Author: Papirani

ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ; କହିଲେ ରାଜ୍ୟରେ ବଜେଟ୍ ଗେମ୍ ଚେଞ୍ଜର ନୁହେଁ, ନେମ୍ ଚେଞ୍ଜର

ବିଧାନସଭାରେ ବଜେଟ୍ ଆଲୋଚନା ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି ବଜେଟରେ ପରିବର୍ତ୍ତନ ଦେଖୁଛି। ଯେପରି ନାଁ ପରିବର୍ତ୍ତନ। ଏହା ଗେମ୍ ଚେଞ୍ଜର ନୁହେଁ, ନେମ୍…

ଶିମିଳିପାଳରେ କଳାବାଘ ସଫାରୀ ପାଇଁ ମିଳିଲା ଅନୁମତି

ଶିମିଳିପାଳ ହେବ କଳାବାଘ ସଫାରୀ। ଦେଶର ପ୍ରଥମ କଳା ବାଘ ସଫାରୀ ପାଇଁ ସିଜେଡଏର ସବୁଜ ସଂକେତ ମିଳିଥିବା ପରେ ସଫାରୀର ପାଇଁ ସେଣ୍ଟ୍ରାଲ ଜୁ ଅଥୋରିଟିରୁ ଅନୁମୋଦନ ମିଳିଛି। ଏନେଇ ସୋମବାର ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦଙ୍କ ପକ୍ଷରୁ ସୂଚନା…

ରାଜ୍ୟରେ ଚିନ୍ତା ବଢ଼ାଉଛି ଡେଙ୍ଗୁ: ହଜାର ଟପିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ରାଜ୍ୟରେ ଡେଙ୍ଗୁ ଥମିବାର ନା ନେଉନି। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ରାଜ୍ୟରେ ବଢିବାରେ ଲାଗିଛି । ଡେଙ୍ଗୁ ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା କରୁଥିଲେ ମଧ୍ୟ ଦିନକୁ ଦିନ ଏହା ବଢ଼ିବାରେ ଲାଗିଛି। ଗତ ବର୍ଷ…

ଦେଶକୁ ଚକ୍ରବ୍ୟୁହରେ ଫସେଇ ଦିଆଯାଇଛି କହି ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ବଜେଟ୍‌ ଉପରେ ଲୋକସଭାରେ ଚର୍ଚ୍ଚାବେଳେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସରକାରଙ୍କୁ ବିଭିନ୍ନ ଦିଗରୁ ଘେରିବା ସହିତ ବହୁ ପ୍ରଶ୍ନ କରିଛନ୍ତି ରାହୁଲ। ଏହି ବଜେଟ ଭେଦଭାବପୂର୍ଣ୍ଣ ବୋଲି କହିବା ସହ ପ୍ରଧାନମନ୍ତ୍ରୀଙ୍କ…

୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ଘୋଷଣା ହୋଇଛି ୧୪୦ ଯୋଜନା: ମୁଖ୍ୟମନ୍ତ୍ରୀ

୨୦୨୪ ନିର୍ବାଚନ ପୂର୍ବରୁ ବର୍ଷକରେ ବିନା ବଜେଟ୍‌ ବ୍ୟୟବରାଦରେ ୧୪୦ ଯୋଜନା ଘୋଷଣା ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଧାୟକ ଅମର ନାୟକଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୨୪ ନିର୍ବାଚନ ପୂର୍ବରୁ ଗୋଟିଏ ବର୍ଷରେ ୧୪୦ ଯୋଜନା ହୋଇଛି…

ରାଜ୍ୟରେ କମିଛି ମାଓବାଦୀଙ୍କ କାର୍ଯ୍ୟକଳାପ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ମାଓବାଦୀଙ୍କ କାର୍ଯ୍ୟକଳାପ କମିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାୟକ ରଣେନ୍ଦ୍ରପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୧୦ ଜିଲ୍ଲା ଛାଡ଼ି ଅନ୍ୟ ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ନିୟନ୍ତ୍ରଣାଧୀନ ରହିଛି…

କଂଗ୍ରେସ ବିରୋଧରେ ପାଲଟା ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଲା ବିଜେପି ; ୪ଟା ଯାଏ ଗୃହ ମୁଲତବୀ

ବିଧାନସଭାରେ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ ରଖିଲେ ବାଚସ୍ପତି ସୁରମା ପାଢ଼ୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ କଂଗ୍ରେସର ତାରା ବାହିନୀପତି ଆଣିଥିବା ପରେ ଏବେ ବିଜେପିର ସ୍ବାଧିକାର…

ପ୍ୟାରିସ ଅଲମ୍ପିକ୍ସ: ଫାଇନାଲରେ ଭାରତର ସୁଟର ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିଷ୍ଟଲ ଇଭେଣ୍ଟର ଫାଇନାଲରେ ଭାରତର ମନୁ ଭାକର । କ୍ବାଲିଫାୟର ରାଣ୍ଡରେ ମୋଟ ୫୮୦ ପଏଁଣ୍ଟ ସହ ତୃତୀୟ ସ୍ଥାନରେ ରହି ଫାଇନାଲକୁ ଉନ୍ନୀତ ହୋଇଛନ୍ତି ମହିଳା ସୁଟର ମନୁ ଭାକର। ୨୦ ବର୍ଷ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା…

ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ମାମଲା: ଲ୍ୟାବ୍‌କୁ ପଠାଯିବ ଗିରଫ ଶ୍ରୀଧରଙ୍କ ମୋବାଇଲ

ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାରେ ତଥ୍ୟ ନେଲେ ବାୟୁସେନା ଅଧିକାରୀ। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନାଙ୍କ କେସ୍ ସମ୍ପର୍କିତ ତଥ୍ୟ ନେଇଛନ୍ତି ବାୟୁସେନା । ଶ୍ରୀଧର…