Author: Papirani

ସରକାରୀ ଜମିରୁ ହଟିବ ବେଆଇନ ଦଖଲ, ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସରକାରୀ ଜମିରୁ ବେଆଇନ ଦଖଲ ହାତେଇବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେଉଁଠି ବେଆଇନ ଜବରଦଖଲ ଦେଖୁଛ…

ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବାକୁ ଯାଉଥିବା ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କ୍ରୀଡ଼ାବିତ କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…

ଜନ୍ମ ବେଦୀ ଅଭିମୁଖେ ଆଗେଇ ଚାଲିଛନ୍ତି ତିନି ଠାକୁର

ବଡ଼ଦାଣ୍ଡରେ ପୁଣି ଗଡ଼ିଲା ୩ ଠାକୁରଙ୍କ ରଥ । ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ । ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର । ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ।…

ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ବଜ ରଥ

ଆରମ୍ଭ ହେଲା ରଥଟଣା । ପୁରୀରେ ପୁଣି ଗଡ଼ିଲା ରଥ। ଗତକାଲି ଅଧାବାଟରେ ଅଟକି ରହିଥିବା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛି । ମରିଚିକୋଟ ଛକରୁ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ । ତାଳଧ୍ବଜ…

ପୁରୀ ବେଳାଭୂମିରେ ମହାମହିମଙ୍କ ମର୍ଣ୍ଣିଂ ୱାକ୍ 

ସକାଳୁ ସକାଳୁ ପୁରୀ ବେଳାଭୂମିରେ ମହାମହିମ କରିଛନ୍ତି ମର୍ଣ୍ଣିଂ ୱାକ୍ । ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଛନ୍ତି । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । କଡା…

ରଥଯାତ୍ରାର ଆଜି ଦ୍ବିତୀୟ ଦିନ, ପୁଣି ଆଜି ଆରମ୍ଭ ହେବ ରଥଟଣା

ରଥଯାତ୍ରାର ଆଜି ଦ୍ବିତୀୟ ଦିନ । ଅଧାବାଟରେ ଅଟକିଛି ଶ୍ରୀବିଗ୍ରହଙ୍କ ତିନିରଥ । ମରିଚିକୋଟ ଛକରେ ଅଟକିଛି ତାଳଧ୍ବଜ ରଥ । ରାଜନଅର ନିକଟରେ ଅଟକିଛି ଦର୍ପଦଳନ ରଥ ଓ ସିଂହଦ୍ବାରର ୨ ପାଦ ଆଗରେ ନନ୍ଦିଘୋଷ ରଥ । ଆଜି…

୨୪ ବର୍ଷର ବିଜେଡି ସରକାର ଓ ୨୪ ଦିନର ବିଜେପି ସରକାରକୁ ଓଡ଼ିଶାବାସୀ ଭଲଭାବେ ପରଖୁଛନ୍ତି: ତେଜେଶ୍ୱର ପରିଡା

ନିର୍ବାଚନରେ ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାକ୍ଷିତ ହେବା ପରେ ବିଜେଡିର ନେତା ଓ ନେତ୍ରୀମାନେ ଆରମ୍ଭ କରିଦେଇଥିବା ପ୍ରଳାପ ଅତ୍ୟନ୍ତ ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ । ରାଜ୍ୟ ସଡକ ପରିବହନ ନିଗମର କ୍ଷତି ପାଇଁ ଦାୟୀ କିଏ? କେଉଁ ସରକାର ସମୟରେ ଓଏସ୍‌ଆରଟିସି…

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ପହଞ୍ଚିବା ପରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ…

ଜୁଲାଇ ୨୩ରେ ଉପସ୍ଥାପନା କରାଯିବ କେନ୍ଦ୍ର ବଜେଟ୍

କେନ୍ଦ୍ରରେ ପୁଣିଥରେ କ୍ଷମତାକୁ ଆସିଛି ମୋଦୀ ସରକାର । ଆଉ ୩ୟ ଥର ପାଇଁ କ୍ଷମତାକୁ ଆସିବା ପରେ ଏହା ହେବ ମୋଦୀ ସରକାରର ପ୍ରଥମ ବଜେଟ୍ । ଏହି ଦେଶର ସାଧାରଣ ବଜେଟ୍‌ ଆସନ୍ତା ୨୩ ତାରିଖରେ ଉପସ୍ଥାପନ କରାଯିବ…