Author: Papirani

ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ: ପ୍ରଭାତୀ ପରିଡ଼ା

ସେପ୍ଟେମ୍ୱର ୧୭ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାଜ୍ୟବାସୀଙ୍କ ପାଇଁ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା। ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି ଖାଲି ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ ବୋଲି…

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆସନ୍ତା ୧୮ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା । ବିଧାନସଭାରେ ବିଧାୟକମାନଙ୍କ ତାଲିମ୍ କାର୍ଯ୍ୟକ୍ରମରେ ଯୋଗଦେବା ସହ ଜେ.ପି ନଡ୍ଡା ତାଲିମ ଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ।

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ବିସ୍କୁଟ୍ ଦେବାରୁ ବିଇଓ ଓ ଏବିଇଓଙ୍କୁ ସ୍କୁଲ୍‌ରେ ତାଲା ପକାଇଲେ ଅଭିଭାବକ

ବାଲେଶ୍ୱରର ରେମୁଣା ବିଇଓ ଓ ଏବିଇଓଙ୍କୁ ସ୍କୁଲ୍‌ରେ ତାଲା ପକାଇଲେ ଅଭିଭାବକ। ଶ୍ରୀଜଙ୍ଗ ସ୍କୁଲ୍‌ରେ ଶନିବାର ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ବିସ୍କୁଟ୍ ଖାଇ ଦେଇଥିବାରୁ ବିଇଓ, ଏବିଇଓଙ୍କୁ ତାଲା ପକାଇଲେ ଅଭିଭାବକ । ସୂଚନା ମୁତାବକ ରେମୁଣାରେ ଥିବା ଶ୍ରୀଜଙ୍ଗ ସ୍କୁଲ୍‌ରେ…

ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଦିଆଯିବ ଜମି

ଓଡ଼ିଶାରେ ଭୂମିହୀନ ଓ ବାସହୀନ ଥିବା ଲୋକକୁ ମିଳିବ ଜମି ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗ୍ରାମାଞ୍ଚଳରେ ବର୍ଷବର୍ଷ ଧରି ସରକାରୀ ଜାଗାରେ ରହିବା ସତ୍ତ୍ୱେ ଭୂମିହୀନ ଗରିବଙ୍କୁ ଦିଆଯିବ ଜମି ।…

କଳିଙ୍ଗ ପୁରସ୍କାର ରାଶି ସହାୟତା ବନ୍ଦ ନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଏହି ପୁରସ୍କାର ବିଜ୍ଞାନ ଓ ଗବେଷଣାକୁ ଲୋକପ୍ରିୟ କରିବାକୁ ଆରମ୍ଭ ହୋଇଥିବା ୟୁନେସ୍କୋ କଳିଙ୍ଗ ପୁରସ୍କାର ବନ୍ଦ ପାଇଁ କରାଯାଉଛି ଚକ୍ରାନ୍ତ। ୧୯୫୨ ମସିହାରୁ ପ୍ରଦାନ କରାଯାଇଆସୁଥିବା ଏହି ସମ୍ମାନଜନକ ପୁରସ୍କାରକୁ ହଠାତ ଆର୍ଥିକ ଅନୁଦାନ…

ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ବିଜେପି ସରକାରଙ୍କୁ ଟାର୍ଗେଟ କଲେ ନବୀନ ପଟ୍ଟନାୟକ

ରାଜ୍ୟବାସୀଙ୍କୁ ଦେଇଥିବା ଭତ୍ତା ପ୍ରସଙ୍ଗକୁ କେନ୍ଦ୍ର କରି ଓଡ଼ିଶାର ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା…

ଅନାସ୍ଥାରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଦିଆଗଲା ଅନାସ୍ଥା ଭୋଟ୍ । ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା।ପୌରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ୨୦ କାଉନ୍‌ସିଲର ଯଥା ବିଜେଡିର ୧୮, କଂଗ୍ରେସ ଓ ବିଜେପିର ଜଣେ ଲେଖାଏଁ କାଉନସିଲରଙ୍କ…

ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩ ଦିନିଆ ଦିଲ୍ଲୀ ଗସ୍ତରେ ଆଜି ରାତି ୮ ଟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନୂଆ ଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ…

ପରଲୋକରେ ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତି

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ବହୁ ଚର୍ଚ୍ଚିତ ପୁଅ ବିତ୍ତିହୋତ୍ର ମହାନ୍ତିଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ହେଲା ଷ୍ଟୋମାକ୍‌ କ୍ୟାନସର୍‌ରେ ପୀଡ଼ିତ ଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ…

ବିନେଶ ଫୋଗାଟଙ୍କ ଅପିଲ ଉପରେ ନିଷ୍ପତ୍ତି ଅଗଷ୍ଟ ୧୩ରେ

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ରେ ଭାରତୀୟ ମହିଳା କୁସ୍ତିଯୋଦ୍ଧା ବିନେଶ ଫୋଗାଟ ୫୦ କିଲୋଗ୍ରାମ ମହିଳା ଫ୍ରିଷ୍ଟାଇଲ ରେସଲିଂର ଫାଇନାଲ ପୂର୍ବରୁ ମାତ୍ର ୧୦୦ ଗ୍ରାମ ଓଜନ ବୃଦ୍ଧି ଯୋଗୁଁ ଡିସ୍‌କ୍ୱାଲିଫାଏଡ୍‌ ହୋଇଥିଲେ। ଡିସ୍‌କ୍ୱାଲିଫାଏଡ୍‌ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ…