Author: Papirani

ଆସନ୍ତା ୧୧ରେ ରାଜ୍ୟରେ ହେବ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଆସନ୍ତା ୧୧ରେ ରାଜ୍ୟରେ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ । ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି ନଡ୍ଡା । ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା…

କେନ୍ଦ୍ର କ୍ୟାବିନେଟ୍ ଦ୍ଵାରା ଓଡ଼ିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର; ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ । ଓଡିଶାର ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ…

ବିବାଦୀୟ ୱକଫ୍ ସଂଶୋଧନ ବିଲ୍; ଦଳ ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ଭୋଟ୍ ଦେଲିନି: ଦେବାଶିଷ ସାମନ୍ତରାୟ

ବହୁ ବିବାଦ ମଧ୍ୟରେ ୱକଫ୍ ସଂଶୋଧନ ବିଲ୍ ସଂସଦରେ ପାରିତ ହୋଇସାରିଛି । କିନ୍ତୁ ଏହା ପରେ ବିଜୁ ଜନତା ଦଳରେ ବିବାଦ ସୃଷ୍ଟି ହୋଇଛି । ବିଲକୁ ନେଇ ଦଳର ସଦସ୍ୟମାନେ ଦୁଇ ଫାଳ ହୋଇଯାଇଛନ୍ତି । କିଛି ରାଜ୍ୟସଭା…

ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଘଟଣା; ମୋ ଜୀବନ ଖୋଲା ବହି, ଆକାଉଣ୍ଟ ନମ୍ବର ନେଇ ଚେକ୍ କରନ୍ତୁ: ମନମୋହନ ସାମଲ

ମନମୋହନ ସାମଲଙ୍କୁ ଟଙ୍କା ଦିଆଯାଇଥିବା ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ପରେ ଆଜି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ମୋ ଜୀବନ ଖୋଲା ବହି, ଦଳର ନେତାମାନଙ୍କ ଜୀବନ ବି ଖୋଲା ।ଆକାଉଣ୍ଟ…

ରାଜଧାନୀରେ ଡବଲ୍ ଏନକାଉଣ୍ଟର

ପୁଣି ରାଜଧାନୀରେ ଡବଲ୍ ଏନକାଉଣ୍ଟର। ବିହାରରୁ ଆସି ଭୁବନେଶ୍ୱର, ପୁରୀ, କଟକରେ ମଚାଉଥିଲେ ଆତଙ୍କ। ବଡ଼ଗଡ଼ ଥାନା ପୋଲିସ ଓ ସ୍ପେଶାଲ କ୍ରାଇମ୍ ୟୁନିଟ୍ ପକ୍ଷରୁ ଏନକାଉଣ୍ଟର ହୋଇଛି। ଉଭୟ ପକ୍ଷ ମଧ୍ୟରେ ୭ ରାଉଣ୍ଡ ଗୁଳି ବିନିମୟ ହୋଇଛି। ଏଥିରେ…

ରାଜ୍ୟସଭାରେ ୱକଫ୍ ସପକ୍ଷରେ ମତ ଦେଲେ ବିଜେଡି ସାଂସଦ ସସ୍ମିତ ପାତ୍ର

ବିବାଦୀୟ ୱାକଫ୍ ବିଲ୍ ସଂଶୋଧନ ବିଲ୍ ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି । ଦୁଇ ଦିନରେ ବ୍ୟାପକ ଆଲୋଚନା ପରେ ଶେଷରେ ବିଲ ପାରିତ ହୋଇଛି । ବିଲକୁ ଏବେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା…

ପରଲୋକରେ ବଲିଉଡ୍‌ ଅଭିନେତା ମନୋଜ କୁମାର

ଚଳଚ୍ଚିତ୍ର ଜଗତରେ ଖୁବ୍ ଜଣାଶୁଣା ‘ଭାରତ କୁମାର’ ନାମରେ ପରିଚିତ ଭାରତୀୟ ଅଭିନେତା ଏବଂ ଚଳଚ୍ଚିତ୍ର ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ। ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବଲିଉଡର ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ପରଲୋକ ହୋଇଛି । ମୁମ୍ବାଇର…

ରାଜ୍ୟସଭାରେ ମଧ୍ୟ ପାରିତ ହେଲା ୱାକଫ୍ ବିଲ୍

ଲୋକସଭା ପରେ ରାଜ୍ୟସଭାରେ ବି ପାସ୍ ହେଲା ୱାକଫ ବିଲ୍। ଶେଷରେ ବହୁ ବିବାଦୀୟ ୱାକଫ୍ ବିଲ୍ ରାଜ୍ୟସଭାରେ ପାଶ ହୋଇଛି। ବିଲ୍ ସପକ୍ଷରେ ୧୨୮ଟି ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ୯୫ଟି ଭୋଟ୍ ପଡ଼ିଥିଲା। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ…

ବିରୋଧ ନିଷ୍ପତ୍ତିରୁ ଓହରିଲା ବିଜେଡି; ବିବେକ ଅନୁସାରେ ୱାକଫ୍ ବିଲ୍ ଉପରେ ଭୋଟ ଦେବେ ବିଜେଡି ସାଂସଦ

ୱାକଫ୍ ସଂଶୋଧନ ବିଲ୍ ବିରୋଧ ନିଷ୍ପତ୍ତିରୁ ଓହରିଲା ବିଜେଡି।ରାଜ୍ୟସଭାରେ ଭୋଟିଂ ବେଳେ ବିରୋଧ ନିଷ୍ପତ୍ତିରୁ ଓହରିଥିବା ସୂଚନା ମିଳିଛି । ବିରୋଧ ନ କରି ବିବେକ ଅନୁସାରେ ରାଜ୍ୟସଭାରେ ବିବେକ ଅନୁସାରେ ୱାକଫ୍ ବିଲ୍ ଉପରେ ଭୋଟ ଦେବେ ବିଜେଡ଼ି ସାଂସଦ…

କିଛି ଘଣ୍ଟା ଭିତରେ ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଆଗାମୀ କିଛି ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ସତର୍କ…