Author: Papirani

ବିଧାନସଭା ଭିତରକୁ ମୋବାଇଲ ଓ ପାଣି ବୋତଲ ମନା

ଏଣିକି ଆଉ ବିଧାନସଭାରେ କେହି ବି ନେଇ ପାରିବେ ନାହିଁ ମୋବାଇଲ ଓ ପାଣି ବୋତଲ । ବିଧାନସଭା ଗୃହ ଭିତରକୁ ମୋବାଇଲ ଓ ପାଣି ବୋତଲ ନେବା ଉପରେ ଲାଗିଲା କଟକଣା । ଏହି ଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି…

ଓଡ଼ିଶାର ମହିଳାଙ୍କ ବିଶ୍ୱାସରେ ବିଷ ଦେଇଛି ବିଜେପି ସରକାର: ବିଜେଡି

ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ରାଜ୍ୟସଭା ସାଂସଦ ତଥା ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ କହିଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାକୁ ନେଇ କ’ଣ ପ୍ରତିଶ୍ରୁତି ଦେଇଥିଲେ ଓ…

ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ…

ଆସୁଛି ଦୁଇ ଦୁଇଟି ଲଘୁଚାପ; ରାଜ୍ୟରେ ପୁଣି ପ୍ରବଳ ବର୍ଷା

ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ଯୋଗୁଁ ରାଜ୍ୟରେ ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ…

ବିଜେଡିରୁ ବିଦା ହେଲେ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମାଝୀ

ଠକେଇ ଅଭିଯୋଗ ପରେ ବିଜେଡିରୁ ଜିଲ୍ଲା ପରିଷଦ ସଭ୍ୟା ବିଦା । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ…

ସେପ୍ଟେମ୍ବରରେ ମୋହନ ସରକାର କରିବେ ନିଯୁକ୍ତି ମେଳା

ଆସନ୍ତା ମାସ ଅର୍ଥାତ୍ ସେପ୍ଟେମ୍ବରରେ ରାଜ୍ୟ ସରକାର ଅନୁଷ୍ଠିତ କରିବାକୁ ଯାଉଛନ୍ତି ନିଯୁକ୍ତି ମେଳା । ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ । ଏହି ମେଳାରେ ପ୍ରାୟ ୩୫ ହଜାର ଯୁବକ ଯୁବତୀଙ୍କୁ…

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ

ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହେବା ପରେ ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ। ସୂଚନା ମୁତାବକ; ନିକଟରେ ମମତା ମହାନ୍ତ ବିଜେଡି…

ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ

ବିଭିନ୍ନ ଅଭିଯୋଗ ଆଧାରରେ ରାଜ୍ୟର ମୋଟ ୯୧ ବିଡିଓଙ୍କ ବିରୋଧରେ ରାଜ୍ୟସରକାର ନେଇପାରନ୍ତି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରାଜ୍ୟର କେଉଁ କେଉଁ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧିନ ଅଛି,…

ଭୁବନେଶ୍ୱରରେ ଭଙ୍ଗାଯିବ ୧୯୧ ଆପାର୍ଟମେଣ୍ଟ

ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ । ସେଥିପାଇଁ ରାଜଧାନୀ ଭୁବନେଶ୍ୱରରେ ୧୯୧ଟି ବେଆଇନ ଆପାର୍ଟମେଣ୍ଟ ଭଙ୍ଗାଯିବ । ବେଆଇନ ଆପାର୍ଟମେଣ୍ଟ ନିର୍ମାଣ ପ୍ରସଙ୍ଗରେ ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତରରେ ଏହି ଭଳି ସୂଚନା…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ମମତା ସରକାର ବିରୋଧରରେ ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ

ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ତାତିଲେ ଛାତ୍ର ସଂଗଠନ । ପଶ୍ଚିମବଙ୍ଗରେ ଟିଏମସି ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ୩୦ ହଜାରରୁ ଅଧିକ ଆନ୍ଦୋଳନକାରୀ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍…