Author: Papirani

ସମ୍ବଲପୁରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ଗତ କିଛି ଦିନ ଧରି ଲଗାତର ଭାବେ ଦେଶର ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଖବର ସାମ୍ନାକୁ ଆସୁଥିବା ବେଳେ ପୁଣି ଆଜି ସମ୍ବଲପୁର ସରଲାରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିବା ସୂଚନା।…

ପୂର୍ବ ସରକାରଙ୍କ ପାଇଁ ଘର ପାଇଲେନି ୬ ଲକ୍ଷରୁ ଅଧିକ ହିତାଧିକାରୀ

ବିଧାନସଭାରେ ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ରଖି ପଞ୍ଚୟତିରାଜ ମନ୍ତ୍ରୀ ରବି ନାୟକ କହିଛନ୍ତି ତତ୍କାଳୀନ ବିଜେଡି ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନ ଦେବାରୁ ଘର ପାଇଲେନି ଲୋକେ । ୨୦୧୬ରୁ ୨୦୨୪ ମଧ୍ୟରେ ତତ୍କାଳୀନ ସରକାର…

ରାଜ୍ୟରେ ଚାକିରି ଅପେକ୍ଷାରେ ଅଛନ୍ତି ୧୦ ଲକ୍ଷ ଯୁବକଯୁବତୀ

ଆଜି ବିଧାନସଭାର ସପ୍ତମ ଦିନରେ ଗୃହରେ କଂଗ୍ରେସ ବିଧାୟକ ପବିତ୍ର ସାଉଁତା ରାଜ୍ୟରେ ଯୁବକ ଯୁବତୀଙ୍କ ଚାକିରି ସମସ୍ୟା ଉପରେ କରିଥିବା ପ୍ରଶ୍ନର ଉତ୍ତରରେ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଛନ୍ତି ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗରୁ ମିଳିଥିବା ତଥ୍ୟ…

ଭାରତ ପାଇଁ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କଲେ ମନୁ ଭାକର

ଚଳିତ ବର୍ଷ ପ୍ୟାରିସ୍ ଅଲିମ୍ପିକ୍ସରେ ଆଉ ଏକ ପଦକ ପାଇଲା ଭାରତ। ଭାରତର ମନୁ ଭାକର ଏବଂ ସରବଜୋତ୍ ସିଂ ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ କୋରିଆକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛନ୍ତି । ଭାରତ…

ୱାଏନାଡ଼ରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି

କେରଳରେ ୱାଏନାଡ଼ରେ ଭୀଷଣ ବର୍ଷା ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୫୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଫସିରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ…

ରାଜ୍ୟରେ ବେଆଇନ ଭାବେ ନିର୍ମାଣ ହୋଇଛି ୭୧୯ ଆପାର୍ଟମେଣ୍ଟ

ଆଜି ବିଧାନସଭାର ସପ୍ତମ ଦିନରେ ରାଜ୍ୟରେ ଥିବା ଆପାର୍ଟମେଣ୍ଟକୁନେଇ କିଛି ଆଶ୍ଚର୍ଯ୍ୟ ଜନକ ତଥ୍ୟ ସାମ୍ନାକୁ ଆସିଛି । ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ନିର୍ମାଣ ଓ ପୌର ଉନ୍ନୟନ ମନ୍ତ୍ରୀ କୃଷ୍ଣ…

କେନ୍ଦ୍ରୀୟ ଯୋଜନାକୁ ନିଜ ନାମରେ ବ୍ରାଣ୍ଡିଂ କରି ରାଜନୀତି କରୁଥିବା ନବୀନଙ୍କ ବୟାନବାଜି ଦୁର୍ଭାଗ୍ୟପୂର୍ଣ୍ଣ ଏବଂ ହାସ୍ୟାସ୍ପଦ: ଦିଲୀପ

ବାସ୍ତବରେ ଓଡ଼ିଶାବାସୀ ହେଉଛନ୍ତି ପ୍ରକୃତ ଗେମ୍ ଚେଞ୍ଜର । ୨୫ ବର୍ଷର ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାରରେ ଶିକାର ହୋଇଥିବା ଓଡ଼ିଶାବାସୀ ଆଜି ନବୀନ ପଟ୍ଟନାୟକଙ୍କ ସରକାରକୁ ଉପାଡି ଫୋପାଡି ଦେଇଛନ୍ତି । ଏହା ସତ୍ୱେ ଓଡିଶାବାସୀଙ୍କର ନିଷ୍ପତିକୁ ସ୍ୱୀକାର କରିବା ପାଇଁ…

ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ି ମାଇକ ଟାଣିବା ସହ ବହି ଫିଙ୍ଗିଲେ ତାରା 

ବିଧାନସଭାରେ ପୁଣି ହଙ୍ଗାମା । ବିଧାନସଭାରେ ବିରୋଧୀ ଦଳ ନେତା ନବୀନଙ୍କ ବୟାନ ପରେ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ହୋହଲ୍ଲା ଦେଖିବାକୁ ମିଳିଛି। ଏହି ସମୟରେ କଂଗ୍ରେସ ନେତା ତାରା ବାହିନୀପତି ପ୍ରଥମେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢି ମାଇକ୍ ଟାଣିଥିବା…

ବାବା ରାମଦେବ ଓ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ହାଇକୋର୍ଟଙ୍କ ଝଟକା

ବିଜ୍ଞାପନ ଜରିଆରେ ଲୋକଙ୍କୁ ବିଭ୍ରାନ୍ତ କରାଯାଉଥିବା ଅଭିଯୋଗ ମାମଲାରେ ଯୋଗଗୁରୁ ରାମଦେବ ବାବା ପତଞ୍ଜଳି ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ପୁଣି ଝଟକା ଦେଇଛନ୍ତି ହାଇକୋର୍ଟ। ରାମଦେବ ବାବା ଏବଂ ଆଚାର୍ଯ୍ୟ ବାଲକୃଷ୍ଣଙ୍କୁ ଏକ ସୋସିଆଲ ମିଡିଆ କୋରୋନିଲକୁ କୋରୋନା ଔଷଧ ବୋଲି…

ମୁଖ୍ୟମନ୍ତ୍ରୀ ଜଣେ ଆଦିବାସୀ ହୋଇ ମଧ୍ଯ ଆଦିବାସୀଙ୍କ ସ୍ବାର୍ଥ ବିଷୟରେ ଚିନ୍ତା କରୁନାହାନ୍ତି: ବିଜେଡି

ଶଙ୍ଖଭବନ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ପ୍ରଦୀପ ମାଝୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଓଡିଶା ସ୍ବାର୍ଥର ନାରା ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ନିକଟରେ ଶେଷ ହୋଇଥିବା ନୀତି ଆୟୋଗ ବୈଠକରେ ପୋଲାଭରମ…