Author: Papirani

ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…

ପୁରୀ ବଡଦାଣ୍ଡରେ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା କାର, ୩ କର୍ମଚାରୀ ଗୁରୁତର

ପୁରୀରେ ବଡଦାଣ୍ଡରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ କାର। ଏକ କଳା ରଙ୍ଗର କାର ଦ୍ରୁତ ବେଗରେ ଆସି ଦୁର୍ଘଟଣା ଘଟାଇଥିବା ସୂଚନା। ତେବେ ଦୁର୍ଘଟଣାରେ ୩ ଜଣ ସଫେଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ…

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜ ଦିବ୍ୟସିଂଦ ଦେବଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ପୁରୀ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବ । ଏହି ବୈଠକରେ ରତ୍ନଭଣ୍ଡାର ସମ୍ପର୍କୀତ ଆଲୋଚନା ହେବ । ଆଜିର ବୈଠକ…

ପୁରୀରେ ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ ଆରମ୍ଭ

ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ଆଡ଼ପ ଦର୍ଶନ । ଜନ୍ମବେଦୀରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜିଠାରୁ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ପାଇବେ ଭକ୍ତ। ଆଡ଼ପ ଦର୍ଶନ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ୟାଙ୍କର, ୧୮ ମୃତ, ୩୦ରୁ ଅଧିକ ଆହତ

ଆଜି ସକାଳେ ଉନ୍ନାଓରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିହାରର ସୀତାମଡିରୁ ଦିଲ୍ଲୀ ଯାଉଥିବା ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ୱେରେ ବସ୍‌କୁ ଧକ୍କାଦେଲା ଟ୍ୟାଙ୍କର । ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଭାରତୀୟ କ୍ରିକେଟ ଦଳର କୋଚ୍ ହେଲେ ଗୌତମ ଗମ୍ଭୀର

ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌‌ ଭାବେ ନିଯୁକ୍ତି ପାଇବେ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଗୌତମ ଗମ୍ଭୀରଙ୍କ ନାଁ ଘୋଷଣା କଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) । ବିସିସିଆଇ ସଚିବ ଜୟ ଶାହା କଲେ ନାଁ ଘୋଷଣା…

ଏକ ନମ୍ବର ହାଟର ପରିବା ଗୋଦାମ ଯାଞ୍ଚ କଲେ ଯୋଗାଣ ମନ୍ତ୍ରୀ

ଏକ ନମ୍ବର ହାଟରେ ପରିବା ଗୋଦାମରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପରିବା ଗୋଦାମରେ ଯାଞ୍ଚ କରିବା ପାଇଁ ପହଞ୍ଚିଛନ୍ତି ମନ୍ତ୍ରୀ । ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସହ ଯୋଗାଣ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି…

ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଅଟକାଇଲେ ମହିଳା

ଭୁବନେଶ୍ବରର ରସୁଲଗଡ଼ ଛକରେ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଟକାଇଲେ ମହିଳା । ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଆଗକୁ ପଶି ଆସିଥିଲେ ମହିଳା। ମହିଳାଙ୍କ ଏହିଭଳି ହାଇଡ୍ରାମା ପାଇଁ କିଛି ସମୟ ଅଟକି ରହିଥିଲା କାର୍‌କେଡ୍‌ । ଘଟଣାସ୍ଥଳରୁ ମହିଳାଜଣକୁ ପୋଲିସ ଉଠାଇ ନେଲା…

ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ପୁଅ ହତ୍ୟା ମାମଲା: ଓଡ଼ିଶା ସରକାରକୁ ଜବାବ ତଲବ

ବହୁ ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିସନାରୀ ଗ୍ରାହାମ ଷ୍ଟେନ୍‌ସ ଓ ତାଙ୍କ ଦୁଇ ଶିଶୁପୁତ୍ରର ହତ୍ୟା ମାମଲାରେ ଓଡ଼ିଶା ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ । ୬ ସପ୍ତାହ ଭିତରେ ଜବାବ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ୧୯୯୯ରେ ଗ୍ରାହାମ ଷ୍ଟେନ୍ସ ଓ…

ଏଫ୍ଏଓ ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ । ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବାଥିବା ସୂଚନା । ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦିଆଯାଇଥିବା…