Author: Papirani

ଯାଜପୁରରେ ହେବନାହିଁ ଉପନିର୍ବାଚନ; ସ୍ପଷ୍ଟ କଲେ ବିଧାୟିକା ସୁଜାତା ସାହୁ

ଗତକାଲି ଯାଜପୁରର ସଭ୍ୟ ସଂଗ୍ରହ ସଭାରେ ପ୍ରଣବ ପ୍ରକାଶ ଦାସ କହିଥିବା ନିର୍ବାଚନ ଲଢିବା ବୟାନକୁ ନେଇ ଏବେ ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହାର ସ୍ପଷ୍ଟିକରଣ ରଖିଛନ୍ତି ଯାଜପୁର ବିଧାୟିକା ସୁଜାତା ସାହୁ । ସେ କହିଛନ୍ତି ମୋର…

ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଆଜି ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଛି । ପ୍ରକାଶିତ ପ୍ରଥମ ଚିତାବାଘ ଜନଗଣନା ରିପୋର୍ଟରୁ ଜଣାପଡିଛି ଯେ ଓଡିଶାରେ ୬୯୬ ଟି କଲରାପତରିଆ ବାଘ ରହିଛି। ଏହି ବାଘ ଗଣନା ଓଡିଶା ବନ ବିଭାଗ ଦ୍ୱାରା…

ପୋଲିସ ସେବାରୁ ବରଖାସ୍ତ ହେଲେ ସ୍ବର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ ମିତ୍ରଭାନୁ

ପୁର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସଓ) ମିତ୍ରଭାନୁ ଦେଓଙ୍କୁ ପୋଲିସ ସେବାରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ପୂର୍ବରୁ ନବ ଦାସଙ୍କ ହତ୍ୟା ପରେ ତାଙ୍କ ପିଏସଓଙ୍କୁ ସସପେଣ୍ଡ କରିଥିଲେ ଝାରସୁଗୁଡ଼ା ଏସପି। ନିଜ…

ରାଜନୈତିକ ଉଦ୍ଦେଶ୍ୟ ରଖି ସ୍କୁଲ ୟୁନିଫର୍ମ ରଙ୍ଗ ବଦଳାଉଥିଲେ ପୂର୍ବ ସରକାର: ଗଣଶିକ୍ଷା ମନ୍ତ୍ରୀ

ସବୁଜ ବଦଳରେ ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ଛାତ୍ରଛାତ୍ରୀ। ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ପରିବର୍ତ୍ତନ ନେଇ ଗଣଶିକ୍ଷା ମନ୍ତ୍ରୀଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇ କହିଛନ୍ତି ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ…

ଭୁବନେଶ୍ୱର ମୈତ୍ରୀ ବିହାରରେ ଗଣଦୁଷ୍କର୍ମ ଘଟଣା: ୩ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର ମୈତ୍ରୀ ବିହାରର ଗଣଦୁଷ୍କର୍ମ ମାମଲାରେ ୨ ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ଆଜି ସାମ୍ୱାଦିକ ସମ୍ମିଳନୀରେ କମିଶନର ଏସ୍‌.ଦେବଦତ୍ତ ସିଂହ କହିଛନ୍ତି ଘଟଣାରେ ୨ ଜଣ ନୁହେଁ ୩ ଜଣଙ୍କ ସଂପୃକ୍ତି ରହିଛି । ୨ ଜଣ ଘର…

ବହୁତ ଶୀଘ୍ର ଖାଲି ହୋଇଯିବ ବିଜେଡି: ମନମୋହନ ସାମଲ

ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେପିରେ ମିଶିବା ପାଇଁ ବହୁ ବିଜେଡି ନେତା ଆବେଦନ କରିଥିବା ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ସେ କହିଛନ୍ତି ଖୁବଶୀଘ୍ର ବିଜେଡି ଖାଲି ହୋଇଯିବ । କାରଣ ବିଜେପିରେ ମିଶିବାକୁ ବହୁ…

ବନ୍ୟା ପାଣିରେ ଜରୁରୀ ଅବତରଣ କଲା ରିଲିଫ୍ କାର୍ଯ୍ୟରେ ନିୟୋଜିତ ବାୟୁସେନା ହେଲିକପ୍ଟର

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ବାୟୁସେନାର ହେଲିକପ୍ଟର । ହେଲିକପ୍ଟର ବ୍ଲେଡ୍ ଭାଙ୍ଗିଯିବାରୁ ବିହାରର ଦରଭଙ୍ଗା ଅଉରାଇ ବ୍ଲକ ବନ୍ୟା ପାଣିରେ ଜରୁରୀ ଅବତରଣ କରିଛି ରିଲିଫ୍ କାର୍ଯ୍ୟରେ ନିୟୋଜିତ ବାୟୁସେନା ହେଲିକପ୍ଟର । ହେଲିକପ୍ଟରରେ ଥିବା ୪ ସୁରକ୍ଷିତ ରହିଥିବା…

ଜେଲରୁ ୨୦ଦିନ ପାଇଁ ପାରୋଲରେ ବାହାରିଲେ ରାମ ରହିମ; କିନ୍ତୁ ନିର୍ବାଚନରେ ଯୋଗ ଦେଇପାରିବେନି

ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ହରିୟାଣାର ରୋହତକର ସୁନାରିଆ ଜେଲରେ ଥିବା ଡେରା ସଚ୍ଚା ସୌଦା ମୁଖ୍ୟ ଗୁରୁମିତ ରାମ ରହିମ ଜେଲରୁ ବାହାରିଛନ୍ତି। ଆସନ୍ତା ୫ତାରିଖରେ ହରିୟାଣା ନିର୍ବାଚନ ଥିବାରୁ ଏହା ପୂର୍ବରୁ ରାମ ରହିମଙ୍କୁ ୨୦ଦିନର ପାରୋଲ…

ଗାନ୍ଧିଜୀଙ୍କ ପ୍ରକୃତ ଆଦର୍ଶ ଓ ଲକ୍ଷ୍ୟକୁ ମୋଦୀଜୀଙ୍କ ନେତୃତ୍ବରେ ଆମ ସରକାର ପୂରଣ କରୁଛି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଟକ ଜିଲ୍ଲା ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ଉତ୍ସବ ପାଳନରେ ଯୋଗଦେଇ କହିଛନ୍ତି ଯେ ଗାନ୍ଧୀଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ ଜାତିର…

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି: ୪ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହି ସଂପର୍କରେ ଆଜି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ…