Author: Papirani

ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ହୋଇଛି ମୃତ୍ୟୁ: ମୁକେଶ ମହାଲିଙ୍ଗ

ରାଜ୍ୟରେ ଗତ ୩ ବର୍ଷରେ ୨୩ ହଜାର ୧୩୦ ଜଣ ନବଜାତଙ୍କ ମୃତ୍ୟୁ । ଗୃହରେ ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆଜି ବିଧାନସଭା ଗୃହରେ କାଡ୍ରାକା ଆପାଲା ସ୍ବାମି ପଚାରିଥିବା ପ୍ରଶ୍ନ ରାଜ୍ୟରେ ଗତ ୩ ବର୍ଷ…

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ

୧୫ ମାସରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ୧୯୯ ସରକାରୀ ବାବୁ । ଏ ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନ ୨୦୨୪ ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୁତ ସମ୍ପତ୍ତି ଠୁଳ…

ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର; ୧୦ଟାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଆସନ୍ତାକାଲି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ।ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା…

ଆଜି ମଧ୍ୟ ଚାଲିପାରିଲାନି ଗୃହ; ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନ ଜାରି ରହିଛି । ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ । ବିଧାନସଭା ଆରମ୍ଭରୁ ଆଜି ବି ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ନାରାବାଜି -ପ୍ଲାକାର୍ଡ, ପୋଷ୍ଟର…

ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା: ଦାରା ସିଂହଙ୍କୁ ଜେଲରୁ ମୁକ୍ତ କରିବା ନିଷ୍ପତ୍ତିକୁ ପୁଣି ସ୍ଥଗିତ ରଖିଲା ଓଡ଼ିଶା

ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟିୱାର୍ଟ ଷ୍ଟେନ୍ସ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଗତ ୨୪ ବର୍ଷ ଧରି ଜେଲରେ ଥିବା ରବୀନ୍ଦ୍ର କୁମାର ପାଲ ଓରଫ ଦାରା ସିଂହ । ତାଙ୍କୁ ଜେଲରୁ…

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ

ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ । ନବରାତ୍ରିର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭେଟି । ସୋମବାରଠାରୁ ୨୯୫ଟି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଶସ୍ତା ହୋଇଛି। ଏଣିକି କେବଳ ୫ ପ୍ରତିଶତ ଓ ୧୮ ପ୍ରତିଶତ ଟିକସ ବ୍ୟବସ୍ଥା…

ସାମ୍ବାଦିକଙ୍କୁ ପେନସନର ଦାବି ରଖିଲେ ନବୀନ ଦାସ

କୌଣସି ଖବରକାଗଜ ଏକ ଜଡବସ୍ତୁ ନୁହେଁ । ବରଂ ଏହା ଭିତରେ ଜୀବନ୍ତସତ୍ତା ନିହିତ ଥାଏ । ସମାଜକୁ ଏହା ଦେଖାଇଥାଏ ପଥ। ସମ୍ବାଦପତ୍ର ଯେତେ ସକ୍ରିୟ ଓ ପ୍ରଭାବଶାଳୀ ହେବ ସମାଜ ଓ ଜନତାଙ୍କ ପାଇଁ ସେତିକି କଲ୍ୟାଣକାରୀ ହୋଇପାରିବ…

ସେପ୍ଟେମ୍ବର ୨୩ରେ ବିଧାନସଭା ଘେରାଉ କରିବ ବିଜେଡି

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି କହିଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାର ସୁଦୃଢିକରଣ କରି ଗ୍ରାମାଞ୍ଚଳର ବିକାଶ ଜନସାଧାରଣଙ୍କ ହାତରେ ଦେବା ପାଇଁ ସମ୍ବିଧାନରେ ଉଲ୍ଲେଖ ଥିଲାବେଳେ ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ କ୍ଷମତାଲୋଭରେ ପ୍ରତ୍ୟେକ…

ଭୁବନେଶ୍ଵର ନୂଆ ରେଳପଥ ପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ 

ବହୁ ପ୍ରତିକ୍ଷିତ କୋଣାର୍କ-ଭୁବନେଶ୍ୱର ରେଳପଥକୁ ମିଳିଲା ମଞ୍ଜୁରି । କୋଣାର୍କ-ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଛି । ନିମାପଡ଼ା ଓ ଗୋପ ଦେଇ ଭୁବନେଶ୍ୱରରୁ ନୂତନ ରେଳଲାଇନ କୋଣାର୍କ ଯିବ । ଫାଇନାଲ ଲୋକେଶନ ସର୍ଭେ ପାଇଁ…

ସବୁ କ୍ଷେତ୍ରରେ ନିର୍ଭୟ ନିରପେକ୍ଷ ଭାବେ ଲୋକଙ୍କ ନିକଟରେ ପ୍ରକୃତ ସତ୍ୟକୁ ଉପସ୍ଥାପନ କରିଛି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଦୈନିକ ସମ୍ବାଦପତ୍ର ନିର୍ଭୟର ଦ୍ଵାଦଶ ବାର୍ଷିକ ପୂର୍ତ୍ତି ଉତ୍ସବ ଅବସରରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କ ବକ୍ତବ୍ୟ ରଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସମ୍ପୂର୍ଣ୍ଣ ବକ୍ତବ୍ୟ ଦୈନିକ ସମ୍ବାଦପତ୍ର ନିର୍ଭୟର ଦ୍ଵାଦଶ ବାର୍ଷିକ ପୂର୍ତ୍ତି ଉତ୍ସବ…