Author: Papirani

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ

ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ। ୫ମ ଥର ପାଇଁ ଏସିଆନ ଚାମ୍ପିୟନ୍ସ ଟ୍ରଫିକୁ ହତେଇଛି ଭାରତ।ଆଜି ଭାରତୀୟ ପୁରୁଷ ହକି ଦଳ ଏବଂ ଚୀନ୍ ମଧ୍ୟରେ ଏସିଆନ୍ ହକି ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ

ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ…

ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଅଘଟଣ; ଷ୍ଟ୍ରକ୍‌ଚର ପଡ଼ି ୨ ଶ୍ରମିକ ମୃତ, ୫ ଗୁରୁତର

ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢୀପଦର ସ୍ଥିତ ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ଅଘଟଣ। କାମ କରିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା ଷ୍ଟ୍ରକ୍‌ଚର। ଫଳରେ ଘଟଣା ସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର…

ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…

ଗାଡ଼କଣରେ ଖିରି ଖାଇଲେ ମୋଦି; ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଲେ

ଆଜି ୭୪ତମ ଜନ୍ମଦିନରେ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ପହଞ୍ଚି ଭୁବନେଶ୍ବର ଗାଡ଼କଣକୁ ଯାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସେଠାରେ ପହଞ୍ଚି ଗାଡ଼କଣରେ ମୋଦୀଙ୍କ ପାଇଁ ତିଆରି ହୋଇଥିବା କ୍ଷୀରି ଖାଇ ପରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ…

ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା

ମଙ୍ଗଳବାର ଅର୍ଥାତ୍ ଆଜି ଆପ୍ ସୁପ୍ରିମୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି । ଆମ ଆଦମୀ ପାର୍ଟି (ଏଏପି)ର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ପରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ସୁପ୍ରିମୋ ଅରବିନ୍ଦ…

ଆଫଗାନିସ୍ତାନରେ ପୋଲିଓ ଟୀକାକରଣ ଅଭିଯାନ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ

ସାରା ବିଶ୍ୱରେ ପୋଲିଓ ଭୂତାଣୁ ବ୍ୟାପିଥିବା ୨ଟି ଦେଶ ହେଉଛନ୍ତି ଆଫଗାନିସ୍ତାନ ଓ ପାକିସ୍ତାନ। କିନ୍ତୁ ଆଫଗାନିସ୍ତାନରେ ପିଲାମାନଙ୍କୁ ଦିଆଯିବାକୁଥିବା ପୋଲିଓ ବିରୋଧୀ ଟିକା କାର୍ଯ୍ୟକ୍ରମ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ । ତାଲିବାନ ପକ୍ଷରୁ ପୋଲିଓ ଟିକାକରଣ ଅଭିଯାନକୁ ବାତିଲ…

ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣା: କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼ ମାରିବା ସହ ଗିରଫ କରିଥିବା ମାମଲାର କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି । ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି…

ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଟାର୍ଗେଟ କଲା କଂଗ୍ରେସ 

ଆଜି ବିଜେପିକୁ ଟାର୍ଗେଟ କରି କଂଗ୍ରେସ ନେତା ବିଶ୍ଵ ରଂଜନ ମହାନ୍ତିଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୁଭଦ୍ରା ପ୍ରସଙ୍ଗରେ ବିଜେପିକୁ ୩ଟି ପ୍ରଶ୍ନ କରିଛି କଂଗ୍ରେସ। ସେ କହିଛନ୍ତି ସୁଭଦ୍ରା ଯୋଜନାର କେତେ ମହିଳା ସାମିଲ ହେବେ…

ରାଜ୍ୟରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ନେଇ ଆସନ୍ତା କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼,…