Author: Papirani

ରାସ୍ତାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟହାର ମାମଲା: ଚିହ୍ନଟ ହେବେ ରୋଡ୍‌ ରୋମିଓ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ଓ ଦୁର୍ବ୍ୟବହାର ମାମଲାର ରୁଜୁ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି ୱାଇ.ବି. ଖୁରାନିଆ । ଡିଜିପି କହିଛନ୍ତି ଅଧିକାରୀଙ୍କ ଅଭିଯୋଗ ଆଧାରରେ ମୂଳ ଘଟଣାର ତଦନ୍ତ ହୋଇ ମାମଲା…

ରାହୁଲଙ୍କୁ ନେଇ ବିଜେପି ନେତାଙ୍କ ବିବାଦୀୟ ବୟାନ: ଥାନାରେ ଏତଲା ଦେବେ ରାଜ୍ୟ କଂଗ୍ରେସ କର୍ମୀ

ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନାଁରେ ବିଜେପି ଓ ତା’ର ସହଯୋଗୀ ଦଳର ନେତାମାନେ ବିବାଦୀୟ ମନ୍ତବ୍ୟ ଅଭିଯୋଗ ଘଟଣାରେ ସାରା ଦେଶରେ କଂଗ୍ରେସର ପ୍ରତିବାଦ ଆରମ୍ଭ ହୋଇଛି । ସେହିପରି ବିବାଦୀୟ ମନ୍ତବ୍ୟ ଅଭିଯୋଗ ବିରୋଧ କରି…

ରାଜ୍ୟ ସରକାରଙ୍କ ଶହେ ଦିନର କାର୍ଯ୍ୟରୁ ସ୍ପଷ୍ଟ ହେଉଛି ରାଜ୍ୟର ପ୍ରଗତି ଦୁଇ ପାଦ ପଛକୁ ଯିବ: ବିଜେଡି

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ମୁଖପାତ୍ର ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅରୁଣ ସାହୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଶହେ ଦିନର ବିଫଳତା ଗୁଡିକ ଉପରେ ଆଲୋକପାତ କରିଥିଲେ। ବିଜେପି ଦ୍ୱାରା…

ରତ୍ନଭଣ୍ଡାର ଯାଞ୍ଚ କରି ଫେରିଲେ ବିଶେଷଜ୍ଞ ଟିମ୍

ଆଜି ଚତୁର୍ଥ ପର୍ଯ୍ଯାୟରେ ଖୋଲିଲା ରତ୍ନଭଣ୍ଡାର। ରତ୍ନ ଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍। ତଦାରଖ କରି ଫେରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ବିଶେଷଜ୍ଞ ଟିମ୍ ଦ୍ବାରା ରତ୍ନ ଭଣ୍ଡାରର ଲେଜର ସ୍କାନିଂ…

ଚନ୍ଦ୍ରଯାନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ଦିନ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଚନ୍ଦ୍ରଯାନ-୪ ମିଶନକୁ ମିଳିଲା ଅନୁମୋଦନ । କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଶୁକ୍ର…

ଯୌନ ନିର୍ଯାତନା ଅଭିଯୋଗରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସୋସିଏଟ୍ ପ୍ରଫେସର ନିଲମ୍ବିତ

ଯୌନ ନିର୍ଯାତନା ଅଭିଯୋଗରେ ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଛି । ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଛନ୍ତି କୁଳପତି। ଅର୍ଥନୀତି ବିଭାଗର ଜଣେ ଛାତ୍ରୀ ଏନେଇ ବିଶ୍ୱବିଦ୍ୟାଳୟର ଯୌନ ନିର୍ଯାତନା ସେଲ୍‌ରେ ଲିଖିତ ଅଭିଯୋଗ ପରେ କାର୍ଯାନୁଷ୍ଠାନ ନେଇଛନ୍ତି…

ସ୍କୁଲକୁ ମଦ ପିଇ ଆସିଲେ ହେବ କଡା କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷା ମନ୍ତ୍ରୀ

ମଦ୍ୟପ ଶିକ୍ଷକ କଡ଼ା ଚେତାବନୀ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଶିକ୍ଷକମାନେ ନିଶାମୁକ୍ତ ରହିବା ନିହାତି ଦରକାର । ପାଠ ପଢାଇବା ବେଳେ ଶିକ୍ଷକ ଯଦି ମଦ ପିଇ ମାତାଲ ହୋଇ ଆସିବେ ତାହା ଶିକ୍ଷା…

ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିବା ମେଜରଙ୍କ ବାନ୍ଧବୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଅଭିଯୋଗ ଘଟଣାରେ ସେନାବାହିନୀର ମେଜର୍ ଗୁରୁବନ୍ତ ସିଂଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ । ଭରତପୁର ଥାନା ଗଣ୍ଡଗୋଳ ମାମଲାରେ ଯୁବତୀଙ୍କୁ ଗିରଫ କରାଯାଇଥିଲା । କାଲି ଶୁଣାଣି…

ସୁଭଦ୍ରା ଯୋଜନା ପାଇଁ ଖାରଜ ହୋଇଛି ୨ ହଜାର ମହିଳାଙ୍କ ଆବେଦନ: ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ଆବେଦନକରୀଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପ୍ରତିକ୍ରିୟା ଦେଇ କହିଛନ୍ତି ସୁଭଦ୍ରା ଯୋଜନା ପାଇଁ ଆବେଦନା କରିଥିବା ୨ ହଜାର ମହିଳାଙ୍କ ଆବେଦନ ଖାରଜ ହୋଇଛି । ଆକାଉଣ୍ଟ ସଠିକ୍‌ ନଥିବାରୁ ଆବେଦନ ରିଜେକ୍ଟ ହୋଇଥାଇପାରେ । ଶତ…

ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ ମିଳିଲା କେନ୍ଦ୍ର କ୍ୟାବିନେଟର ଅନୁମୋଦନ । ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ ମିଳିଲା ଅନୁମୋଦନ ଦେଲେ କେନ୍ଦ୍ରକ୍ୟାବିନେଟ । ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌ ପାଇଁ କୋବିନ୍ଦଙ୍କ ଅଧ୍ୟକ୍ଷତାରେ କମିଟି ହୋଇଥିଲା । ଆଜି…