Author: Shree

Passionate about writing political content and unbiased journalism

ଓଡ଼ିଆ ଅସ୍ମିତା କଥା କହି ଭୋଟ ମାଗିଲେ ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘ପରିବର୍ତ୍ତନ ସମାବେଶ’ରେ ଯୋଗଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ସଂକଟରେ ଅଛି ବୋଲି କହିଲେ ପ୍ରଧାନ । ସେ କହିଛନ୍ତି ଯେ ଆମେ ସମସ୍ତେ ଯୋଡି ଫୁଲରେ ଭୋଟ ଦେଇ ଓଡ଼ିଆ…

ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ଆସନ୍ତା ୩ ମେ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ସୂଚନା ଅନୁଯାୟୀ ରାୟଗଡ଼ାରେ ଏକ ଜନସଭାରେ ସାମିଲ ହେବେ। ରାଜ୍ୟ କଂଗ୍ରେସ ପ୍ରଭାରୀ ଓ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ସୂଚନା ତାଙ୍କ ସହ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି।ଏହା…

ହଜାର ହଜାର ସମର୍ଥକଙ୍କ ସହ ସମ୍ବିତ ପାତ୍ରଙ୍କ ରୋଡ ଶୋ

ପୁରୀରେ ସମ୍ବିତ ପାତ୍ରଙ୍କ ଶକ୍ତି ପ୍ରଦର୍ଶନ । ନାମାଙ୍କନ ଦାଖଲ କରିବାକୁ ସମର୍ଥକଙ୍କ ସହ ଯାଇଛନ୍ତି ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ହଜାର ହଜାର ସମର୍ଥକଙ୍କ ସହ ରୋଡ୍ ଶୋ’ କରି ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି…

ହାତ ଛାଡିଲେ ଦୁଲାଲ ପ୍ରଧାନ

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ ଫେରାଇ ନେବା ପରେ ସେ ଦଳ ଛାଡ଼ିଥିବା ଜଣାପଡ଼ିଛି । ଏଆଇସିସି…

ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିଲା ବିଜେପିର ୪୦ ଜଣିଆ ତାଲିକା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ।…

ସମ୍ବଲପୁରର ସ୍ବାଭିମାନ ଓ ଅସ୍ମିତା ପାଇଁ ବିଜେଡି ଛାଡ଼ିଲେ ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁର: ସମ୍ବଲପୁରରେ ବିଜେଡିକୁ ବଡ଼ ଝଟକା ଦେଲେ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ନିଜର ଇସ୍ତଫା ପତ୍ର ଦଳି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ…

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଟିକେଟ ନ ମିଳିବାରୁ ସେ ଦଳ ଛାଡିଛନ୍ତି। ବିଜେଡି ସୁପ୍ରିମୋଙ୍କ ଲେଖିଥିବା ଇସ୍ତଫା ପତ୍ରରେ ସୀମାରାଣୀ ଲେଖିଛନ୍ତି, ୧୦ ବର୍ଷ ହେଲା ସେ ଲୋକଙ୍କର ସେବା କରିଆସୁଥିଲେ। ତେବେ ବ୍ୟକ୍ତିଗତ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ । ମଙ୍ଗଳ ଆଳତି ପୂର୍ବରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଗଲା । ବଡ଼ ମହାସ୍ନାନ ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ।…

ବିଜେପିକୁ ଫେରିଲେ ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର

ଭୁବନେଶ୍ୱର : ଦୀର୍ଘ ୧୦ ବର୍ଷ ପରେ ପୁଣି ବିଜେପିକୁ ଫେରିଲେ ବିମ୍ବାଧର କୁଅଁର । ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ବିମ୍ବାଧର କୁଅଁର ଆଜି ଓଡ଼ିଶାର ଭାରତୀୟ ଜନତା ପାର୍ଟି (ବିଜେପି) କୁ ଫେରିଛନ୍ତି। ଅବହେଳା ଅଭିଯୋଗରେ ସେ…

ରାଜଧାନୀରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ

ଭୁବନେଶ୍ବର : ରେକର୍ଡ଼ ପରେ ରେକର୍ଡ଼ ଭାଙ୍ଗୁଛି ତାତି। ମରୁ ରାଜ୍ୟ ରାଜସ୍ଥାନକୁ ଅତିକ୍ରମ କରିଛି ଓଡ଼ିଶାରେ ତାପମାତ୍ରା। ଗତକାଲି ବଣଜଙ୍ଗଲ ଘେରା ଅଞ୍ଚଳ ବାରିପଦା ୪୪.୬ ଡିଗ୍ରୀ ତାପମାତ୍ରା ସହ ଦେଶର ଦ୍ୱିତୀୟ ଓ ରାଜ୍ୟର ସବୁଠୁ ତତଲା ସହରର…