ତାଜା ଖବର ରାଜ୍ୟ ଶରଧାବାଲି ଦଳାଚକଟା ଘଟଣା: ଆଜିଠୁ ଘଟଣାର ହେବ ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ; ମେଲ୍ ଆଇଡି ଓ ଟେଲିଫୋନ୍ ନଂ ଜାରି July 9, 2025 Papirani ଆଜି ପୁରୀ ଶରଧାବାଲି ଦଳାଚକଟାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାର ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର। ଭୁବନେଶ୍ବର ରାଜ୍ୟ ଅତିଥି ଭବନରେ ଆଜି ଅପରାହ୍ନ ପରଠୁ ସାକ୍ଷାତ । ଆସନ୍ତାକାଲି ଅପରାହ୍ନ ୩ରୁ ପୁରୀ ସ୍ପେଶାଲ୍ ସର୍କିଟ୍ ହାଉସ୍ରେ…
ରାଜ୍ୟ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ July 8, 2025 Papirani ରଥ ଉପରକୁ ମୋବାଇଲ୍ ନେଇଥିବା ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ । ସିଂହଦ୍ବାର ପୋଲିସ ଷ୍ଟେସନ ୭ ସେବାୟତଙ୍କ ନାଁରେ ଏଫ୍ଆଇଆର୍ ହୋଇଥିବା ସ୍ପଷ୍ଟ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ସେ କହିଛନ୍ତି ରଥଯାତ୍ରା ପୂର୍ବରୁ ଏହି କଟକଣା…
ତାଜା ଖବର ଦେଶ ଆସନ୍ତାକାଲି ଭାରତ ବନ୍ଦ July 8, 2025 Papirani ଆସନ୍ତାକାଲି ଭାରତ ବନ୍ଦ । ଏହି ଡାକରା ୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ୧୭ ଦଫା ଦାବୀ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ବ୍ୟାଙ୍କିଙ୍ଗ, ବୀମା, ପୋଷ୍ଟାଲ ସେବା ସମେତ ବିଭିନ୍ନ…
ତାଜା ଖବର ରାଜ୍ୟ ଆଜି ଶ୍ରୀଜିଉମାନଙ୍କ ନୀଳାଦ୍ରି ବିଜେ; ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନ ଭଞ୍ଜନ କରିବେ କାଳିଆ ସାଆନ୍ତେ July 8, 2025 Papirani ବଡ଼ ଦିଅଁ, ବଡ଼ ଠାକୁର ନାଁରେ ପରିଚିତ ଆମ କାଳିଆ ସାଆନ୍ତେ । ସତରେ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ବିଶ୍ୱରେ ସବୁଠୁ ନିଆରା । କାଳିଆ ବିଷୟରେ ଜାଣିବା ପାଇଁ ସମସ୍ତେ ଇଚ୍ଛୁକ । କାଳିଆ ନାଁ ଶୁଣିଲେ ରୋଗୀର…
ତାଜା ଖବର ରାଜ୍ୟ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର July 8, 2025 Papirani ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର । ଏ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ନୂଆ ଅଳଙ୍କାର ପାଇଁ ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି ।ସରକାର ବ୍ୟବସ୍ଥା…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସଭାପତି ଭାବେ ମନମୋହନ ସାମଲ ଏବଂ ୩୨ ଜଣ ରାଷ୍ଟ୍ରୀୟ ପରିଷଦ ସଦସ୍ୟଙ୍କ ନାମ ହେଲା ଘୋଷଣା July 8, 2025 Papirani ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ଗତ କାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଜି ବିଧିବଦ୍ଧ ଭାବେ ନାମ ଘୋଷଣା କରାଯାଇଛି । ରାଜ୍ୟ ସଭାପତି ପଦରେ ଅପ୍ରତିଦ୍ୱନ୍ଦୀ…
ସମ୍ପାଦକୀୟ ପାଣ୍ଡିଆନ ଚାହିଁଲେ ଦୁଆର ବନ୍ଦ ହେଲା July 8, 2025 Papirani ସରକାର କହିଲେ କ’ଣ ବୁଝାଯାଏ ସେ ବିଷୟରେ ରାଜନୀତି ବିଜ୍ଞାନରେ ଲେଖା ଅଛି । ଆମେ ବି ପଢିଚୁ । କିନ୍ତୁ ଆମର ସେ ଧାରଣା ସମ୍ପୂର୍ଣ ବଦଳି ଗଲା ଗୋଟିଏ ତଥ୍ୟ ଯୋଗୁ। ସରକାର କହିଲେ ମୁଖ୍ୟମନ୍ତ୍ରୀ,ମନ୍ତ୍ରୀଙ୍କୁ ବୁଝାଏ ନାହିଁ…
ତାଜା ଖବର ରାଜ୍ୟ ଜିଲ୍ଲାପାଳ ଅଫିସ ସମ୍ମୁଖରେ ଜିନ୍ଦଲ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ବିକ୍ଷୋଭ July 8, 2025 Papirani ଜିନ୍ଦଲ ଦ୍ବାରା କ୍ଷତି ଗ୍ରସ୍ତ ବଡକେରଜାଙ୍ଗ ଗ୍ରାମବାସୀ ସୋମବାର ଏକ ବିଶାଳ ଶୋଭାଯାତ୍ରାରେ ତହସିଲ ଅଫିସ ସମ୍ମୁଖରୁ ବାହାରି ଅନୁଗୋଳ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭପ୍ରଦର୍ଶନ କରିଥିଲେ । ବିକ୍ଷୋଭ ସମାବେଶରେ ପିସିସି ସଭାପତି ଭକ୍ତଚରଣ ଦାସ ଯୋଗ ଦେଇ ଜିନ୍ଦଲ…
ତାଜା ଖବର ରାଜ୍ୟ ଦିଗପହଣ୍ଡିରେ ବଢୁଛି ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା July 8, 2025 Papirani ଦିନକୁ ଦିନ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ବ୍ୟାପୁଛି ଝାଡ଼ାବାନ୍ତି। ସାନଖେମୁଣ୍ଡି ପରେ ପାତ୍ରପୁରରେ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ମଧ୍ୟ ବ୍ୟାପୁଛି ଝାଡ଼ାବାନ୍ତି । ସମସ୍ତ ଆକ୍ରାନ୍ତ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ପୁଣି ବିଜେପି ରାଜ୍ୟ ସଭାପତି ହେଲେ ମନମୋହନ ସାମଲ July 8, 2025 Papirani ମନମୋହନ ସାମଲ ପୁଣି ହେଲେ ବିଜେପି ରାଜ୍ୟ ସଭାପତି । ବିଜେପି ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁ ଘୋଷଣା ସର୍ବ ସହମତିରେ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହେଲେ ମନମୋହନ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଘୋଷଣା…