Author: Papirani

ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ

ସରୁନି ସାର ସମସ୍ୟା । ରାଜ୍ୟରେ ସାର ସମସ୍ୟାକୁ ନେଇ ଚାଷୀ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଛି । ଯାହାକି ନେଇ ସାର ସମସ୍ୟାକୁ ନେଇ ବିକ୍ଷୋଭ କରିବ ବିରୋଧୀ। ଚାଷୀଙ୍କ ସାର ସମସ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିଚନ୍ତି ବିରୋଧୀ। ଚାଷୀମାନେ…

ସାମଗ୍ରୀରେ ସଂଶୋଧିତ ମୂଲ୍ୟ ବାଧ୍ୟତାମୂଳକ: କୃଷ୍ଣଚନ୍ଦ୍ର ପାତ୍ର

ଜିଏସ୍‌ଟି ହ୍ରାସ ପରେ ସଂଶୋଧିତ ମୂଲ୍ୟ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ। ସାମଗ୍ରୀ ଉପରେ ସଂଶୋଧିତ ମୂଲ୍ୟ ଲେଖିବା ବାଧ୍ୟତାମୂଳକ। ସମସ୍ତ ଉତ୍ପାଦକ, ପ୍ୟାକର୍‌ ଓ ଆମଦାନୀକାରୀଙ୍କୁ କେନ୍ଦ୍ରର ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ସୁଶୀଳା କାର୍କି । ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ନେଲେ । ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…

ଏସିଆ କପ-୨୦୨୫: ବୟକଟ ଦାବି ମଧ୍ୟରେ ଭାରତ ପାକ ମ୍ୟାଚ୍

ଏସିଆ କପ୍‌ରେ ଆଜି ବହୁ ପ୍ରତୀକ୍ଷିତ ମହାମୁକାବିଲା। ଏସିଆ କପ୍ ୨୦୨୫ର ସବୁଠାରୁ ବଡ଼ ମ୍ୟାଚ୍ ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି। ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ ଦଳ। ଏହାରି ମଧ୍ୟରେ ପହଲଗାମ ଆକ୍ରମଣକୁ ନେଇ…

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ

ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା

ଭିଜିଲାନ୍ସ ଜାଲରେ ୨୦୧୯ ବର୍ଷର ଓଏଏସ ଟପ୍ପର ଅଶ୍ବିନୀ ପଣ୍ଡା । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାମରା ତହସିଲଦାର ଅଶ୍ବିନୀ ପଣ୍ଡା । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ତହସିଲଦାର । ତହସିଲଦାର ଅଶ୍ୱିନୀ…

ଆଇଏଏସ୍ ସ୍ତରରେ ଅଦଳବଦଳ

ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ନିଯୁକ୍ତି ମିଳିଥିବା ବେଳେ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ବିଜୟ…

ଦିଲ୍ଲୀ ହାଇକୋର୍ଟକୁ ବୋମା ଧମକ

ଦିଲ୍ଲୀ ହାଇକୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆଜି ଦିଲ୍ଲୀ ହାଇକୋର୍ଟକୁ ଏକ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି ଦିଆଯାଇଛି । ବୋମାରେ ଉଡ଼ାଇ ଦେବାକୁ ମେଲ୍ ଯୋଗେ ଦୁର୍ବୃତ୍ତର ଧମକ ଦେଇଛନ୍ତି । ୩ଟି କୋର୍ଟରୁମ୍‌ରେ ୩ଟି…

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ

ଭୁବନେଶ୍ବରରେ କାର୍ଯ୍ୟରତ ମହିଳା ଟ୍ରାଫିକ୍ କନଷ୍ଟେବଲ ନିଖୋଜ। ମହିଳା ଟ୍ରାଫିକ କନଷ୍ଟେବଳ ହେଲେ ଶୁଭମିତ୍ରା ସାହୁ । ସୂର୍ଯ୍ୟନଗରରୁ ନିଖୋଜ ହେବା ନେଇ କ୍ୟାପିଟାଲ ଥାନାରେ ଏତଲା । ୬ ତାରିଖରୁ ନିଖୋଜ ହୋଇଥିଲେ ବି ଆଜି ପର୍ଯ୍ୟନ୍ତ ତାଙ୍କର ପତ୍ତା…

ବଦଳିଲା କଟକ ବାଲିଯାତ୍ରା ନାଁ

ଏଥର କଟକ ବାଲିଯାତ୍ରାର ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ । ବାଲିଯାତ୍ରା ନାଁ ପରିବର୍ତ୍ତନକୁ ନେଇ ଜିଲ୍ଲାପାଳଙ୍କ ସୂଚନା । ଆସନ୍ତା ନଭେମ୍ବର ୫ରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଦିନଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଐତିହାସିକ…