ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ପୁରୀ ଲୋକାରଣ୍ୟ June 22, 2024 Papirani ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ June 21, 2024 Papirani ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…
ତାଜା ଖବର ରାଜ୍ୟ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ June 21, 2024 Papirani ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ ଓ ଏଆରଆଇ ।ଜଣେ ବ୍ୟକ୍ତିଙ୍କ ଠାରୁ ୫ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବୀରମହାରାଜପୁର ଖଣ୍ଡହତା ଆରଆଇ ରାଜେନ୍ଦ୍ର ମିଶ୍ର ଓ ଏଆରଆଇ ପଞ୍ଚାନନ ଡାଙ୍ଗ । ସୂଚନା…
ତାଜା ଖବର ରାଜ୍ୟ ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ June 21, 2024 Papirani ବାଲେଶ୍ବରରେ ପରିସ୍ଥିତିରେ ଆସୁଥିବା ସୁଧାରକୁ ଦୃଷ୍ଟିରେ ରଖି ଆହୁରି କୋହଳ ହେଲା କର୍ଫ୍ୟୁ । ସକାଳ ୫ରୁ ଦିନ ୨ଟା ଯାଏଁ ହେବା କର୍ଫ୍ୟୁ କୋହଳ । ଲୋକେ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ଶେଷ କରି ଘରକୁ ଫେରିବାକୁ ପ୍ରଶାସନ…
ତାଜା ଖବର ରାଜ୍ୟ ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ June 21, 2024 Papirani ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର ୨୪ ଜିଲ୍ଲାକୁ ଛୁଇଁଛି। ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୌସୁମୀ ବର୍ଷା ହେବା ପରେ ଗ୍ରୀଷ୍ମରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ…
ତାଜା ଖବର ରାଜନୀତି ରାଜ୍ୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦିଲ୍ଲୀପ ରାୟ June 21, 2024 Papirani ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର ଦାଖଲ କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପଙ୍କ ଦାବିରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବୋଲି ସୂଚନା।…
ତାଜା ଖବର ଦେଶ ରାଜନୀତି ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ June 21, 2024 Papirani ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…
ତାଜା ଖବର ଦେଶ ୯୮ ଭାରତୀୟ ହଜ୍ ଯାତ୍ରୀଙ୍କ ମୃତ୍ୟୁ: ବୈଦେଶିକ ମନ୍ତ୍ରାଳୟ June 21, 2024 Papirani ହଜ୍ ଯାତ୍ରୀଙ୍କ ପାଇଁ କାଳ ସାଜିଛି ଗରମ। ସାଉଦି ଆରବରେ ଅସହ୍ୟ ଗରମ ଓ ଗୁଳୁଗୁଳି ଯୋଗୁ ଚଳିତ ବର୍ଷ ହଜ୍ ଯାତ୍ରା କରିଥିବା ୧ ହଜାରରୁ ଅଧିକ ହଜ୍ ଯାତ୍ରୀଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଛି। ପ୍ରତିବର୍ଷ ସାରା ବିଶ୍ୱରୁ ଲକ୍ଷ…
ତାଜା ଖବର ରାଜ୍ୟ ପିପିଲି ବିଦ୍ୟୁତ୍ କାର୍ଯ୍ୟାଳୟରେ ଭଙ୍ଗାରୁଜା ସହ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ଼ June 21, 2024 Papirani ପିପିଲିରେ ବିଦ୍ୟୁତ୍ କାର୍ଯ୍ୟାଳୟରେ ୧୦ରୁ ୧୫ ଜଣ ଆସି ଭଙ୍ଗାରୁଜା କରିବା ସହ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ଼ ମାରିଥିବା ଥାନାରେ ଅଭିଯୋଗ ହୋଇଛି । ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରି ଅଫିସ୍ ସମ୍ମୁଖରେ ଧାରଣା ଦେବ ସହ ପଦକ୍ଷେପ ନ ନେଲେ…
ଖେଳ ତାଜା ଖବର ରାଜ୍ୟ ୨୦୩୬ ଯାଏ ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ ଓଡ଼ିଶା June 21, 2024 Papirani କ୍ରୀଡାର ପ୍ରୋତ୍ସାହନ ପାଇଁ ଓଡ଼ିଶାର ନୂଆ ସରକାର ବଡ଼ ଘୋଷଣା କରିଛନ୍ତି। ୨୦୩୬ ଯାଏ ଓଡ଼ିଶା ଉଭୟ ପୁରୁଷ ଓ ମହିଳା ହକିର ପ୍ରାୟୋଜକ ରହିବ । ପୂର୍ବରୁ ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ଥିଲା । ଓଡ଼ିଶାକୁ ୧୦୦ବର୍ଷ ପୁରୁଥିବାରୁ ଚୁକ୍ତି…