Author: Subhasmita Nayak

ଅଗ୍ନି-୪ର ରାତ୍ରିକାଳୀନ ପରୀକ୍ଷଣ

ଅଗ୍ନି-୪ ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି। ଅବଦୁଲ କଲାମ ଦ୍ୱୀପରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଉଥିବା ଅଗ୍ନି-୪ ମିଜାଇଲର ୯ ନମ୍ବର ଭର୍ସନର ରାତ୍ରିକାଳୀନ ପରୀକ୍ଷଣ ହୋଇଛି। ଆଇସିବିଏମ ଗ୍ରୁପର ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦ କ୍ଷମତା ୪ ହଜାର କିମି ରହିଛି।…

ଜେଲ୍‌ ଅଧୀକ୍ଷକଙ୍କ ପୁଳା ପୁଳା ସମ୍ପତ୍ତି ଠାବ

କେନ୍ଦୁଝର ଜେଲ୍‌ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁଙ୍କ ପୁଳା ପୁଳା ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ବର ଲକ୍ଷ୍ମୀସାଗରରେ ଦେଢ଼ କୋଟି ମୂଲ୍ୟର ୪ ମହଲା କୋଠା ଠାବ ହୋଇଛି। ଭୁବନେଶ୍ବର, ବଲାଙ୍ଗିର ଓ ଢେଙ୍କାନାଳରେ ୪ଟି ବାସୋପଯୋଗୀ ପ୍ଲଟ୍‌ ରହିଛି। ଏଥିସହ ୧୦…

ରେଭେନ୍ସା ନାଁ ପରିବର୍ତ୍ତନ ହେବାକୁ ଦିଆଯିବନି କହିଲେ ପୁରାତନ ଛାତ୍ରଛାତ୍ରୀ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ଭୁବନେଶ୍ୱରରେ ଆୟୋଜିତ ଗୋଲ ଟେବୁଲ ବୈଠକରେ ରେଭେନ୍ସାର ପୁରାତନ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ସେମାନେ କହିଛନ୍ତି, ରେଭେନ୍ସାର ନାଁ ପରିବର୍ତ୍ତନ ହେବନି। ରେଭେନ୍ସା ନାଁ ପରିବର୍ତ୍ତନ କରିବାକୁ…

ରାଜ୍ୟସଭାରୁ ସୁଜିତ କୁମାରଙ୍କ ଇସ୍ତଫା; ବିଜେଡିରୁ ବହିଷ୍କୃତ

ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ବିଜେଡିକୁ ଶକ୍ତ ଝଟକା ଲାଗିଛି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଛନ୍ତି । କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ରାଜ୍ୟସଭାରୁ ଇସ୍ତଫା…

ବିଧାନସଭାରେ ରେଭେନ୍ସା ତାତି; ବିଜେଡିର ହଟ୍ଟଗୋଳ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିଜେଡି ହଟ୍ଟଗୋଳ କରିଛି । ଏହି ପ୍ରସଙ୍ଗକୁ ନେଇ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଛି ବିଜେଡି। ଆଜି ଗୃହରେ ଏହି ପ୍ରସଙ୍ଗ ଉଠାଇ ନିଜର ସୁରକ୍ଷା ଦାବି କରିଛନ୍ତି…

କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ବାଇଁ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। କେନ୍ଦୁଝର ଅଫିସ, ବାସଭବନ, ଭଦ୍ରକସ୍ଥିତ ପୈତୃକ ଘର, ଭୁବନେଶ୍ୱର ଲକ୍ଷ୍ମୀ ସାଗରସ୍ଥିତ…

ସିବିଆଇ ପରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ

ସିବିଆଇ ପରେ ଏବେ ସନ୍ଦୀପ ଘୋଷଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ଉ କରିଛି। ମନି ଲଣ୍ଡ୍ରିଂ ମାମଲାରେ ସନ୍ଦୀପ ଘୋଷଙ୍କ ଘରେ ଇଡି ଚଢ଼ଉ କରିଛି। କିଛିଦିନ ତଳେ ଅର୍ଥନୈତିକ ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ସିବିଆଇ ଗିରଫ କରିଥିଲା। ଆରଜି…

ରେଭେନ୍ସା ପ୍ରସଙ୍ଗ; ଦଳୀୟ ନେତାଙ୍କ ବିରୋଧରେ ମିଥ୍ୟା ଏତଲାକୁ ନିନ୍ଦା କଲା ବିଜେଡି

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭକୁ ନେଇ ଦଳର ସମ୍ମାନିତ ନେତା ବ୍ୟୋମକେଶ ରାୟ, ବିଧାୟକ ଡ. ଲେନିନ ମହାନ୍ତି ଓ ଛାତ୍ର ନେତା ଆକ୍ରମ ଖାଁଙ୍କ ବିରୋଧରେ କରାଯାଇଥିବା ଏତଲା ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି ବିଜୁ ଜନତା ଦଳ…

‘ନିନାଦ’; ଦିବ୍ୟାଙ୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ

ଦିବ୍ୟାଙ୍ଗମାନେ ଆମଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଭିନ୍ନକ୍ଷମ କଳାକାରଙ୍କ ଦ୍ବାରା ପରିବେଶିତ ସଂଗୀତ…

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ କାର୍ଯ୍ୟାନୁଷ୍ଠାନ

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ହିତାଧିକାରୀମାନେ ଅଙ୍ଗନବାଡି କେନ୍ଦ୍ର, ମୋ ସେବା କେନ୍ଦ ଓ ଜନସେବା କେନ୍ଦ୍ରରୁ ମାଗଣାରେ ଏହି ଫର୍ମ ପାଇପାରିବେ। ହେଲେ ଏହି ନିୟମର ଉଲ୍ଲଙ୍ଘନ ହୋଇଥିବା ଜଣାପଡିଛି। ସୁଭଦ୍ରା…