Author: Papirani

ଲୋକ ସବୁ କଥା ଜାଣିଲେ ବୋଲି ବିଜେଡିକୁ ପ୍ରତ୍ୟାଖ୍ୟାନ କଲେ: ବିରଞ୍ଚି ତ୍ରିପାଠୀ

ବିଜେଡିର ପଦଯାତ୍ରା ଉପଲକ୍ଷେ ବିଜେପି ସରକାର ବିରୋଧରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଅଭିଯୋଗର ଆଟାକ୍‌କୁ କାଉଣ୍ଟର କରି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ କହିଛନ୍ତି ନବୀନ ଗୋଟିଏ କଥା ସତ କହିଛନ୍ତି ଯେ ଲୋକ…

ମୋ ପରିବାର କଥା ମୁଁ ବାହାରେ କହିବି ନାହିଁ – ଶ୍ରୀମୟୀ ମିଶ୍ର

ବିଜେଡି ଦଳ କନ୍ଦଳକୁ ନେଇ ଶ୍ରୀମୟୀ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଆଜି ଗାନ୍ଧୀ ଜୟନ୍ତୀ । ମହାତ୍ମା ଗାନ୍ଧୀ ସବୁ ବେଳେ କହୁଥିଲେ ଏ ଦେଶ ସେ ଦିନ ସ୍ବାଧୀନ ହେବ ଯେଉଁଦିନ ଗୋଟେ ନାରୀ ସ୍ବାଧୀନ ଭାବରେ ରାତିରେ…

ମିଛ କହି ବିଜେପି କ୍ଷମତାକୁ ଆସିଛି- ନବୀନ ପଟ୍ଟନାୟକ 

ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରୁ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା । ଏହି ଜନସମ୍ପର୍କ ପଦଯାତ୍ରାକୁ ଶୁଭାରମ୍ଭ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି ଆଜି ଗାନ୍ଧୀ ଜୟନ୍ତୀ । ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳୀ…

୩୭ ବର୍ଷର ପ୍ରତୀକ୍ଷା ପରେ ପୁରୁଣାକଟକରେ ଗଡ଼ିଲା ରେଳ

ପୁରୁଣାକଟକରେ ଗଡ଼ିଲା ରେଳ । ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଖୋର୍ଦ୍ଧା-ବଲାଙ୍ଗିର ରେଳପଥରେ ବୌଦ୍ଧରୁ ପୁରୁଣାକଟକକୁ ପରୀକ୍ଷାମୂଳକ ଭାବେ ରେଳ ଇଞ୍ଜିନ ଗଡ଼଼ିଛି। ନଡ଼ିଆ ବାଡ଼େଇ ପୂଜାର୍ଚ୍ଚନା କରିବା ସହ ଟ୍ରେନ ଇଞ୍ଜିନକୁ ସ୍ୱାଗତ କରିଛନ୍ତି ଲୋକେ । ସୂଚନାଯୋଗ୍ୟ; ହରଭଙ୍ଗା…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ ଆଶ୍ୱସ୍ତି 

୨୦୨୧ ମସିହାରେ ଘଟିଥିବା ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗାର ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ଵସ୍ତି ମିଳିଛି। ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ। ପ୍ରତାପଙ୍କ ବିରୋଧରେ ଅପରାଧିକ…

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ: ୩ ପାଳିଆ ସେବକ ନିଲମ୍ବିତ

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଥିବା…

ନରେନ୍ଦ୍ର ପୁଷ୍କରିଣୀ ଅଘଟଣ: ପାଣିରେ ବୁଡ଼ି ଦୁଇ ଯୁବକ ମୃତ

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା ଘଟିଯାଇଛି । ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଯୁବକଙ୍କ ହେଲେ ଗଞ୍ଜାମ ଜିଲା କୁକୁଡାଫାଣ୍ଡି ଅଞ୍ଚଳର ରାଜକିରଣ ଶତପଥୀ (୨୩) ଓ ଇଚ୍ଛାପୁରମ୍‌ ଅଞ୍ଚଳର ନଳିନୀକାନ୍ତ…

ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଜିତିଲା ଭାରତ

ଭାରତ-ବାଂଲାଦେଶ ମଧ୍ୟରେ କାନପୁରରେ ଚାଲିଥିବା ଦ୍ୱିତୀୟ ଟେଷ୍ଟକୁ ଜିତିଲା ଭାରତ । କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦମଦାର ପ୍ରଦର୍ଶନ କରି ବିଜୟ ହାସଲ କରିଛି ଭାରତୀୟ ଦଳ। ଖେଳାଯାଉଥିବା ମ୍ୟାଚକୁ ଭାରତ ୭ ଓ୍ୱିକେଟରେ ଜିତିନେଇଛି…

ନଭେମ୍ବରରୁ ୩୧୦୦ ଟଙ୍କାରେ କିଣା ହେବ ଧାନ: ସମୀର ଦାଶ

ନଭେମ୍ବରରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ବିଜେପି ମୁଖପାତ୍ର ସମୀର ରଞ୍ଜନ ଦାସ ଧାନ କିଣା ସଂପର୍କରେ ସୂଚନା ଦେଇ କହିଛନ୍ତି ବରଗଡ ସୋହେଲାରୁ ଆରମ୍ଭ ହେବ ଧାନ…

ଭିଜିଲାନ୍ସ ପଞ୍ଝାରେ ଖାଦ୍ୟ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଧରାପଡିଲେ ଲାଞ୍ଚୁଆ ସରକାରୀ ବାବୁ । ବ୍ରେଡ୍ ଫ୍ଯାକ୍ଟ୍ରି ଲାଇସେନ୍ସ ନବୀକରଣ ନାଁରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର। ଏହା ପରେ ଖାଦ୍ୟ…