Author: Papirani

କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ

ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ AI କ୍ୟାମେରା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ…

ପୁଣି ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ପୁଣି ଜଣେ ମହିଳା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଅଭିଯୋଗ ଏବେ ସମ୍ନାକୁ ଆସିଛି। ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁରୁଣା ଥାନା ସମ୍ମୁଖ ଅଞ୍ଚଳରେ ଆତ୍ମାହୁତି ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଦେହରେ ନିଆଁ ଲଗାଇଥିବା…

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…

ବରଗଡ଼ ନାବାଳିକା ପୋଡ଼ି ଘଟଣା: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ…

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…

ଦାୟିତ୍ବ ନେଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ଯକ୍ଷା ବବିତା ପାତ୍ର

ବବିତା ପାତ୍ର ଆଜି ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR)ର ଅଧ୍ୟକ୍ଷା ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କ ସହିତ ନବନିଯୁକ୍ତ ସଦସ୍ୟ କଳ୍ପନା ଲେଙ୍କା, ଚନ୍ଦନା ଦାସ, ମନସ୍ମିତା ଖୁଣ୍ଟିଆ ଏବଂ ସୁଜାତା ନାୟକ ଦାୟିତ୍ଵ ଗ୍ରହଣ…

ଉତ୍କଳ ବିଶ୍ବବିଦ୍ୟାଳୟ ଛାତ୍ରାବାସରେ ଜଣେ ଅଣଛାତ୍ରଙ୍କ ମୃତ୍ୟୁ 

ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ । ହଷ୍ଟେଲ୍ ଛାତରୁ ପଡ଼ି ଜଣେ ଯୁବଙ୍କ ମୃତ୍ୟୁ। ଜଣେ ବିଜେଡି ନେତାଙ୍କ ଡ୍ରାଇଭର ଭାବେ କାମ କରିଥିଲେ ମୃତ ଯୁବକ । ମୃତ ଯୁବକ ହେଲେ ନରସିଂହପୁରର ବିଶ୍ୱ ରଂଜନ…

ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ମହିଳା କମିଶନ କାର୍ଯ୍ୟାଳୟରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି । ଦାୟିତ୍ୱ ନେବା ପରେ…

କିଲର ‘ଥାର୍‌’ ଧକ୍କା ଘଟଣା: ଗୁରୁତର ଥିବା ମହିଳା ମୃତ

ରାଜଧାନୀ ପାତ୍ରପଡା V2 ନିକଟରେ ହିଟ୍ ଆଣ୍ଡ ରନ୍ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ମହିଳାଙ୍କ ମୃତ୍ୟୁ ହୋଇଛି । ରାକ୍ଷୀ ପୁର୍ଣ୍ଣିମାରେ ଝିଅର ମୃତ୍ୟୁ ଘଟିଥିଲା ବେଳେ ଆଜି ମା ମୃତ ହୋଇଛି । ଗତ ଶନିବାର ପାତ୍ରପଡାରେ କୁନି…