Author: Papirani

ଅର୍ଥନୈତିକ ସର୍ଭେ ରିପୋର୍ଟ: ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଆଜି ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ଭେ ରିପୋର୍ଟରୁ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି । ଯେଉଁଥିରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମସ୍ଥାନରେ ଥିବାର ଜଣାପଡିଛି । ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା…

ରାଜ୍ୟ ବଜେଟ୍ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଆସନ୍ତା କାଲି ଅର୍ଥାତ ଜୁଲାଇ ୨୫ ତାରିଖରେ ଆଗତ ହେବ ନୂଆ ରାଜ୍ୟ ସରକାରର ପ୍ରଥମ ବଜେଟ୍। ଏହା ପୂର୍ବରୁ ଆଜି ଉପସ୍ଥାପନ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ୧, ୬୪, ୪୩୭…

ନେପାଳ ବିମାନ ଦୁର୍ଘଟଣା: ୧୮ ମୃତ, ପାଇଲଟ ଜୀବିତ ଉଦ୍ଧାର

ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆଜି ସକାଳେ ଏକ ବିମାନ ଦୁର୍ଘଟଣାରେ ବିମାନରେ ଥିବା ପାଇଲଟଙ୍କ ସମେତ ୧୮ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପାଇଲଟ ଜୀବିତଥିବା ସୂଚନା ମିଳିଛି। ପାଇଲଟ ମନୀଷ…

ନୂଆ ଉପବାଚସ୍ପତି ହେଲେ ଭବାନୀଶଙ୍କର ଭୋଇ

ଓଡ଼ିଶା ବିଧାନସଭାର ନୂଆ ଉପବାଚସ୍ପତି ହେଲେ ତଳସରା ବିଧାୟକ ଭବାନୀଶଙ୍କର ଭୋଇ । ବିଧାନସଭାରେ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ବିଜେପି ଭବାନୀଶଙ୍କର ଭୋଇଙ୍କୁ ଉପବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ଆଜି ଗୃହରେ ଉପବାଚସ୍ପତି ଭାବେ ତାଙ୍କ ନାମ…

ପୂର୍ଣ୍ଣାଙ୍ଗ ବଜେଟରେ ରେଳ ସୁରକ୍ଷା ପାଇଁ ଦିଆଯାଇଛି ସ୍ୱତନ୍ତ୍ର ଫୋକସ: ଅଶ୍ୱିନୀ ବୈଷ୍ଣବ 

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନା କରିଥିବା ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟରେ ରେଳବାଇ ପାଇଁ ବଜେଟ ଉପରେ ସାମ୍ୱାଦିକ ସମ୍ମିଳନୀ କରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଚଳିତ ବଜେଟ୍‌ରେ ରେଳବାଇ କ୍ଷେତ୍ରର ଆଧୁନିକୀକରଣ ଏବଂ ସୁରକ୍ଷା ଉପରେ ଅଧିକ…

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ରାତି ୮ଟା ୩୦ରେ ବୈଠକ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ। ମୋହନ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ସରକାର କ୍ଷମତାକୁ ଆସିବା ପରେ ଏହା ହେବ ତୃତୀୟ…

ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି ହେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବରର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଅପରାଜିତା ଷଡଙ୍ଗୀ ଅନ୍ତଃସଂସଦୀୟ ୟୁନିୟନ ( ଆଇପିୟୁ)ର କାର୍ଯ୍ୟକାରିଣୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା…

ତୃତୀୟ ଦିନ ବିଧାନସଭା ବଜେଟ୍‌ ଅଧିବେଶନରେ ହଟ୍ଟଗୋଳ; ୧୧ଟା ୩୦ ଯାଏଁ ଗୃହ ମୁଲତବି

ସରଗରମ ହେଉଛି ବିଧାନସଭା ଅଧିବେଶନ। ସରକାରୀ ଦଳ ଓ ବିରୋଧୀ ଦଳ ହୋଇଛନ୍ତି ମୁହାଁମୁହିଁ। ବିଧାନସଭା ଅଧୂବେଶନର ଆଜି ତୃତୀୟ ଦିନ। ବିଧାନସଭା ବଜେଟ୍‌ ଅଧିବେଶନର ତୃତୀୟ ଦିନରେ ବି ଦେଖାଯାଇଛି ହଟ୍ଟଗୋଳ । ରାଜ୍ୟପାଳଙ୍କ ପୁଅ ଆଇନକୁ ହାତକୁ ନେଇଥିବା…

ଆଜି ଅନୁଷ୍ଠିତ ହେବ ଉପବାଚସ୍ପତି ନିର୍ବାଚନ

ଆଜି ଅନୁଷ୍ଠିତ ହେବ ଉପବାଚସ୍ପତି ନିର୍ବାଚନ। ଏଥିପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭା ସଚିବଙ୍କ ପାଖରେ ଶ୍ରୀ ଭୋଇ ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଆଜି ଉପବାଚସ୍ପତି ନିର୍ବାଚନ…

ପରାଜିତ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ଦ୍ବାରା ନବନିର୍ମିତ ଶ୍ମଶାନ ଉଦଘାଟନକୁ ନେଇ ତେଜିଲା ରାଜନୀତି

ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ଭାରତୀୟ ଜନତା ପାର୍ଟି ଆଜି ସରକାର ଗଠନ କରିଛି । ବିଜେଡି ହାରିଯାଇଥିଲେ ମଧ୍ୟ ଏହାକୁ ସହଜରେ ଗ୍ରହଣ କରିପାରୁନାହିଁ । ଲୋକେ ବିଜେଡିକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ ମଧ୍ୟ ସେ କ୍ଷମତାରେ ରହିଛି ବୋଲି ମନେ ମନେ ଭାବୁଛି…