Author: Papirani

ଭୂମିକମ୍ପ ଝଟ୍‌କାରେ ଥରିଲା ଚିଲିର ଉତ୍ତରାଞ୍ଚଳ

ଉତ୍ତର ଚିଲିରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହା ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୭ ରେକର୍ଡ କରାଯାଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସେସ୍ ରିକ୍ଟର ସ୍କେଲରେ ୫.୭ ରେ ଭୂକମ୍ପ ରେକର୍ଡ କରାଯାଇଥିବା ବେଳେ ଭୂମିକମ୍ପ ୧୭୮…

ରାଜ୍ୟରେ କାଳବୈଶାଖୀ; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ । ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ଦୁଇ ଦିନ କାଳବୈଶାଖୀ ଲାଗି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ସହ କାଳବୈଶାଖୀ ବର୍ଷା…

ଓଡ଼ିଶାକୁ ୪ ହଜାର କୋଟିର ପ୍ରକଳ୍ପ ଭେଟିଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ରାଜ୍ୟବାସୀଙ୍କୁ ଦେଇଛନ୍ତି ବଡ଼ ଉପହାର । ୪ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଡବଲ ଇଞ୍ଜିନ…

ୱକ୍‌ଫ ସଂଶୋଧନ ଆଇନ: ନୂଆ ନିଯୁକ୍ତି ଉପରେ ରୋକ୍‌ ଲଗାଇଲେ ସୁପ୍ରିମକୋର୍ଟ

ୱାକଫ ସଂଶୋଧନ ଆଇନ-୨୦୨୫ ମାମଲା ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରିଛନ୍ତି । ପ୍ରଧାନ ବିଚାରପତି (ସିଜେଆଇ) ସଞ୍ଜୀବ ଖନ୍ନା, ଜଷ୍ଟିସ୍ ସଞ୍ଜୟ କୁମାର ଓ ଜଷ୍ଟିସ୍ କେ.ଭି ବିଶ୍ୱନାଥନଙ୍କ ପୀଠ ଏହି ମାମଲାରେ ଶୁଣାଣି କରିଛନ୍ତି। ୱକ୍‌ଫ ସଂଶୋଧନ ନୂଆ…

ଆଧୁନିକ ଓଡ଼ିଶାର ନିର୍ମାତା ଥିଲେ ଡ. ହରେକୃଷ୍ଣ ମହତାବ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ କରାଯାଉଛି । ଏହି ଜାତୀୟ ସମ୍ମିଳନୀରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଶଙ୍ଖ ଭବନରେ ବିଜୁ ବାବୁଙ୍କ ଶ୍ରାଦ୍ଧ ସଭା ପାଳିତ 

ଆଜି ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ଭାବ ଗମ୍ଭୀର ପରିବେଶ ରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ବିଜେଡି ସଭାପତି ଶ୍ରୀ ନବୀନ ପଟନାୟକ…

୯୭ ହଜାର ଟପିଲା ସୁନା ଦର

ଆକାଶ ଛୁଆଁ ସୁନା ଦର । ଦିନକୁ ଦିନ ସୁନା ଦର ବଢ଼ିବାକୁ ଲାଗିଥିବାରୁ ଗ୍ରାହକଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଆଜି ୯୭ ହଜାର ଟଙ୍କା ଟପି ଆଉ ଏକ ନୂଆ ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି…

ସୁଦୃଢ଼ ହେବ ରାଜ୍ୟ ଟ୍ରାଫିକ୍ ଓ ସଡ଼କ ସୁରକ୍ଷା ଶାଖା; ୨ ହଜାର ନୂତନ ପଦବୀ ସୃଷ୍ଟି

ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର 

ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୋଲିସ ବାହିନୀର କର୍ମଚାରୀମାନେ ନିଯୁକ୍ତ ହୋଇଥାନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଆଜି ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ । ୯ମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ ।…