Author: Papirani

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ।…

ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଗରିବ, ଯୁବକ, କୃଷକ ଓ ମହିଳା କେନ୍ଦ୍ରୀକ ଯୋଜନା ଆଧାରିତ ବିଭିନ୍ନ ଯୋଜନାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରୁଛନ୍ତି । ଆନ୍ତରୀଣ ଓ ବାହ୍ୟ ସୁରକ୍ଷାରେ ଭାରତବର୍ଷ ଆଜି ସଶକ୍ତ ହୋଇଛି ।…

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର…

ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

କେନ୍ଦୁଝର ଜିଲ୍ଲାରେ ଆଜି ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ତେନ୍ତେଳାପଶି ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏକ ସଜନା ଗଛରେ ନାବାଳିକାର ଝୁଲନ୍ତା ଶବ ଉଦ୍ଧାର…

ଆସନ୍ତା ଅଗଷ୍ଟ ୧୫ରୁ ନୂଆ ଫାଷ୍ଟଟ୍ୟାଗ୍ ନିୟମ; ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି

ଆସିଲା ନୂଆ ନିୟମ। ଆସନ୍ତା ଅଗଷ୍ଟ ୧୫ରୁ ଲଗୁହେବ ନୂଆ ଫାଷ୍ଟଟ୍ୟାଗ୍ ନିୟମ । କାର୍ଯ୍ୟକାରୀ ହେବ ଫ୍ୟାସ୍ ଟ୍ୟାଗର ବାର୍ଷିକ ପାସ୍। ୩ ହଜାର ଟଙ୍କାରେ ବର୍ଷେ ଯାଏଁ ରହିବ ଫାଷ୍ଟ ଟ୍ୟାଗ୍ ଅବଧି। ୨୦୦ ଟ୍ରିପ୍ସ ପର୍ଯ୍ୟନ୍ତ ଆଉ…

ଆକ୍ସନ ମୋଡରେ CMC ସ୍ବାସ୍ଥ୍ୟ ବିଭାଗ; କଟକରେ ୨ଟି ପାଣି କମ୍ପାନୀରେ ରେଡ୍

ରାଜ୍ୟରେ ହଇଜା ମାଡ଼ିବାରେ ଲାଗିଛି । ଦିନକୁ ଦିନ ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗୁଥିବା ବେଳେ ହୋଟେଲ ଠାରୁ ଆରମ୍ଭ କରି ପିଇବା ପାଣି ପର୍ଯ୍ୟନ୍ତ ସବୁ କିଛି ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ ପକ୍ଷ । ଏହାର ମଧ୍ୟରେ…

ପାଣିରୁ ବ୍ୟାପିଛି ଡାଇରିଆ!

ପାଣିରୁ ବ୍ୟାପିଛି ଡାଇରିଆ । ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ପାଇଥିବା ଜଣାପଡିଥିବା ବେଳେ ହଇଜା ସ୍ଥିତିକୁ ନେଇ କେନ୍ଦ୍ରୀୟ ଟିମ୍ ସହ ଲୋକସେବା ଭବନରେ ସ୍ୱାସ୍ଥ୍ୟବିଭାଗର ବୈଠକ ଆରମ୍ଭ ହୋଇଛି । ଏଥିସହ ସ୍ଥିତି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଟପ୍‌ ମାଓବାଦୀ ନିହତ 

ପୋଲିସ ବଡ଼ ସଫଳତା। ପୋଲିସ ମାଓବାଦୀ ଗୁଳିବିନିମୟରେ ୩ ଟପ କ୍ୟାଡ଼ର ମାଓବାଦୀ ନିହତ। ମାଲକାନଗିରି ଜିଲ୍ଲା ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଆନ୍ଧ୍ର ଗ୍ରେହାଉଣ୍ଡ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୋଲିସର ଏନକାଉଣ୍ଟର ରେ ସେଣ୍ଟ୍ରାଲ କମ୍ମିଟି ମେମ୍ବର ସମେତ…

କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ବିଜେପି ସରକାରଙ୍କ ବିରୋଧରେ ଗର୍ଜିଲା ବିରୋଧୀ ଦଳ ।ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ । ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମହିଳାମାନେ ଅସୁରକ୍ଷିତ ହୋଇଯାଇଛନ୍ତି ବୋଲି କହିଛି…

G7 ସମିଟ୍ ପରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ମୋଦି

ପହଲଗାମ ଆକ୍ରମଣ ପରେ ପ୍ରଥମଥର ଲାଗି କଥା ହେଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ମୋଦି। ଫୋନ୍ ମାଧ୍ୟମରେ ୩୫ ମିନିଟ୍ କଥା ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିସ୍ରୀ । ସେ କହିଛନ୍ତି…