Author: Papirani

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ: ୩ ପାଳିଆ ସେବକ ନିଲମ୍ବିତ

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ । ୩ ସୁପକାରଙ୍କୁ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଥିବା…

ନରେନ୍ଦ୍ର ପୁଷ୍କରିଣୀ ଅଘଟଣ: ପାଣିରେ ବୁଡ଼ି ଦୁଇ ଯୁବକ ମୃତ

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା ଘଟିଯାଇଛି । ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଯୁବକଙ୍କ ହେଲେ ଗଞ୍ଜାମ ଜିଲା କୁକୁଡାଫାଣ୍ଡି ଅଞ୍ଚଳର ରାଜକିରଣ ଶତପଥୀ (୨୩) ଓ ଇଚ୍ଛାପୁରମ୍‌ ଅଞ୍ଚଳର ନଳିନୀକାନ୍ତ…

ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଜିତିଲା ଭାରତ

ଭାରତ-ବାଂଲାଦେଶ ମଧ୍ୟରେ କାନପୁରରେ ଚାଲିଥିବା ଦ୍ୱିତୀୟ ଟେଷ୍ଟକୁ ଜିତିଲା ଭାରତ । କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦମଦାର ପ୍ରଦର୍ଶନ କରି ବିଜୟ ହାସଲ କରିଛି ଭାରତୀୟ ଦଳ। ଖେଳାଯାଉଥିବା ମ୍ୟାଚକୁ ଭାରତ ୭ ଓ୍ୱିକେଟରେ ଜିତିନେଇଛି…

ନଭେମ୍ବରରୁ ୩୧୦୦ ଟଙ୍କାରେ କିଣା ହେବ ଧାନ: ସମୀର ଦାଶ

ନଭେମ୍ବରରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ବିଜେପି ମୁଖପାତ୍ର ସମୀର ରଞ୍ଜନ ଦାସ ଧାନ କିଣା ସଂପର୍କରେ ସୂଚନା ଦେଇ କହିଛନ୍ତି ବରଗଡ ସୋହେଲାରୁ ଆରମ୍ଭ ହେବ ଧାନ…

ଭିଜିଲାନ୍ସ ପଞ୍ଝାରେ ଖାଦ୍ୟ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ ଧରାପଡିଲେ ଲାଞ୍ଚୁଆ ସରକାରୀ ବାବୁ । ବ୍ରେଡ୍ ଫ୍ଯାକ୍ଟ୍ରି ଲାଇସେନ୍ସ ନବୀକରଣ ନାଁରେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଖାଦ୍ୟ ସୁରକ୍ଷା ଅଧିକାରୀ ବିଭାସ ମଜୁମଦାର। ଏହା ପରେ ଖାଦ୍ୟ…

ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ପୋଲିସ କମିଶନରଙ୍କ ଚେତାବନୀ

କଟକରେ ନୂଆ ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂହ ପହଞ୍ଚି ଗାଦି ମଡ଼ା ପୋଲିସ ଅଧିକାରୀଙ୍କୁ ତାଗିଦ୍‌ କରି କହିଛନ୍ତି ଟ୍ବିନସିଟିର ବିଭିନ୍ନ ଫାଣ୍ଡିରେ କର୍ମଚାରୀମାନଙ୍କ କାର୍ଯ୍ୟକଳାପର ତର୍ଜମା କରାଯିବ । ଦୀର୍ଘଦୀନରୁ ବିଭିନ୍ନ ଥାନା ଫାଣ୍ଡିରେ ରହିଥିବା ଅଧିକାରୀଙ୍କ ତଥ୍ୟ…

ଖୁବଶୀଘ୍ର ବିଏସ୍‌କେୱାଇ ପରିବର୍ତ୍ତେ ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ସହ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସଂମ୍ପର୍କରେ ଆଜି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୁକେଶ ମହାଲିଙ୍ଗଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଏହି ଯୋଜନା ପରିବର୍ତ୍ତେ ଖୁବଶୀଘ୍ର ଲାଗୁ…

ବାପାଙ୍କ ଠାରୁ ଭିନେ ପୁଅକୁ ମିଳିବ ପକ୍କା ଘର

ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ପୁଅକୁ ମିଳିବ ପକ୍କା ଘର । ପିଏମ୍ ଆବାସ ଯୋଜନାରେ ଚତୁର୍ଥ ପର୍ଯ୍ୟାୟରେ ଆସୁଥିବା ପକ୍କା ଘର କ୍ଷେତ୍ରରେ କିଛି ପରିବର୍ତ୍ତନ କରିଛନ୍ତି ସରକାର । ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ…

ଭରତପୁର ଥାନା ମାମଲା: ନିଲମ୍ବିତ ୫ ପୋଲିସଙ୍କ ଆଗୁଆ ଜାମିନ ଆବେଦନ

ବହୁଚର୍ଚ୍ଚିତ ଭରତପୁର ଥାନାରେ ନିର୍ଯାତନା ଘଟଣାକୁ ନେଇ ବିଚାରବିଭାଗୀୟ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଜି ନିଲମ୍ବିତ ୫ ପୋଲିସ ଆଗୁଆ ଜାମିନ ପାଇଁ ଆବେଦନ କଲେ । ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା…

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ବିଜେଡ଼ିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଭଦ୍ରକ ଜିଲ୍ଲା ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ଭଦ୍ରକ ଜିଲ୍ଲା ସମୀକ୍ଷା ବେଳେ…