Author: Papirani

ରାଜ୍ୟରେ ଖୋଲିବ ୨୫ଟି ନୂଆ ଅବକାରୀ ଥାନା

ଓଡ଼ିଶାରେ ବର୍ଦ୍ଧିତ ଜନସଂଖ୍ୟା ଓ ଅପରାଧକୁ ଦୃଷ୍ଟିରେ ରଖି ରାଜ୍ୟରେ ଖୋଲିବ ଆଉ ୨୫ଟି ନୂଆ ଅବକାରୀ ଥାନା । ରାଜ୍ୟର ୧୬ଟି ସ୍ଥାନରେ ୨୫ଟି ନୂତନ ଅବକାରୀ ଥାନା ଖୋଲିବାକୁଥିବା ସୂଚନା। ଗଂଜାମ, ବ୍ରହ୍ମପୁର, ବାଲେଶ୍ବରରେ ୩ଟି ଲେଖାଏଁ ଅବକାରୀ…

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ । ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା । ଏକକାଳୀନ ୬ଟି ସ୍ଥାନ…

ଚିକିଟି ମଦ ମୃତ୍ୟୁ ମାମଲା, ମୃତ୍ୟୁ ସଂଖ୍ୟା ୩ରେ ପହଂଚିଲା

ଚିକିଟି ବିଷାକ୍ତ ମଦ ପିଇ ଏକାଧିକ ଲୋକ ଅସୁସ୍ଥ ହୋଇଥିବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ବ୍ରହ୍ମପୁର ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣକ ହେଲେ ଲକ୍ଷ୍ମଣ…

ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ; ଚିକେନ୍ ନ ଖାଇବାକୁ ଅନୁରୋଧ କଲେ ଭୁବନେଶ୍ୱର ମେୟର

ରାଜ୍ୟରେ ଦିନକୁ ଦିନ ବାର୍ଡ ଫ୍ଲୁ ଆତଙ୍କ ଦେଖିବାକୁ ମିଳୁଥିବା ବେଳେ ଆଜି ଭୁବନେଶ୍ବରର କୁକୁଡ଼ା ଦୋକାନୀଙ୍କୁ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ତରଫରୁ ନୋଟିସ୍ ଜାରି କରାଯାଇଛି । ସଂକ୍ରିମତ ଅଞ୍ଚଳରୁ କୁକୁଡ଼ା ନକିଣିବାକୁ ଦୋକାନୀଙ୍କୁ ନୋଟିସ୍ ଦିଆଯାଇଥିବା ବେଳେ କୌଣସି…

ସୁଭଦ୍ରା ପାଇଁ ଜାରି ହେଲା ଟୋଲ୍‌ ଫ୍ରି ନମ୍ବର

ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ତଥା ସେମାନଙ୍କୁ ଓ ସେମାନଙ୍କ ପରିବାରକୁ ସୁରକ୍ଷା ଯୋଗାଇବା ପାଇଁ ରାଜ୍ୟ ସରକାର ସୁଭଦ୍ରାର ଯୋଜନା ଆରମ୍ଭ କରିଛନ୍ତି। ଏହି ସୁଭଦ୍ରା ପାଇଁ ଟୋଲ୍‌ ଫ୍ରି ନମ୍ବର ଜାରି କଲେ ରାଜ୍ୟ ସରକାର ।…

ଆଡ଼ପ ପହଣ୍ଡି ଅଘଟଣ ଘଟଣା; ଦିଆଯାଇଥିବା ରିପୋର୍ଟ ଅସଂପୂର୍ଣ୍ଣ

ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ନିଆଯାଇଛି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ବୈଠକରେ ଆଡ଼ପ ମଣ୍ଡପ ବିଜେ ଅଘଟଣ ପୁନରାବୃତ୍ତି ନହେବା ଉପରେ ଗୁରୁତ୍ୱ ଦିଆଯାଇଛି । ଆଡ଼ପ ମଣ୍ଡପ ପହଣ୍ଡି ବିଜେ ସମୟରେ ବଳଭଦ୍ର…

ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌; ୧୦ ଛାତ୍ରୀଛାତ୍ର ଆହତ

ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ପାଖରେ ସ୍କୁଲ୍‌ ପିଲା ଥିବା ଭ୍ୟାନ୍ ଦୁର୍ଘଟଣା । ଦ୍ବିଗୋଚ୍ଛିଆରେ ଥିବା ଉତ୍କଳ ମଣି ଗୋପବନ୍ଧୁ ବିଦ୍ୟାମନ୍ଦିରର ସ୍କୁଲଭ୍ୟାନ ସ୍କୁଲ୍‌ ଛାତ୍ର ଛାତ୍ରୀଙ୍କୁ ଆଣି ଆସିବା ବେଳେ ଭାରସାମ୍ୟ ହରାଇ ଓଲଟିଲ ସ୍କୁଲ୍‌ ଭ୍ୟାନ୍‌ । ରାସ୍ତା…

ବିଜେପିରେ ଯୋଗ ଦେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ 

ପଦ୍ମ ଧରିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ । ଆଜି ରାଞ୍ଚିରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ପଦ୍ମ ଧରିଲେ ଚମ୍ପାଇ । ଶିବରାଜ ସିଂ ଚୌହାନ, ହିମନ୍ତ ବିଶ୍ବଶର୍ମାଙ୍କ ଉପସ୍ଥିତିରେ ମିଶିଛନ୍ତି । ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଝାଡ଼ଖଣ୍ଡ ବିଜେପିର…

ପ୍ୟାରିସ୍ ପାରା ଅଲମ୍ପିକ୍ସ: ସୁଟିଂରେ ଭାରତର ଅବନୀ ସ୍ୱର୍ଣ୍ଣ ଏବଂ ମୋନା ପାଇଲେ ବ୍ରୋଞ୍ଜ ପଦକ

ପ୍ୟାରିସରେ ଚାଲିଥିବା ପାରା ଅଲିମ୍ପିକ୍ସରେ ମହିଳା ୧୦ ମିଟର ଏୟାର ରାଇଫଲ ପ୍ରତିଯୋଗିତାରେ ଭାରତର ଅବନୀ ଲେଖରା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମୋନା ଅଗ୍ରୱାଲ ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପ୍ୟାରିସ ପାରା ଅଲମ୍ପିକ୍ ଗେମ୍ସରେ ଭାରତ ଦୁଇଟି ପଦକ…

ମହିଳାଙ୍କ ସୁବିଧା ପାଇଁ ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ

ମହିଳାଙ୍କ ସୁବିଧା ନିମନ୍ତେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏହା ସହ ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ସବୁ ଜିଲ୍ଲାପାଳ ଓ…