ତାଜା ଖବର ବିଶ୍ୱ ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ; ସୁନାମୀ ପାଇଁ ସତର୍କ August 8, 2024 Papirani ଆଜି ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନର ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶୁ ଦ୍ୱୀପ ଓ ଶିକୋକୁରେ ଆଜି ଦୁଇଟି ବଡ଼ ଧରଣର ଭୂମିକମ୍ପ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ଯଥାକ୍ରମେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ପହଞ୍ଚିଲେ ଆରଏସ୍ଏସର ସରସଂଘ ଚାଳକ ମୋହନ ଭାଗବତ August 8, 2024 Papirani ୫ ଦିନିଆ ଓଡ଼ିଶା ଗସ୍ତରେ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ । ଆଜି ଭୁବନେଶ୍ବରରେ ରହି କାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ…
ତାଜା ଖବର ରାଜ୍ୟ ପ୍ରଥମଥର ପାଇଁ ରାଜ୍ୟରେ ଆରମ୍ଭ ହେଲା ରାଇସ ଏଟିଏମ୍ August 8, 2024 Papirani ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲିଲା ଚାଉଳ ଏଟିଏମ୍ । ଆଜି ଭୁବନେଶ୍ବରସ୍ଥିତ ମଞ୍ଚେଶ୍ୱର ଚାଉଳ ଗୋଦାମରେ ରାଇସଅନ୍ନପୂର୍ତ୍ତି ଚାଉଳ ଏଟିଏମ୍ ଉଦଘାଟନ କରିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ପାଇଲଟ ପ୍ରକଳ୍ପ ଭାବେ ଭୁବନେଶ୍ଵରରୁ ସେବା ଆରମ୍ଭ…
ତାଜା ଖବର ରାଜ୍ୟ ପଶ୍ଚିମବଙ୍ଗରୁ ଆସିଲା ଆଳୁ; ଦିନେ ଦୁଇଦିନ ଭିତରେ ଦୂରହେବ ଆଳୁ ସମସ୍ୟା August 8, 2024 Papirani ରାଜ୍ୟରେ ଦିନକୁ ଦିନ ବେଲଗାମ ହେଉଛି ଆଳୁ ଦର । ପଶ୍ଚିମବଙ୍ଗରୁ ଠିକ୍ ସମୟରେ ଆଳୁ ଟ୍ରକ୍ ନ ଆସିବାରୁ ଚାହିଦା ଅନୁସାରେ ଆଳୁ ନ ଥିବାରୁ ଦର ବଢ଼ିବାରେ ଲାଗିଛି। କେଉଁଠି ଆଳୁ କିଲୋଗ୍ରାମ୍ ପିଛା ୬୦ ଟଙ୍କା ଥିବା…
ତାଜା ଖବର ରାଜ୍ୟ ରାଜଧାନୀରେ ଟ୍ରାଫିକ ପୋଲିସ ପିନ୍ଧିବେ ଗେରୁଆ ରଙ୍ଗର ରେନ୍କୋଟ୍ August 7, 2024 Papirani ବର୍ଷା ବେଳେ ରାଜଧାନୀର ଟ୍ରାଫିକ ପୋଷ୍ଟରେ ମୁତୟନ ଥୂବା ପୋଲିସ କର୍ମଚାରୀ ବ୍ୟବହାର କରିବେ ଗେରୁଆ ରଙ୍ଗର ରେନ୍କୋଟ୍ । ସେଥିପାଇଁ ସେମାନଙ୍କୁ ଗେରୁଆ ରଙ୍ଗର ରେନ୍କୋଟ୍ ପ୍ରଦାନ କରାଯାଇଛି । ସୂଚନା ମୁତାବକ; ବର୍ଷା ବେଳେ ରାଜଧାନୀର ଟ୍ରାଫିକ ପୋଷ୍ଟରେ…
ଖେଳ ତାଜା ଖବର ଦେଶ ବିଶ୍ୱ ବିନେଶଙ୍କ ଡିସକ୍ୱାଲିଫାଏଡ୍ ଘଟଣା: ପ୍ରତିକ୍ରିୟା ରଖିଲେ ଆଇଓଏର ମୁଖ୍ୟ ପି.ଟି ଉଷା August 7, 2024 Papirani ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍ (ଆଇଓଏ)ର ସଭାପତି ପି.ଟି ଉଷା ଆଜି ପ୍ୟାରିସ୍ ଅଲିମ୍ପିକ୍ସରେ ୫୦ କିଲୋଗ୍ରାମ ଇଭେଣ୍ଟ ଫାଇନାଲରୁ ଭିନେଶ ଫୋଗାଟଙ୍କ ଡିସକ୍ୱାଲିଫାଏଡ୍ କୁ ନେଇ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଏହା ଏକ ଚକିତ ଏବଂ ନିରାଶ ଜନକ…
ତାଜା ଖବର ରାଜ୍ୟ ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍; କମୁଛି ଜଳସ୍ତର August 7, 2024 Papirani ଉପରମୁଣ୍ଡରେ ବର୍ଷା କମିଥିବାରୁ ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଦୁଇଟି ଗେଟ୍ ବନ୍ଦ ହେବା ପରେ ବର୍ତ୍ତମାନ ୮ଟି ଗେଟ୍ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ। ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍…
ତାଜା ଖବର ରାଜ୍ୟ ରାଜ୍ୟରେ ଆହୁରି ବର୍ଷିବ ବର୍ଷା, ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି August 7, 2024 Papirani ୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସେପ୍ଟେମ୍ବରରେ ୩ରେ ହେବ ରାଜ୍ୟସଭା ଉପନିର୍ବାଚନ; ଓଡ଼ିଶାରୁ ଗୋଟିଏ ଆସନ August 7, 2024 Papirani ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ୩ ସେପ୍ଟେମ୍ବରରେ ହେବ ଉପନିର୍ବାଚନ । ଏଥିପାଇଁ ୧୪ ଅଗଷ୍ଟରେ ପ୍ରକାଶ ପାଇବ ବିଜ୍ଞପ୍ତି । ରାଜ୍ୟସଭାରେ ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ । ସେଥିମଧ୍ୟରୁ ଓଡିଶାରେ ରହିଛି ଗୋଟିଏ…
ଖେଳ ତାଜା ଖବର ଦେଶ ବିଶ୍ୱ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି August 7, 2024 Papirani ପ୍ୟାରିସ ଅଲିମ୍ପିକ୍ସରେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟଙ୍କୁ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଧିକ ଓଜନ ହେଇଥିବାରୁ ତାଙ୍କୁ ଆଜି ଫାଇନାଲ ମ୍ୟାଚ ପୂର୍ବରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହାପରେ ସେ ମୁଣ୍ଡ ବୁଲାଇବା ସହ ଚେତାଶୂନ୍ୟ ହୋଇପଡ଼ିବାରୁ ହସ୍ପିଟାଲରେ…