Author: Papirani

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ମିଳିଲା ନୂଆ ଦାୟିତ୍ବ । ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC)ର ଅଧ୍ୟକ୍ଷ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର । ସୁରେଶ ମହାପାତ୍ରଙ୍କ ପରେ ଖାଲି ପଡ଼ିଥିଲା ଏହି…

ଭୁବନେଶ୍ଵରରେ ଭିଆଇପି/ଭିଭିଆଇପିଙ୍କ ଆଗମନ; ସନ୍ଧ୍ୟା ୫ଟାରୁ ରାସ୍ତା ଭିଡ଼ ହେବା ନେଇ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ଵରରେ ଭିଆଇପି/ଭିଭିଆଇପିଙ୍କ ଆଗମନକୁ ନେଇ ଲାଗୁ ହେଲା ଟ୍ରାଫିକ କଟକଣା । ଦେବେନ୍ଦ୍ର ପ୍ରଧାନଙ୍କ ଦ୍ୱାଦଶ ଦିନର ରୀତିନୀତିରେ ଯୋଗ ଦେବାକୁ ଆସୁଛନ୍ତି ଭିଆଇପି/ଭିଭିଆଇପି । ତେଣୁ ଆଜି ସନ୍ଧ୍ୟାଠୁ ରାଜଧାନୀ ରାଜରାସ୍ତାରେ ଭିଡ଼ ହେବାର ସମ୍ଭାବନା ରହିଛି। ଏଥିପାଇଁ କମିଶନରେଟ୍…

ବଢ଼ିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ଆଜି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ସହିତ ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ଓ ପେନସନଧାରୀଙ୍କ ଡିଏ ଓ ଡିଆର ୫୩ ପ୍ରତିଶତ…

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ହେଲଥ ଅଫିସର ତଥା ତାଳଚେର ସବ-ଡିଭିଜନ ହସ୍ପିଟାଲର ମେଡ଼ିକାଲର ଡାକ୍ତର ନିଶିଥ ନିଶାନ୍ତ ମାଲୁଙ୍କୁ ମିଳିଲା ଜେଲ୍‌ ଦଣ୍ଡା ।…

ଭୂକମ୍ପରେ ଥରିଲା ମିଆଁମାରା; ଥାଇଲାଣ୍ଡରେ ଏମରଜେନ୍ସି ଘୋଷଣା କଲେ ସରକାର

ଭୟଙ୍କର ଭୂକମ୍ପରେ ଥରିଉଠିଲା ମିଆଁମାରା । ମିଆଁମାରରେ ଲଗାତାର ୨ଟି ଭୁକମ୍ପ ହୋଇଥିବା ବେଳେ ଏହାର ତୀବ୍ରତା ୭.୭ ଏବଂ ୭.୨ ରହିଥିଲା, ଯାହାର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହା ସହ ଅନେକ ମୃତାହତ ହୋଇଥିବା ଜଣାପଡ଼ିଛି ।ବିଭିନ୍ନ ସ୍ଥାନରେ…

ମିଆଁମାରରେ ଦୁଇ ଥର ବଡ ଧରଣର ଭୂକମ୍ପ

ମିଆଁମାରରେ ଦୁଇ ଥର ଆଜି ବଡ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହା ତୀବ୍ରତା ୭.୭ ରେକର୍ଡ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି(ଏନସିଏସ) ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପର ଝଟକା ଏତେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବି କଲେ ବିରୋଧୀ ଓ ଶାସକ ଦଳ

ବିଧାନସଭା ଗୃହରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି ପ୍ରସଙ୍ଗ । ଶୂନ୍ୟକାଳରେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଲେ ବିରୋଧୀ ଓ ଶାସକ ଦଳ । ଦରମା ବୃଦ୍ଧି ସହ ପୂର୍ବତନ ସଦସ୍ୟଙ୍କ ପେନସନ୍ ଦାବି କରାଯାଇଛି । ଭାସ୍କର ମଢ଼େଇଙ୍କ…

ଖୁବଶୀଘ୍ର ୧୦ ହଜାର ଶିକ୍ଷକଙ୍କୁ ଦିଆଯିବ ନିଯୁକ୍ତି: ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ୧୦ ହଜାର ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ବୋଲି ଆଜି ବିଧାନସଭା ଗୃହ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ନୂଆ ସରକାର ଏପର୍ଯ୍ୟନ୍ତ ୧୮ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ଦେଇ…

ପୁଣି ଖୋଲିବ ବନ୍ଦ ହୋଇଥିବା ସ୍କୁଲ!

ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗ । ବନ୍ଦ ହୋଇଯାଇଥିବା ସ୍କୁଲକୁ ନେଇ ଆଜି ବିଧାନସଭା ଗୃହରେ ଅତାବିରା ବିଧାୟକ ନିହାର ମହାନନ୍ଦ କରିଥିବା ପ୍ରଶ୍ନ ବିଜେପି ସବୁ ବନ୍ଦ ସ୍କୁଲ ଖୋଲିବାକୁ ଘୋଷଣା କରିଥିଲା । ସ୍କୁଲ୍‌…

ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ କିଟକୁ ଦାୟୀ କଲେ ଏନଏଚଆରସି

କିଟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ବୋଲି ଦାୟୀ କଲେ ନ୍ୟାଶନାଲ ହ୍ୟୁମାନ ରାଇଟ୍ସ (ଏନଏଚଆରସି) । କିଟ୍ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ ଏନଏଚଆରସି ଟିମ୍। ଏହା ସହ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ…