Author: Papirani

ଲଘୁଚାପ ପ୍ରଭାବରୁ ରାଜ୍ୟରେ ତିନିଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି…

ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ

ପୁଣି ଲାଇନଚ୍ୟୁତ ହେଲା ଟ୍ରେନ। ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି । ସାବରମତୀ ଏକ୍ସପ୍ରେସ୍‌ ବାରାଣାସୀରୁ ଅହମ୍ମଦାବାଦ ଯାଉଥିଲା ସମୟରେ ହୋଇଛି ଲାଇନଚ୍ୟୁତ । କାନପୁର-ଭୀମସେନ ଷ୍ଟେସନ ମଝିରେ ଟ୍ରେନର ୨୦ଟି ବଗି ଲାଇନଚ୍ୟୁତ ହୋଇଛି । ଏକ ବଡ଼…

ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାପାଇଁ ଓଡ଼ିଶା ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ଦୁଇଦିନ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ। ତେଣୁ ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମରେ…

ଜିଏସ୍‌ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ

ଯାଜପୁର ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଅସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଟିକସ୍ ହେରଫେର ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ତାଙ୍କ ନାଁରେ ପ୍ରାୟ ୫…

ନବୀନ ନିବାସରେ ହକି ତାରକା ଅମିତଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ

ଓଡ଼ିଶାର ହକି ତାରକା ଅମିତ ରୋହିଦାସ ଦେଶର ଗୌରବ।ଭାରତୀୟ ହକି ଦଳର ଓଡ଼ିଆ ଖେଳାଳୀ ଶ୍ରୀ ଅମିତ ରୋହିଦାସଙ୍କୁ ଆଜି ବିରୋଧୀ ଦଳନେତା ଶ୍ରୀ ନବୀନ ପଟ୍ଟନାୟକ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି। ଅମିତଙ୍କୁ ରୁପା ତାରାକାସି କାମର ରଥା ରୁଢ଼ ଜଗନ୍ନାଥ,…

ବିଧାୟକ ପ୍ରଶିକ୍ଷଣ ଶିବିର ଦଳୀୟ ବ୍ୟାପାର ନୁହେଁ: ମନମୋହନ ସାମଲ

ବିଧାୟକ ପ୍ରଶିକ୍ଷଣ ଶିବିରକୁ ନେଇ ତେଜୁଛି ରାଜନୀତି । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ।୧୭ ଓ ୧୮ ତାରିଖରେ ହେବାକୁ ଥିବା ବିଧାନସଭା ପ୍ରଶିକ୍ଷଣ ଶିବିରକୁ ବିଜୁ ଜନତା ଦଳ ପ୍ରତ୍ୟାଖ୍ୟାନ…

ଆର୍ଥ ଅବଜରଭେସନ୍ ସାଟେଲାଇଟ-୮ର ସଫଳ ଉତକ୍ଷେପଣ; ପୃଥିବୀ ଚାରିପଟେ ଘୁରି ପରିବେଶ ଉପରେ ରଖିବ ନଜର

ଇତିହାସ ରଚିଲା ଇସ୍ରୋ । ଆର୍ଥ ଅବଜରଭେସନ୍ ସାଟେଲାଇଟ୍ EOS-୦୮ର ସଫଳ ଉତକ୍ଷେପଣ । ଗ୍ଲୋବାଲ ନାବିଗେସନ୍ ସାଟେଲାଇଟ୍ ସିଷ୍ଟମ ଶ୍ରୀହରିକୋଟା ଶତୀଶ ଧଓ୍ୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ । ଇସ୍ରୋ ୧୬ ଅଗଷ୍ଟ ସକାଳ ୯ ଟା ୧୭ ସମୟରେ…

ବିଏମ୍‌ସି ଅଧିନକୁ ଆସିବ ଭୁବନେଶ୍ବର ଏମ୍ସ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଷଷ୍ଠ ପୂଣ୍ୟ ତିଥିରେ ଭୁବନେଶ୍ବର ଏମ୍ସ ପରିସରରେ ଥିବା ବାଜପାୟୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ଏମ୍ସ ପାଇଁ…

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…

କଂଗ୍ରେସ ଛାଡିଲେ ବିଜୟ ପଟ୍ଟନାୟକ

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ । ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଛନ୍ତି ବିଜୟ ପଟ୍ଟନାୟକ । ସେ ନିଜର ଇସ୍ତଫା ପତ୍ର ମେଲ୍‌ ଯୋଗେ ଏଆଇସିସିକୁ ପଠାଇଥିବା ସୂଚନା ମିଳିଛି। ଅନ୍ୟପଟେ କଂଗ୍ରେସରୁ ଇସ୍ତଫା ଦେବା ପରେ…