Author: Papirani

Nupada By-Election: ନୂଆପଡ଼ା ଉପନିର୍ବାଚନ; ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ଇସିଆଇଙ୍କ ନିର୍ଦ୍ଦେଶ

ନୂଆପଡ଼ା ଉପନିର୍ବାଚନରେ ଅପରାଧିକ ତଥ୍ୟ ପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ । ନିର୍ବାଚନ ଲଢ଼ୁଥିବା ସମସ୍ତ ପ୍ରାର୍ଥୀଙ୍କର ଅପରାଧିକ (କ୍ରିମିନାଲ) ତଥ୍ୟ ପ୍ରକାଶ ପାଇଁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ଅଟେ।…

BJD Starcampaigners: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି। ଗତକାଲି ବିଜେପି ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଥିବା ବେଳେ ଆଜି ବିଜେଡି ମଧ୍ୟ ତାର ପ୍ରଚାର ତାଲିକା ପ୍ରସ୍ତୁତ କରିଛି । ଏହି ଷ୍ଟାର ପ୍ରଚାରକ ତାଲିକାରେ ନବୀନ…

Gujarat Cabinet Reshuffle: ଗୁଜରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ

ଆଜି ଗୁଜରାଟରେ ଏକ ବଡ଼ କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ନୂଆ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଉଛନ୍ତି ରାଜ୍ୟପାଳ ।ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ନୂତନ କ୍ୟାବିନେଟ୍ ର ଶପଥ ଗ୍ରହଣ ସମାରୋହ ଗାନ୍ଧୀନଗରର ମହାତ୍ମା ମନ୍ଦିରରେ ଅନୁଷ୍ଠିତ ହୋଇଛି। ହର୍ଷ ସାଂଘଭି…

+2 Exam: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହୋଇପାରେ କଳା, ବିଜ୍ଞାନ, ବାଣିଜ୍ୟ ସମେତ ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତରେ ପରୀକ୍ଷା । ଏନେଇ ଆଜି ସୂଚନା…

SI Exam Scam: ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ ମାମଲା: ମୋଷ୍ଟ ୱାଣ୍ଟେଡ୍‌ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ

ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାକୁ ନେଇ ବଡ଼ ଖୁଲାସା କରିଛନ୍ତି କ୍ରାଇମ୍‌ବ୍ରାଞ୍ଚ ଡିଜି। ସେ କହିଛନ୍ତି ଏହି ମାମଲାରେ ମୋଷ୍ଟ ୱାଣ୍ଟେଡ୍‌ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ । ସୁକାନ୍ତ ମହାରଣା, ସୌମ୍ୟା…

maoist: ମାଓବାଦୀଙ୍କୁ ଧରାନ୍ତୁ କୋଟିପତି ହୁଅନ୍ତୁ: ପୁରସ୍କାର ପୋଷ୍ଟର ଜାରି କଲା ପୋଲିସ୍

ମାଓବାଦୀଙ୍କୁ ଧରି କୋଟିପତି ହେବାକୁ ପୋଷ୍ଟର ଜାରି କଲା ବୌଦ୍ଧ ପୋଲିସ । ଯେଉଁଥିରେ ମାଓବାଦୀଙ୍କ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ଧରାନ୍ତୁ, ଆଉ କୋଟିପତି ହୁଅନ୍ତୁ ବୋଲି ବିଭିନ୍ନ ସ୍ଥାନରେ ପୋଷ୍ଟର ମାରିଛି ବୌଦ୍ଧ…

Odia teacher raped and murdered: ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପଶ୍ଚିମବଙ୍ଗରେ ଓଡ଼ିଶାର ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଯାଉଣୁ ହାଇଦ୍ରାବାଦର ପେଟବଶିରାବାଦର କୋମପାଲି ଅଞ୍ଚଳରେ ଓଡ଼ିଶାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସ୍ବାମୀ…

BJP Announces New Office Bearers: ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା

ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା। ପ୍ରକାଶିତ ନୂତନ ପଦାଧିକାରୀ ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଓ ଜଣେ ଉପ କୋଷାଧ୍ୟକ୍ଷ ରହିଛନ୍ତି । ଉପସଭାପତି ତାଲିକାରେ…

Vehicles Blacklist: ବ୍ଲାକ ଲିଷ୍ଟ ହେଲା ୨୫୮ଟି ଗାଡ଼ି; ରେଜିଷ୍ଟ୍ରେସନ୍ ରଦ୍ଦ ପାଇଁ ଚିଠି

ବେପରୁଆ ଭାବେ ବାରମ୍ବାର ଟ୍ରାଫିକ୍ ନିୟମ ଉଲ୍ଲଂଘନ କରୁଥିବା ଅମାନିଆ ଗାଡ଼ି ଚାଳକଙ୍କ ପାଇଁ କଡ଼ା ପଦକ୍ଷପ ନେଇଛି କମିଶନରେଟ୍ ଟ୍ରାଫିକ୍ ପୋଲିସ। ଯେଉଁମାନେ ଏକାଧିକବାର ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରୁଛନ୍ତି, ସେମାନଙ୍କ ଗାଡ଼ି ପଞ୍ଜିକରଣ ରଦ୍ଦ କରିବାକୁ କମିଶନରେଟ୍ ପୋଲିସ…

Low Pressure Area: ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଏନେଇ କିଛି…