Author: Papirani

ବିଦେଶ ଗସ୍ତରୁ ଫେରିଲେ ସାଂସଦ ସସ୍ମିତ ପାତ୍ର; ୱାକଫ ବିଲ୍‌କୁ ନେଇ ଦେଲେନାହି କୌଣସି ପ୍ରତିକ୍ରିୟା

ୱାକଫ ବିଲ୍ ଭୋଟିଂକୁ ନେଇ ବିବାଦରେ ଅଛନ୍ତି ସାଂସଦ ସସ୍ମିତ ପାତ୍ର । ଏହାକୁ ନେଇ ବିଜେଡି ଦଳରେ ବିବାଦ ବଢ଼ି ଚାଲିଥିବା ବେଳେ ଆଜି ଭାରତ ଫେରିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର। ଦିଲ୍ଲୀରେ ପହଞ୍ଚିବା ପରେ ୱାକଫ୍‌…

କାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା

କାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି କାଲି ଅପରାହ୍ନ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ…

ୱାକ୍‌ଫ ପ୍ରସଙ୍ଗ ଘୋଡ଼ାଇବାକୁ ଚେଷ୍ଟା କରାଯାଉଛି: ପ୍ରଭାତ ତ୍ରିପାଠୀ

ନବୀନ କହିଲେ ବିଜେଡି ଦଳରୁ ପ୍ରଭାତ ତ୍ରିପାଠୀ ବିଦା ହୋଇଥିବା ଓ ଚିଟଫଣ୍ଡ ମାମଲାରେ ଜେଲ୍ ବି ଯାଇଛନ୍ତି ନବୀନଙ୍କ ମନ୍ତବ୍ୟକୁ ଉପରେ କଡ଼ା ଜବାବ ଦେଇଛନ୍ତି ପ୍ରଭାତ ତ୍ରିପାଠୀ । ଆଜି ସାମ୍ବାଦିକ ସମ୍ମିଳନୀ ସେ କହିଛନ୍ତି ମୁଁ ନିଲମ୍ବନ…

ଆଜିଠୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ୍

ଆଜିଠାରୁ ସମ୍ବଲପୁର ଜିଲ୍ଲାରେ ଆରମ୍ଭ ହୋଇଛି ସକାଳୁଆ ଅଫିସ । ଆଜି ଠାରୁ ଜିଲ୍ଲାରେ ସକାଳ ୭ଟା ସମୟରୁ ଦିନ ୧ ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସବୁ ସରକାରୀ କାର୍ଯ୍ୟାଳୟ ସକାଳୁଆ ଅଫିସ ଭାବରେ କାର୍ଯ୍ୟ କରିବ। ଏହି ନିୟମ…

ଦୁର୍ଘଟଣାଗ୍ରସ୍ତ କାର୍‌ରୁ ମିଳିଲା ବିଡ଼ା ବିଡ଼ା ଟଙ୍କା ଓ ସୁନା; ଦୁଇ ଗିରଫ 

ଦ୍ରୁତଗତିରେ ଯାଉ ଯାଉ ପିଟି ହୋଇଗଲା କାର୍ । କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଗାଡ଼ି ଭିତରୁ ଜବତ ହେଲା ୨ ଲକ୍ଷ ୪୦ ହଜାର ଟଙ୍କା ସହ ସୁନା ଓ ରୁପା ଅଳଙ୍କାର । ବାଲେଶ୍ୱର ଜିଲ୍ଲା ଜୁଣିଆ ବଜାରରେ…

ଆମେରିକା ଉତ୍ପାଦ ଉପରେ ୮୪ ପ୍ରତିଶତ ଶୁଳ୍କ ଲଗାଇଲା ଚୀନ

ଆମେରିକା ଉତ୍ପାଦ ଉପରେ ୮୪ ପ୍ରତିଶତ ଟାରିଫ ଲଗାଇଲା ଚୀନ । ଆମେରିକାରୁ ଆମଦାନୀ ହେବାକୁ ଥିବା ସମସ୍ତ ସାମଗ୍ରୀ ଉପରେ ୮୪ ପ୍ରତିଶତ ଟାରିଫ୍ ଲଗାଇଛି ଚୀନ । ୧୦ ତାରିଖ ଅର୍ଥାତ୍ ଆସନ୍ତା କାଲିଠଶରୁ ବର୍ଦ୍ଧିତ ଟାରିଫ ଲାଗୁ…

ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ସର୍ଭିସ ସଂସ୍ଥା ପାଇଁ ୨୪୭ ନୂଆ ପଦବୀ ସୃଷ୍ଟି

ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ସର୍ଭିସ ସଂସ୍ଥା ପାଇଁ ୨୪୭ ନୂଆ ପଦବୀ ସୃଷ୍ଟି। ଫୌଜଦାରୀ ନ୍ୟାୟ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟ ଫୋରେନସିକ୍ ସାଇନ୍ସ ସେବା ସଂଗଠନ ଏବଂ ସାଧାରଣ ଅଭିଯୋଜନା ନିର୍ଦ୍ଦେଶାଳୟରେ ୫୦୦ ରୁ ଅଧିକ…

ନୂଆଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବହୁ ରାଷ୍ଟ୍ରୀୟ କମ୍ପାନୀ ଅଧିକାରୀଙ୍କ ସହ ଆଲୋଚନା ଶେଷ ହୋଇଥିବା ବେଳେ ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ ମନ୍ତ୍ରଣାଳୟରେ ଅମିତ ଶାହଙ୍କୁ ଭେଟିଛନ୍ତି…

ୱାକଫ୍‌ ବିଲ୍‌ ଭୋଟିଂ ବିଭାଜନ ପ୍ରସଙ୍ଗ: ନବୀନଙ୍କୁ ଚିଠି ଲେଖିଲେ ୭ ବିଜେଡି ଯୁବ ନେତା

ୱାକଫ୍‌ ବିଲ୍‌ ଭୋଟିଂ ବିଭାଜନ ପ୍ରସଙ୍ଗକୁ ନେଇ ବିଜେଡିରେ ଦେଖିବାକୁ ମିଳିଛି ବିବାଦ । ଦଳର ଭିତରେ ଥିବା ନେତାଙ୍କ ମଧ୍ୟରେ ମତ ମତାନ୍ତର ଆରମ୍ଭ ହୋଇଯାଇଛି । ଦିନକୁ ଦିନ ଦଳର ସ୍ଥିତି ବହୁତ ସଙ୍ଗୀନ ହୋଇଥିବା ବେଳେ ୱାକଫ୍‌…

ବିଧାନସଭା ଘେରାଉ ମାମଲା: ଓଡିଶା ପ୍ରଥମ ଥର ପାଇଁ ପିସିସି ସଭାପତିଙ୍କ ସହ ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ମାମଲା ରୁଜୁ

ଓଡ଼ିଶା ଇତିହାସରେ ପ୍ରଥମ ଥର ପାଇଁ ୫ ହଜାର କଂଗ୍ରେସ କର୍ମୀଙ୍କ ନାଁରେ ରୁଜୁ ହେଲା ମାମଲା । ନାରୀ ନିର୍ଯାତନା ପ୍ରସଙ୍ଗ ଓ ନିଜ ବିଧାୟକଙ୍କୁ ଗୃହରୁ ସସପେଣ୍ଡ କରିବା ପ୍ରତିବାଦରେ ନିକଟରେ ବିଧାନସଭା ଘେରାଉ ଉଦ୍ୟମ ଅଭିଯୋଗରେ ପିସିସି…