Author: Papi Jena

ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ: ଜେପି ନଡ୍ଡା

ମୟୂରଭଞ୍ଜର କରଞ୍ଜିଆ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ସେ କହିଛନ୍ତି ନବୀନ ବାବୁଙ୍କୁ ଆରାମ ଦେବେ, ବିଜେପିକୁ କାମ ଦେବେ ଓଡ଼ିଶାବାସୀ। ଏ ସରକାର ଆଉଟସୋର୍ସ ହୋଇଯାଇଛି ଏହାକୁ ହଟାଇବା…

ପୁରୀ ଜିଲ୍ଲା ସତ୍ୟବାଦୀରେ ରାଜନୈତିକ ହିଂସା

ପୁରୀ ଜିଲ୍ଲା ସତ୍ୟବାଦୀରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ରାଜନୈତିକ ବଚସାକୁ କେନ୍ଦ୍ର କରି ଆକ୍ରମଣ କରାଯାଇଛି ।ସତ୍ୟବାଦୀ ବ୍ଲକ ପାରକେଣା ଗାଁ ନୂଆଶାସନ ସାହିର ଯୁଧିଷ୍ଠିର ମୁଦୁଲିଙ୍କୁ ସେହି ଗାଁର ଜଣେ ଯୁବକ ଧାରୁଆ ଅସ୍ତ୍ରରେ ହାଣିଛନ୍ତି। ପୋଲିସ ପହଞ୍ଚି ତଦନ୍ତ…

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ

ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…

ବିଜେଡି ପ୍ରାର୍ଥୀ ବଦ୍ରି ସମର୍ଥକଙ୍କ ଆକ୍ରମଣରେ ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଂଜନଙ୍କ ସମର୍ଥକ ଗୁରୁତର

ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଦେବେ ଜନତା କିନ୍ତୁ ଏବେଠୁ ଦେଖାଗଲାଣି ନିର୍ବାଚନୀ ହିଂସା । ଗତକାଲି ଘଷିପୁରାରେ ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ରଙ୍କ ସମର୍ଥକଙ୍କ ଖୁଲମଖୁଲା ଗୁଣ୍ଡାଗର୍ଦ୍ଦି ଅଭିଯୋଗ ହୋଇଛି ।…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରୁଛି ପ୍ରଚାର । ଆସନ୍ତା ୨୫ ତାରିଖରେ ପଡିବ ଭୋଟ । ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର…

କଣ୍ଟାମାଳର ଦୁଇଟି ବୁଥରେ ଆଜି ହେଉଛି ସାନି ମତଦାନ

କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ଥିବା ଦୁଇଟି ବୁଥରେ ପୁନଃ ମତଦାନ ଆରମ୍ଭ ହୋଇଛି । କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । ଏହି ଦୁଇ ବୁଥ ହେଉଛି କଣ୍ଟାମାଳର କିରାସିରା…

ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା

ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…

୫ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କଲେ କୋଲକାତା ହାଇକୋର୍ଟ

ଆଜି କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। ୨୦୧୧ ମସିହାରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି…

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ…

ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡ଼ିଶା ଏକ ନମ୍ବର: ବିଜେପି

ସାମ୍ବାଦିକ ସମ୍ମିଳନୀ କରି ବିକାଶ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ । ସେ କହିଛନ୍ତି କହିଲେ ‘ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଓଡିଶା ଏକ ନମ୍ବର। ନବୀନ ପଟ୍ଟନାୟକ ଏକ ନମ୍ବର।…