Author: SonaliP

ରାଜନୀତିରୁ ସନ୍ନ୍ୟାସ ନେଲେ ଭି କେ ପାଣ୍ଡିଆନ

ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ବିଧିବଦ୍ଧ ଭାବେ ରାଜନୀତିରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । ପାଣ୍ଡିଆନ୍…

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ । ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ…

ରାଜନୀତିରୁ ସନ୍ନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ । ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ…

ଧର୍ମେନ୍ଦ୍ର, ଅଶ୍ୱିନୀ ଓ ଜୁଏଲ ଓରାମଙ୍କୁ ମିଳିପାରେ ମନ୍ତ୍ରୀ ପଦ, ଆସିଲା ଫୋନ୍‌

ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି।କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ…

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର : ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ…

ଶପଥ ପୂର୍ବରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ଆଜି ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ଆଜି ମୋଦି ରାଜଘାଟ ଯାଇଛନ୍ତି। ସେ ସେଠାକୁ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।…

ପ୍ରେମିକାର ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟିଲେ ପ୍ରେମିକ

ଏକ ତରଫା ପ୍ରେମର କରୁଣ ପରିଣତି ବିଚ୍‌ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼…

ୱାୟନାଡ ନା ରାଏବରେଲୀ,କେଉଁ ଆସନ ଛାଡ଼ିବେ ରାହୁଲ ?

କଂଗ୍ରେସ ନେତା ରାହୁଲ ଗାନ୍ଧି ଚଳିତ ଲୋକସଭା ନିର୍ବାଚନରେ ଉତ୍ତର ପ୍ରଦେଶର ରାଏବରେଲୀ ଓ କେରଳର ୱାୟନାଡ ଆସନରୁ ଜିତିଛନ୍ତି। ଏହି ଦୁଇ ଆସନ ମଧ୍ୟରୁ ତାଙ୍କୁ ଗୋଟିଏ ଛାଡ଼ିବାକୁ ପଡ଼ିବ।ଏହାକୁ ନେଇ ଉଭୟ ନିର୍ବାଚନ ମଣ୍ଡଳୀର ଲୋକ ଦ୍ୱନ୍ଦ୍ୱରେ ଥିବା…

ମୋ ବସକୁ ଧକ୍କା ଦେଲା ଟ୍ରକ୍, ୨୦ ଯାତ୍ରୀ ଆହତ

ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । କଟକ ତେଲେଙ୍ଗା ପେଣ୍ଠ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ।ଏହି ଦୁର୍ଘଟଣା ପରେ…

ବିଜେପି ଜିତିବା ପରେ ଆଙ୍ଗୁଠି କାଟି ଦେବୀଙ୍କୁ ଅର୍ପଣ କଲେ ଯୁବକ

ଛତିଶଗଡର ବଳରାମପୁରରେ ଘଟିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା। ଯୁବକଜଣକ ଜଣେ ବିଜେପି ସମର୍ଥକ ହୋଇଥିବା ବେଳେ ଦଳର ବିଜୟ ପାଇଁ ମାନସିକ କରିଥିଲେ ଏବଂ ଏହା ପୂରଣ ହେବା ପରେ ସେ ମନ୍ଦିରକୁ ଯାଇ ଦେବୀଙ୍କୁ ଆଙ୍ଗୁଠି କାଟି ଅର୍ପଣ କରିଥିଲେ…