ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଆଇନ ସୁରକ୍ଷା ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କଲେ ମୁଖ୍ୟମନ୍ତ୍ରୀ June 15, 2024 Papirani ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ରାଜ୍ୟ ଅତିଥ୍ ଭବନରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଏଡିଜି ଆଇନ ଶୃଙ୍ଖଳା ସଞ୍ଜୟ କୁମାର ସାମିଲ ଥିଲେ।…
ତାଜା ଖବର ରାଜ୍ୟ ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ June 15, 2024 Papirani ଜୁନ ୧୮ ତାରିଖରେ ଖୋଲିବାକୁ ଯାଉଛି ରାଜ୍ୟର ସମସ୍ତ ବିଦ୍ୟାଳୟ। ସ୍କୁଲ୍ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ନିର୍ଦ୍ଦେଶ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆଙ୍କ ପାର୍ଥିବ ଶରୀର June 15, 2024 Papirani କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଆଜି ମୃତଦେହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ପାର୍ଥିବ…
ତାଜା ଖବର ରାଜ୍ୟ ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା June 15, 2024 Papirani ଜହ୍ନିକୁଦା ଘାଟପେଣ୍ଠରୁ ସାତପଡ଼ା ଯାଉଥିବା ବେଳେ ମଝି ଚିଲିକାରେ ଫସିରହିଥିଲା ଯାତ୍ରୀବାହୀ ଡଙ୍ଗା। ମଏଁସା ନିକଟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଲାଗି ଡଙ୍ଗାଟି ଅଟକି ଯାଇଥିଲା । ଯାହାଫଳରେ ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୁଚନମୂତାବକ, ଡଙ୍ଗାଟି ଆଜି…
ତାଜା ଖବର ରାଜ୍ୟ ଅଜଣା ରୋଗରେ ଗଲାଣି ୫ ଶିଶୁଙ୍କ ଜୀବନ June 15, 2024 Papirani ରାୟଗଡ଼ା ଜିଲା କାଶୀପୁର ବ୍ଲକ ମୁନିସିଂ ପଞ୍ଚାୟତରେ ବ୍ୟାପୁଛି ଅଜଣା ରୋଗ ଆତଙ୍କ। ଏକ ସପ୍ତାହ ମଧ୍ୟରେ ୫ ଶିଶୁଙ୍କ ମୃତ୍ୟୁ ସହ ଅନେକ ଆକ୍ରାନ୍ତ ହୋଇଛନ୍ତି ହୋଇଥିବା ସୂଚନା ମିଳିଛି । ମେଡିକାଲରେ ଜଣେ ଓ ଗାଁରେ ୪ ଜଣଙ୍କ…
ତାଜା ଖବର ଦେଶ ରାଜନୀତି ରାଜ୍ୟ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ June 14, 2024 Papirani ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…
ତାଜା ଖବର ରାଜ୍ୟ କଟକରେ ବୋମା ନିଷ୍କ୍ରିୟ ବେଳେ ହାବିଲଦାର ମୃତ୍ୟୁ June 14, 2024 Papirani ରଜରେ କଟକ ଗୋପାଳପୁର ଅଞ୍ଚଳରେ ଅଘଟଣ ଘଟିଛି। ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁଲିସ ଜବତ କରିଥିବା ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ…
ତାଜା ଖବର ରାଜନୀତି ରାଜ୍ୟ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ June 14, 2024 Papirani ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତି…
ତାଜା ଖବର ରାଜ୍ୟ ‘ରଜ’ ପର୍ବର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ June 14, 2024 Papirani ଆଜିଠୁ ଆରମ୍ଭ ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜ। ଆଜି ହେଉଛି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ଆଜି ଏହି ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…
ତାଜା ଖବର ଦେଶ ବିଶ୍ୱ ରାଜ୍ୟ କୁଏତ ବିଲ୍ଡିଂ ଅଗ୍ନିକାଣ୍ଡ: ଦୁଇ ଓଡ଼ିଆ ମୃତକଙ୍କ ମିଳିଲା ପରିଚୟ June 14, 2024 Papirani କୁଏଟ୍ର ଅଲ୍-ମନ୍ଗଫ୍ ସିଟିସ୍ଥିତ ଏକ ବିଲ୍ଡିରେ ଗତକାଲି ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଅଗ୍ନିକାଣ୍ଡରେ ଦୁଇଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। କଟକ ଜିଲା ତିଗିରିଆ…