ତାଜା ଖବର ରାଜନୀତି ରାଜ୍ୟ ଡ୍ରେନରେ ପଡ଼ି ନାବାଳକର ମୃତ୍ୟୁ ଘଟଣାରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ June 18, 2024 Papirani ଭୁବନେଶ୍ୱରରେ ମୁକୁଳା ଡ୍ରେନ୍ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ…
ତାଜା ଖବର ରାଜ୍ୟ ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକଙ୍କ ମୃତ୍ୟୁ June 18, 2024 Papirani ବର୍ଷା ଯୋଗୁଁ ଆଜି ଭୁବନେଶ୍ବରରେ ଘଟିଛି ଅଘଟଣ। ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍ରେ ଭାସିଯାଇଥିବା ୮ ବର୍ଷର ନାବାଳକର ମୃତ୍ୟୁ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର…
ତାଜା ଖବର ରାଜନୀତି ରାଜ୍ୟ ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ June 18, 2024 Papirani ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…
ତାଜା ଖବର ରାଜନୀତି ରାଜ୍ୟ ସାଇକେଲ୍ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ ମହାପାତ୍ର June 18, 2024 Papirani ବିଧାନସଭାରେ ସାଇକେଲରେ ପହଞ୍ଚିଲେ ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର । ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏହି ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ନେଲେ ନବନିର୍ବାଚିତ ବିଧାୟକ June 18, 2024 Papirani ଆଜିଠୁ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ । ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି…
ତାଜା ଖବର ଦେଶ ରାଜନୀତି ଇସ୍ତଫା ଦେଲେ ରାହୁଲ ଗାନ୍ଧୀ June 18, 2024 Papirani କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଏବଂ ୟୁପିର ରାଏବରେଲି ମଧ୍ୟରେ ଗୋଟିଏ ଆସନ ବାଛିଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଉପରୋକ୍ତ ୨ଟି ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜୟୀ ହୋଇଥିଲେ। କିନ୍ତୁ ନିୟମ ଅନୁଯାୟୀ ରାହୁଲଙ୍କୁ ଗୋଟିଏ…
ତାଜା ଖବର ରାଜନୀତି ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଜାରି ହେଲା କର୍ଫ୍ୟୁ June 18, 2024 Papirani ଗୋଷ୍ଠୀ ସଂଘର୍ଷ ପରେ ଅଶାନ୍ତ ହୋଇପାରିଛି ବାଲେଶ୍ୱର । ବିଳମ୍ବିତ ରାତିରେ ଉତ୍ତେଜନା, ପୋଡାଜଳା ପରେ ବାଲେଶ୍ୱରରେ କର୍ଫ୍ୟୁ । ବାଲେଶ୍ୱର ସହରରେ ଅଶାନ୍ତ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପୂରା ସହରରେ ଲାଗୁ ହୋଇଛି କର୍ଫ୍ୟୁ। ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ…
ତାଜା ଖବର ରାଜନୀତି ରାଜ୍ୟ ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ June 18, 2024 Papirani ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। କାମଚଳା ବାଚସ୍ପତି(ପ୍ରୋଟେମ୍ ସ୍ପିକର୍) ଭାବେ ନିଯୁକ୍ତି ପାଇଥିବା ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତ ନବନିର୍ବାଚିତ ବିଧାୟକଙ୍କୁ ଶପଥ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି June 17, 2024 Papirani କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।
ବ୍ୟବସାୟ ଆସିଲା ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ସମସ୍ତ ଜିଲ୍ଲାପାଳଙ୍କ ନିଷ୍ପତ୍ତି June 17, 2024 Papirani ରାଜ୍ୟରେ ଗ୍ରୀଷ୍ମପ୍ରଭାବ ପାଇଁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ଖୋଲିପାରିବେ। ଏକାଧିକ ଜିଲ୍ଲାରେ ସକାଳୁଆ ସ୍କୁଲ ନେଇ ଜିଲ୍ଲା ପ୍ରଶାସନର ସୂଚନା। ଆସନ୍ତା ୨୦ ତାରିଖ…