Author: Papirani

‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ: ବିଜେଡି

ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର…

ମେଡିକାଲ ପ୍ରବେଶିକାରେ ଉତ୍ତୀର୍ଣ୍ଣ ହୋଇଥିବା ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମାଲକାନଗିରି ଦିଦାୟୀ ସମ୍ପ୍ରଦାୟର କୁମାରୀ ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କୁମାରୀ ଚମ୍ପାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ

ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…

ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ…

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା । ରାଜ୍ୟରେ ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଡିଜିଟାଲ ଯୋଜନା ମାଧ୍ୟମରେ ସାଧାରଣ ଲୋକଙ୍କୁ ମତାମତ ନେବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ । ରାଜ୍ୟ…

ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଯିବେ ରାଜସ୍ବ ମନ୍ତ୍ରୀ

ଯାଜପୁରକୁ ଛାଡ଼ି ବନ୍ୟା ସ୍ଥିତି ସବୁ ଜିଲ୍ଲାରେ ସ୍ଥିତି ସ୍ବାଭାବିକ ରହିଛି । ତେଣୁ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଜିଲ୍ଲା ଯିବେ ରାଜସ୍ବ ମନ୍ତ୍ରୀ । ଯାଜପୁର ଜିଲ୍ଲା ଗସ୍ତ ପୂର୍ବରୁ ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ । ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ…

୧୫ ଦିନ ପରେ ଆନ୍ଦୋଳନରୁ ଓହରିଲା ଅମଲା ସଂଘ

ଦୀର୍ଘ ୧୫ ଦିନ ଧରି ଜାରି ରହିଥିବା ଆନ୍ଦୋଳନକୁ ସ୍ଥଗିତ ରଖିଲା ଅମଲା ସଂଘ । ଗତକାଲି ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ପରେ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଛି । ଏ ନେଇ ସୂଚନା ଦେଇଛନ୍ତି ଅମଲା ସଂଘ…

ବିଜଦ ରୂପାନ୍ତରଣର ମିଳୁଛି ଆଭାସ; ଅରୁଣ କାର୍ଯ୍ୟକାରୀ ସଭାପତି, ସୁଜାତା ମହାସଚିବ !

ବିଜୁ ପଟ୍ଟନାୟକ ବଡ଼ପୁଅ ପ୍ରେମ ପଟ୍ଟନାୟକ ସସ୍ତ୍ରୀକ ନବୀନ ନିବାସକୁ ଆସିବା ଓ ରହିବା କେବଳ କ’ଣ ପାରିବାରିକ ଘଟଣା ? ପ୍ରେମ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବଡ଼ଭାଇ । ମୁମ୍ବାଇ ହସ୍ପିଟାଲରେ ସ୍ପାଇନ ସର୍ଜରୀ ପରେ ପ୍ରେମ…

ଆଜିଠୁ ରାଜ୍ୟରେ ଆରମ୍ଭ ଆମ ଶାସନ ବ୍ୟବସ୍ଥା; ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ

ଆଜିଠୁ ରାଜ୍ୟରେ ଆମ ଶାସନ ବ୍ୟବସ୍ଥା । ଲୋକଙ୍କ ମତାମତ ଆଧାରରେ ନିର୍ଦ୍ଧାରଣ ହେବ ନୀତି । ରାଜ୍ୟରେ ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ନାଗରିକମାନଙ୍କଠାରୁ ସିଧାସଳଖ ମତାମତ ସଂଗ୍ରହ ପାଇଁ ଆମ ଶାସନ ବ୍ୟବସ୍ଥା ଆରମ୍ଭ…