Author: Papirani

ଉଦଘାଟିତ ହେଲା ବ୍ରହ୍ମୋସ ସୁପରସୋନିକ ନିର୍ମାଣ ୟୁନିଟ୍

ଲକ୍ଷ୍ନୌରେ ବହ୍ମୋସ୍ ମିସାଇଲ ନିର୍ମାଣ ପାଇଁ ବିଶାଳ ୟୁନିଟ ଉଦଘାଟିତ । ଭିଡିଓ କନଫେରେନ୍ସରେ ଉଦଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ୨ ଶହ ଏକର ଜମି ଓ ୩ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି…

ଟ୍ରମ୍ପ୍‌ଙ୍କ ଅସ୍ତ୍ରବିରତି ଘୋଷଣା ଟ୍ବିଟ୍‌; କାଶ୍ମୀର ପ୍ରସଙ୍ଗ ଅନ୍ତର୍ଜାତୀୟକରଣ କରିବାକୁ ଉଦ୍ୟମ ହୋଇଛି: ସଚିନ ପାଇଲଟ୍‌

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଅସ୍ତ୍ରବିରତିକୁ ନେଇ ଆଜି ବଡ଼ ବୟାନ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ। ସେ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀ ନେବେ ତାଲିମ: ସୂର୍ଯ୍ୟବଂଶୀ ସୂରଜ

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଛାତ୍ରଛାତ୍ରୀମାନଙ୍କୁ ସାମରିକ, ଅର୍ଦ୍ଧସାମରିକ, ପୋଲିସ ସେବାରେ ନିୟୋଜନ ପାଇଁ ତାଲିମ ପ୍ରଦାନ କରାଯିବ । ଦେଶ…

ଜାତୀୟ ସୁରକ୍ଷା ପାଇଁ ଯୁବପିଢ଼ିଙ୍କୁ ନାଗରିକ ପ୍ରତିରକ୍ଷାରେ ଯୋଗ ଦେବାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀବନ ସୁରକ୍ଷା ଏବଂ ଆର୍ଥିକ ସୁରକ୍ଷା ସୁନିଶ୍ଚିତ କରିବାରେ ନାଗରିକଙ୍କ ସାମୂହିକ ଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରି ନିଜ ସୋସିଆଲ ମିଡ଼ିଆ ମାଧ୍ୟମରେ କହିଛନ୍ତି ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ…

ଯୁଦ୍ଧବିରତି ଚୁକ୍ତିନାମା ପରେ ଚେନାବ ନଦୀରେ ଥିବା ବାଗଲିହାର ୨ଟି ଡ୍ୟାମର ଗେଟ ଖୋଲିଲା ଭାରତ

ଯୁଦ୍ଧବିରତି ଚୁକ୍ତିନାମା ପରେ ଭାରତ ଆଣି ସକାଳେ ଚେନାବ ନଦୀର ନିର୍ମିତ ସଲାଲ ଓ ବାଗଲିହାର ଡ୍ୟାମର ଗେଟ ଖୋଲି ଦେଇଛି, ଯାହା ଯୋଗୁଁ ପାଣି ପାକିସ୍ତାନ ଆଡକୁ ପ୍ରବାହିତ ହେଉଛି। ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ସହ ସିନ୍ଧୁ…

ଯୁଦ୍ଧବିରତି ପାଇଁ ଦୁଇ ଦେଶକୁ ପ୍ରଶଂସା କଲେ ଡୋନାଲ୍ଡ ଟ୍ରମ୍ପ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଅସ୍ତ୍ରବିରତି ଚୁକ୍ତିନାମାକୁ ନେଇ ଟ୍ରୁଥ୍‌ ସୋସିଆଲ ଆକାଉଣ୍ଟରେ ପ୍ରତିକ୍ରିୟା ଦେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଯୁଦ୍ଧବିରତି ପାଇଁ ଦୁଇ ଦେଶକୁ ପ୍ରଶଂସା କରି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ମୁଁ ଖୁସି ଯେ ଉଭୟ…

ପୁଣି ରାଜ୍ୟକୁ ଫେରିଲା ତାତି; ୩୫ ଡିଗ୍ରୀ ଟପିଲା ଝାରସୁଗୁଡ଼ା

ପ୍ରଚଣ୍ତ ତାତି ଓ ଅସମ୍ଭାଳ ଗୁଳୁଗୁଳିରେ କଲବଲ ହୋଇଗଲାଣି ପୂରା ରାଜ୍ୟ। ସାଢ଼େ ୮ଟା ସୁଦ୍ଧା ୩୫.୨ ଡିଗ୍ରୀ ଟପିଛି ଝାରସୁଗୁଡା । ସେହିପରି ସମ୍ବଲପୁର ୩୪.୪ ଡିଗ୍ରୀ ହୋଇଥିବା ବେଳେ ହୀରାକୁଦ ୩୪, ବାଲେଶ୍ୱର ୩୩ ଡିଗ୍ରୀ, ପୁରୀ ୩୩.୪,…

ମେ ୨୭ରେ କେରଳ ଛୁଇଁବ ମୌସୁମୀ !

ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ବଢିବାରେ ଲାଗିଛି । ପ୍ରବଳ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବାକୁ ଯାଉଛି ମୌସୁମୀବର୍ଷା ।ଆସନ୍ତା ମେ’୨୭ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ପୂର୍ବରୁ ମେ ୧୩ରେ ମୌସୁମୀ…

ଭାରତର ବଡ଼ କ୍ଷତି ହୋଇଥିବା ନେଇ ପାକିସ୍ତାନ ବହୁ ମିଛ ଓ ଗୁଜବ ପ୍ରସାରିତ କରିଛି: କର୍ଣ୍ଣେଲ ସୋଫିଆ କୁରେଶୀ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଭିତରେ ଉଭୟ ପକ୍ଷରେ ଘନ ଘନ ଆକ୍ରମଣ ମଧ୍ୟରେ ସାମ୍ପ୍ରତିକ ସ୍ଥିତି ନେଇ ସେନା ଓ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମିଳିତ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ କର୍ଣ୍ଣେଲ…

ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗି ରହିଥିବା ହେତୁ ଯୁଦ୍ଧ ଭଳି ସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ପାକିସ୍ତାନ ଗୁଳିରେ କାଶ୍ମୀରର ଜଣେ ପ୍ରଶାସନିକ ଅଧିକାରୀଙ୍କ ମୃତ୍ୟୁ । ରଜୌରୀ ବାସଭବନରେ ଥିବା ବେଳେ ପାକିସ୍ତାନ ଆଡ଼ୁ ଗୁଳି ମାଡ଼…