Author: Papirani

NEET UGର ସଂଶୋଧିତ ମେଧା ତାଲିକା ପ୍ରକାଶିତ

ପ୍ରକାଶ ପାଇଲା NEET-UG ୨୦୨୪ର ସଂଶୋଧିତ ମେଧା ତାଲିକା । ସମସ୍ତ ପିଲାଙ୍କ ରେଜଲ୍ଟକୁ ନେଇ ସଂଶୋଧିତ ମେଧା ତାଲିକା ପ୍ରକାଶ ପାଇଛି। NTA ପକ୍ଷରୁ ସଂଶୋଧିତ ମେଧା ତାଲିକା ନେଇ ସୂଚନା ଜାରି କରାଯାଇଛି। ଜୁନ ୨୩ରେ ରିଟେଷ୍ଟ ଦେଇଥିବା…

ଦେଶରେ କମିଲା ଗ୍ୟାସ ସିଲିଣ୍ଡର ଦର

ମାସ ଆରମ୍ଭରୁ ଗ୍ୟାସ ଉପୋଭକ୍ତାଙ୍କ ପାଇଁ ଖୁସି ଖବର । ଦେଶରେ କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି । ସାରା ଦେଶରେ…

ସାରା ଦେଶରେ ଆଜିଠୁ ଲାଗୁହେଲ ନୂଆ ଆଇନ୍; ଦିଲ୍ଲୀରେ ରୁଜୁ ହେଲା ପ୍ରଥମ ମାମଲା

ଆଜିଠୁ ସାରା ଦେଶରେ ଲାଗୁ ହୋଇଛି ନୂଆ ଭାରତୀୟ ନ୍ୟାୟ ସଂହିତା। ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ…

ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁଲାଇ ୧ ତାରିଖରୁ ଅଥତ ଆଜି ସାଧାରଣ ଜନତାଙ୍କ ଅଭିଯୋଗ ଣୁଣାଣି କରିବେ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ମାତ୍ରେ ଆରମ୍ଭରୁ ପ୍ରବଳ…

ସପ୍ତଶଯ୍ୟା ପାହାଡ଼ରେ ହଜିଯାଇଥିବା ୫ ନିଖୋଜ ଛାତ୍ର ଉଦ୍ଧାର

ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ହୋଇଯାଇଥିବା ୫ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି । ବିଳମ୍ବିତ ରାତିରେ ଉଦ୍ଧାର କଲେ ବନ ବିଭାଗ କର୍ମଚାରୀ ଓ ପୋଲିସ । ବର୍ଷା ହେବାରୁ ରାସ୍ତା ଭୁଲି ୫ ଛାତ୍ର ପାହାଡ଼ ଉପରୁ ଫେରି ପାରି ନ…

ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା

ଆଜି ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ରିଲିଜହେବ ସୁଭଦ୍ରା ଟଙ୍କା । ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ଦିଲ୍ଲୀରେ ବିଭିନ୍ନ କେନ୍ଦ୍ର ମନ୍ତ୍ରୀଙ୍କ ସହ ଓଡ଼ିଶାର ବିକାଶ ପାଇଁ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଆଜି ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସ୍ଥାନ ପାଇଲେ ସୁଜିତ କୁମାର ଓ ସୋନାଲ ମାନସିଂହ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ଦ୍ଵାରା ଆଜି ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ପୁନର୍ଗଠନ କରାଯାଇଛି। ପ୍ୟାନେଲରେ ବିଜେଡିର ସୁଜିତ କୁମାର ଓ ମନୋନୀତ ସଦସ୍ୟ ସୋନାଲ ମାନସିଂହ ସ୍ଥାନ ପାଇଛନ୍ତି । ଏହି ୮ ଜଣିଆ ଉପାଧ୍ୟକ୍ଷ ପ୍ୟାନେଲରେ ପୂର୍ବ ଭଳି…

ଗୋଚାଲାଣକାରୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ରାଜ୍ୟରୁ ଗୋ ଚାଲାଣ ବର୍ଷକୁ ବର୍ଷ ବଢିବାରେ ଲାଗିଛି । ଏହାକୁ ରୋକିବା ପାଇଁ ରାଜ୍ୟରେ ଖୋଲାଯିବ ୨୦୦ ଗୋଶାଳା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।ସେହିଭଳି ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା…

ଜୁଲାଇ ୧ ରୁ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟା ସମୟରୁ ୟୁନିଟ-୫ ସ୍ଥିତ ଭୁବନେଶ୍ୱରଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ…