Author: Papirani

ନକଲି ଚାଷୀ ଖୋଜିବେ ସରକାର

ନକଲି ଚାଷୀଙ୍କୁ ଚିହ୍ନଟ କରିବେ ରାଜ୍ୟ ସରକାର । ସବୁ ଚାଷୀଙ୍କର ହେବ e-KYC । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଖରିଫ ଧାନ ବିକିବାକୁ ପଞ୍ଜୀକରଣ ବେଳେ ଚାଷୀଙ୍କ e-KYC…

କୋଟିଆକୁ ଗଡ଼ିବ ମୁଖ୍ୟମନ୍ତ୍ରୀ ବସ୍‌

କୋରାପୁଟ କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ ବସ୍‌ ସେବା। ଏ ନେଇ ଆଜି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ କହିଛନ୍ତି କୋଟିଆ ଓଡ଼ିଶାର ଏକ ଅବିଚ୍ଛେଦ ଅଙ୍ଗ । ଯିଏ…

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ସେ କହିଛନ୍ତି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଖଣି ନିଲାମ…

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ଇସ୍ତଫା ମଞ୍ଜୁର । ଉପରାଷ୍ଟ୍ରପତିଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଯାହାକୁ ରାଷ୍ଟ୍ରପତି ସମ୍ବିଧାନର ଅନୁଚ୍ଛେଦ ୬୭(ଏ) ଆଧାରରେ…

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ସଭାପତି ଭାବେ ପୁନଃ ନିର୍ବାଚିତ ହେବା ପରେ ଏହା ତାଙ୍କର ୨ୟ ଥର ଦିଲ୍ଲୀ ଗସ୍ତ । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ । ଗତକାଲି…

ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ

ଡିଏଫଓ ଗିରଫ । କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍‌ ଡିଏଫଓ ନିତ୍ୟାନନ୍ଦ ନାୟକ ଗିରଫ । ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍। ଗିରଫ ପରେ ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଚଢାଉ ବେଳେ ୮…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ, ଯିବେ କେବେ ଦିଲ୍ଲୀ ?

ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜଭବନରେ ଭେଟିଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭାମପାଟିଙ୍କୁ । ସୋମବାର ସଂସ୍କରଣରେ ‘ରାଜ୍ୟପାଳଙ୍କୁ ସମୟ ମାଗିଲେ ମୁଖ୍ୟମନ୍ତ୍ରୀ, ହୋଇପାରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଶୀର୍ଷକ ଖବର ନିର୍ଭୟରେ…

ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରିରେ ଲଜ୍ଜ୍ୟା । ମାଲକାନଗିରି ସଦର ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ସାଙ୍ଗର ଜନ୍ମଦିନରେ ଯୋଗ ଦେବାକୁ ଯାଉଥିବା ବେଳେ ଗଣଦୁଷ୍କର୍ମ ଶିକାର ହୋଇଛନ୍ତି ନାବାଳିକା । ସଦରରୁ ଜୟପୁରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ବିଜା…

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ…

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ । ୧୦୧ ବର୍ଷ ବୟସରେ ଆଖି ବୁଜିଲେ ଭି.ଏସ୍‌ ଅଚ୍ୟୁତାନନ୍ଦନ । ଏ ନେଇ ସିପିଆଇ(ଏମ) ପକ୍ଷରୁ ସୂଚନା ମିଳିଛି । ଅଚ୍ୟୁତାନନ୍ଦନ ଦୀର୍ଘ ସମୟ ଧରି ରୋଗାଗ୍ରସ୍ତ ରହିଥିଲେ । ୨୩…