ବାଇର ବାନ୍ଦ୍ରା ଇଷ୍ଟରେ ତାଙ୍କ ଉପରକୁ ଗୁଳି ଚଳାଇଲେ ଦୁର୍ବୃତ୍ତ। ପେଟ ଓ ଛାତିରେ ବାଜିଲା ୨ରୁ ୩…

ଯାଜପୁରର ଦୁର୍ଗା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

ସାରା ରାଜ୍ୟ ମାଆଙ୍କ ଆଗମନରେ ଉତ୍ସବମୁଖର ଥିବା ବେଳେ ଏବେ ଯାଜପୁରରୁ ସାମ୍ନାକୁ ଆସିଛି ମଣ୍ଡପରୁ ଚୋରି ହୋଇଥିବା ଘଟଣା। ମା’ ଜଗଦମ୍ବାଙ୍କୁ ବି ଛାଡ଼ିଲେନି ଦୁର୍ବୃତ । ଦୁର୍ଗାପୂଜା ମଣ୍ଡପରୁ ମା’ ଦୁର୍ଗାଙ୍କ ଅଳଙ୍କାର ଚୋରି କରି ଫେରାର୍ ହୋଇଛନ୍ତି…

ଦିଲ୍ଲୀରେ ୨ କୋଟିରେ ବିକ୍ରି ହେଉଛି ନ୍ୟୁକ୍ଲିୟର ବଙ୍କର; ପରମାଣୁ ଆକ୍ରମଣ ହେଲେ ବି ରଖିବ ସୁରକ୍ଷିତ

ଦିଲ୍ଲୀରେ ଏବେ ବିକ୍ରି ହେଉଛି ନ୍ୟୁକ୍ଲିୟର୍ ବଙ୍କର । ମାଟି ଭିତରେ ତିଆରି କରାଯାଉଛି ସୁରକ୍ଷିତ ବଙ୍କର । ରସାୟନିକ ଜୈବିକ ଓ ପରମାଣୁ ଆକ୍ରମଣ ହେଲେ ବି ରଖିବ ସୁରକ୍ଷିତ । ତିନି ବର୍ଷ ଯାଏଁ ମାଟି ତଳେ ସୁରକ୍ଷିତ…

ପ୍ରକାଶ ବେହେରା ଦଳ ଛାଡ଼ିବା ପ୍ରସଙ୍ଗ: ବିପର୍ଯ୍ୟୟ ବେଳେ ଭୀରୁମାନେ ହିଁ ଡଙ୍ଗାରୁ ଡେଇଁପଡ଼ନ୍ତି ବୋଲି କହିଲେ ସମ୍ବିତ

ଗତକାଲି ପ୍ରକାଶ ବେହେରା ବିଜେଡିରୁ ଇସ୍ତଫା ଦେବା ପରେ ସେହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇ ସମ୍ବିତ ରାଉତରାୟ କହିଛନ୍ତି ପ୍ରକାଶ ବେହେରା କେବେ ବିଜେଡିରେ ନଥିଲେ । ସେ କଂଗ୍ରେସରୁ ବିଜେପି ଓ ସେଠାରୁ ବିଜେଡିକୁ ଆସିଥିଲେ । ତାଙ୍କୁ ଦଳ…

ପ୍ରଶିକ୍ଷଣ ବେଳେ ସେଲ୍ ବିସ୍ଫୋରଣ; ୨ ଅଗ୍ନିବୀର ମୃତ

ଫାୟାରିଂ ଅଭ୍ୟାସ ବେଳେ ମହାରାଷ୍ଟ୍ରର ନାସିକ ଆର୍ଟିଲରି ସେଣ୍ଟରରେ ବିସ୍ଫୋରଣ । ବିସ୍ଫୋରଣରେ ଭାରତୀୟ ସେନାର ୨ ଅଗ୍ନିବୀର ମୃତ । ପ୍ରଶିକ୍ଷଣ ପାଇଁ ହାଇଦ୍ରାବାଦରୁ ନାସିକ ଯାଇଥିଲେ ମୃତ ଅଗ୍ନିବୀର । ତେବେ ବିସ୍ଫୋରଣରେ ସହିଦ ହୋଇଥିବା ଦୁଇ ଅଗ୍ନିବୀରଙ୍କୁ…