ତାଜା ଖବର ରାଜ୍ୟ ୪ଟା ଯାଏଁ ଗୃହ ମୁଲତବି September 20, 2025 Papirani ବିଧାନସଭା ମୌସୁମୀ ଅଧିବେଶନ ତୃତୀୟ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ । ସାର ପ୍ରସଙ୍ଗରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡ଼ିୟମ ତଳେ ହୋହଲ୍ଲା ସହ…
ତାଜା ଖବର ଦେଶ ବିଶ୍ୱ ଟାରିଫ ପରେ ମହଙ୍ଗା ହେଲା H-1B ଭିସା September 20, 2025 Papirani ଆମେରିକାରେ ଭିସା ନିୟମରେ ବଡ଼ ପରିବର୍ତ୍ତନ । ଟାରିଫ୍ ପରେ ଏବେ H-1B ଭିସାକୁ ନେଇ ଟ୍ରମ୍ପଙ୍କ ବଡ଼ ପ୍ରହାର । ଏଣିକି H-1B ଭିସା ପାଇଁ ପଡ଼ିବ ୮୮ଲକ୍ଷ ଟଙ୍କା । H-1B ଭିସା ଆବେଦନ ପାଇଁ ବାର୍ଷିକ ୮୮…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମ ଠାରେ ହେବ ବିଶାଳ ଗଣଦୌଡ September 19, 2025 Papirani ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୨୧ ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଥିବା ଗଣ ଦୌଡର ଜର୍ସି ଉନ୍ମୋଚନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୨୧ ତାରିଖ ସକାଳ ୭ଟା ସମୟରେ ଦେଶର ୭୫ଟି ସହରରେ ୧୦…
ତାଜା ଖବର ରାଜ୍ୟ ୧୪୦୪ ୟୁନିଟ ରକ୍ତ ସଂଗ୍ରହ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ହେଲେ ଟିଟିଲାଗଡ଼ ବିଧାୟକ ନବୀନ ଜୈନ September 19, 2025 Papirani ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଟିଟିଲାଗଡ଼ରେ ମେଗା ରକ୍ତଦାନ ଶିବିର ଆୟୋଜନ କରି ରେକର୍ଡ ୧୪୦୪ ୟୁନିଟ ରକ୍ତ ସଂଗ୍ରହ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ରାଜ୍ୟ ବସ୍ତାଏ ସାର ପାଇଁ ନାକେଦମ୍ ଚାଷୀ; ଗାଁ ଦାଣ୍ଡରେ ଆଧାର କାର୍ଡ, ବ୍ୟାଗ୍ ଓ ଚପଲ ଧାଡି September 19, 2025 Papirani ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଳକ ଢୋଲପିଟା ପ୍ରାଥମିକ ସେବା ସମବାୟ ସମିତିରେ ବସ୍ତାଏ ୟୁରିଆ ସାର ପାଇବା ପାଇଁ ଚାଷୀଙ୍କୁ ନାକେଦମ୍ ହେବାକୁ ପଡ଼ିଛି। ସୋସାଇଟିରେ ଦୀର୍ଘ ଦିନ ପରେ ୟୁରିଆ ସାର ପାଇବା ପାଇଁ ଲୋକେ ଗୁରୁବାର ଭୋର ସମୟରୁ…
ତାଜା ଖବର ରାଜ୍ୟ ରାଜସ୍ୱ ଅଧିକାରୀଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ September 19, 2025 Papirani ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଥିବା କର୍ମଚାରୀଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ । ଗାଦି ମାଡ଼ି ବସିଥିବା ଅଧିକାରୀଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ବିଭାଗ ଅତିରିକ୍ତ…
ତାଜା ଖବର ରାଜ୍ୟ ୨ ବର୍ଷରେ KISSକୁ ୩୪ କୋଟି ୭୩ ଲକ୍ଷ ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର: ନିତ୍ୟାନନ୍ଦ ଗଣ୍ଡ September 19, 2025 Papirani ୨ ବର୍ଷରେ KISSକୁ ୩୪ କୋଟି ୭୩ ଲକ୍ଷ ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର । ୧୦ ହଜାର ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ୧୫ ଶହ କ୍ୱିଣ୍ଟାଲ ଚାଉଳ ବି ଯୋଗାଉଛନ୍ତି ସରକାର । ଏ ନେଇ ଆଜି ଗୃହରେ ଅନୁଦାନ…
ତାଜା ଖବର ରାଜ୍ୟ ବିଶ୍ବବିଦ୍ୟାଳୟରେ ୬ ଛାତ୍ରୀ ହୋଇଛନ୍ତି ଯୌନ ନିର୍ଯାତନାର ଶିକାର: ଉଚ୍ଚଶିକ୍ଷା ମନ୍ତ୍ରୀ September 19, 2025 Papirani ଆଜି ଗୃହରେ ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନ ୧୨ ଜୁନ୍ ୨୦୨୪ ରୁ ଆଜି ପର୍ଯ୍ୟନ୍ତ କେତେଜଣ ଛାତ୍ରୀମାନେ ମାନସିକ, ଶାରୀରିକ ଓ ଯୌନ ନିର୍ଯ୍ୟାତନାର ଶିକାର ହୋଇଥିବାର ଅଭିଯୋଗ ହୋଇଛି ଓ ତା’ର ତଦନ୍ତ କରି କ’ଣ କାର୍ଯ୍ୟାନୁଷ୍ଠାନ…
ତାଜା ଖବର ରାଜ୍ୟ ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ: ଉଚ୍ଚଶିକ୍ଷା ମନ୍ତ୍ରୀ September 19, 2025 Papirani ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ ପଦ । ଏ ନେଇ ଆଜି ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ କରିଥିବା ପ୍ରଶ୍ନ, ରାଜ୍ୟରେ କେଉଁ ବର୍ଗର କେତେ ସଂଖ୍ୟକ ମଞ୍ଜୁରିପ୍ରାପ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ରହିଛି ଏବଂ…
ତାଜା ଖବର ରାଜ୍ୟ ଜାଲ୍ ସାର୍ଟିଫିକେଟ ପାଇଁ ନିଲମ୍ବିତ ହୋଇଛନ୍ତି ୪୨୪ ଶିକ୍ଷକ: ଗଣଶିକ୍ଷା ମନ୍ତ୍ରୀ September 19, 2025 Papirani ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରୀରୁ ନିଲମ୍ବନ ହୋଇଛନ୍ତି ୪୨୪ ଜଣ ଶିକ୍ଷକ । ଏ ନେଇ ଆଜି ଗୃହରେ ବିଧାୟିକା ସୁଭାଷିନୀ ଜେନାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଲିଖିତ ଉତ୍ତର ଦେଇଛନ୍ତି । ଗଣଶିକ୍ଷା ମନ୍ତ୍ରୀ…