Author: Papirani

ଶ୍ରୀଜିଉଙ୍କୁ ଦର୍ଶନ କରାଇବା ପାଇଁ ଟଙ୍କା ମାଗୁଛି ଏକ ୱେବ୍‌ସାଇଟ୍‌

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରାଇବା ପାଇଁ ଚାଲିଛି ଟଙ୍କା କାରବାର। ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ୍‌। ଇଣ୍ଡିଆ ଥ୍ରିଲସ୍ ନାମକ ୱେବସାଇଟ୍ ଟଙ୍କା ମାଗୁଛି ବୋଲି ଅଭିଯୋଗ ଏବେ ସାମ୍ନାକୁ ଆସିଛି। ବିଭିନ୍ନ ବର୍ଗର ଦେୟଯୁକ୍ତ…

ଆଇସିସି ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ “ବିକଶିତ ଓଡିଶା ସମ୍ମିଳନୀ” ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଓ ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ ବିକଶିତ ଓଡ଼ିଶା ‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ ଏକ ଆଲୋଚନାଚକ୍ର ର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ଆଇସିସି ସଦସ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ପୀଡିତାଙ୍କ ବାପା

ଏଫଏମ ଛାତ୍ରୀ ମୃତ୍ୟୁ ମାମଲାକୁ ନେଇ ଜିଲ୍ଲାପାଳ ଓ SPଙ୍କୁ ଭେଟିଲେ ମୃତ ଛାତ୍ରୀଙ୍କ ବାପା । କଲେଜ ଆଇସିସି ସଦସ୍ୟଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିବା ସୂଚନା । ପୀଡିତାଙ୍କ ବାପା କହିଛନ୍ତି ୪ ଗିରଫ ହୋଇଛନ୍ତି, କିନ୍ତୁ ଆଇସିସି…

ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ…

ସେପ୍ଟେମ୍ବର ୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…

ବିଧାୟକ ପ୍ରତାପ ଚନ୍ଦ୍ର ନାୟକଙ୍କ ନାଁରେ ନୋଟିସ୍; ଗୋଆରେ ୪୦୦ ଶ୍ରମିକଙ୍କୁ ରଖି କାମ କରାଉଥିବା ଅଭିଯୋଗ

ଦାଦନ ମୁକ୍ତ ନୁହେଁ ଦାଦନ ଯୁକ୍ତ କରି ରଖିଛନ୍ତି ବିଧାୟକ ପ୍ରତାପ ନାୟକ । ଗଞ୍ଜାମ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକଙ୍କ ବିରୋଧରେ ସଙ୍ଗିନୀ ଅଭିଯୋଗ । ଗୋଆ ସହର ପାଖ ଭେରେନା ପଞ୍ଚାୟତରେ ବେଆଇନ କୋଠା ଗଢିଛନ୍ତି ପ୍ରତାପ ନାୟକ…

ଆସନ୍ତା ୩ରେ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହେବାକୁ ଯାଉଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାଦ୍ରୀ ଭକ୍ତ ନିବାସ ଠାରେ ଦିନ ୧୦ଟା ୩୦ମିନିଟ୍‌ରେ ଏହି ବୈଠକ ବସିବ । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

ବଦଳିଲା ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା

ବଦଳିଲା ଝାରପଡ଼ା ଦୁର୍ଗାପୂଜା ମଣ୍ଡପର ଠିକଣା । ଏଥର ମେଳଣ ପଡ଼ିଆରେ ହେବ ଝାରପଡ଼ା ଦୁର୍ଗା ପୂଜା । ଜେଲ୍ ରୋଡ୍ ଛକ ପରିବର୍ତ୍ତେ ମେଳଣ ପଡ଼ିଆରେ ହେବ ପୂଜା। ଏ ନେଇ ଝାରପଡ଼ା ଦୁର୍ଗା ପୂଜା ସମିତି ପକ୍ଷରୁ ସୂଚନା…

ଆଜିଠାରୁ ଆରମ୍ଭ ହେଲା ହକି ଏସିଆ କପ୍

ଆଜିଠାରୁ ବିହାରରେ ବହୁ ପ୍ରତୀକ୍ଷିତ ଏସିଆ କପ୍ ହକି ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏହି ମ୍ୟାଚ୍ । ଏସିଆ ମହାଦେଶର ମୋଟ ୮ଟି ଦେଶର ଦଳ ଏଥିରେ ଅଂଶ ଗ୍ରହଣ କରିଛନ୍ତି…

ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ଉର୍ଜିତ ପଟେଲ

ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର୍ ଉର୍ଜିତ ପଟେଲଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହେଲେ ଉର୍ଜିତ ପଟେଲ। ଆଗାମୀ ୩ ବର୍ଷ ପାଇଁ ଏ ନେଇ କ୍ୟାବିନେଟ୍ ନିଯୁକ୍ତି କମିଟି ଦେଲା ଅନୁମୋଦନ । ଏ…