Author: Subhasmita Nayak

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୟନିକାର ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବିଜୁ ପଟ୍ଟନାୟକ ବିମାନବନ୍ଦର ଭିତରେ ବୟନିକାର ଏକ ସ୍ବତନ୍ତ୍ର ବିକ୍ରୟ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟନିକାର ଏହି ସ୍ବତନ୍ତ୍ର ଶୋ’ରୁମ୍ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତର ଗରିମାକୁ…

ଓଡ଼ିଶା ବଜେଟରେ ଓଡ଼ିଆ ଅସ୍ମିତାର ସ୍ପର୍ଶ: ମହାପୁରୁଷଙ୍କୁ ସମ୍ମାନ

ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଥିବା ବେଳେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ…

ଅଗ୍ନିବୀରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମିଳିବ ୧୦% ସଂରକ୍ଷଣ

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ବିଏସଏଫ, ସିଆଇଏସଏଫ ଏବଂ ଆରପିଏଫରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ଘୋଷଣା କରାଯାଇଛି। ଏହାସହିତ କନଷ୍ଟେବଳ ପାଇଁ ମଧ୍ୟ କୋହଳ ସୁବିଧା ମିଳିବ। ବୟସ ଓ ଶାରୀରିକ ପରୀକ୍ଷାରେ ମଧ୍ୟ…

କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି: ସମୀର ମହାନ୍ତି

ବଜେଟ ୨୦୨୪-୨୫ ପ୍ରସଙ୍ଗରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ଯେ, ବିଶେଷକରି କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ…

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ପାଇଁ ୭୦ କୋଟି ଟଙ୍କା ଆବଣ୍ଟନ: ରେଳମନ୍ତ୍ରୀ

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିବାବେଳେ ଏଥିପାଇଁ ୭୦ କୋଟି ଟଙ୍କା ଆବଣ୍ଟନ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସାଂସଦ ବଳଭଦ୍ର ମାଝୀଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ…

ଦରଦାମ ବୃଦ୍ଧି ପ୍ରସଙ୍ଗରେ ନବୀନ ବାବୁଙ୍କ ବକ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ: ଦିଲୀପ ମହାନ୍ତି

ଦରଦାମ ବୃଦ୍ଧି ପ୍ରସଙ୍ଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ବକ୍ତବ୍ୟ ଦେବା ଆଦୌ ଶୋଭାପାଉ ନାହିଁ ଏବଂ ସମାନ ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା ଅତ୍ୟନ୍ତ ହାତ୍ସ୍ୟାସ୍ପଦ ବୋଲି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି ।…

ନୃତ୍ୟ ଅଭ୍ୟାସ ବେଳେ ନୀରବିଗଲେ ନୃତ୍ୟ ଗୁରୁ

ନୃତ୍ୟ ଅଭ୍ୟାସ ବେଳେ ନୀରବିଗଲେ ନୃତ୍ୟ ଗୁରୁ ମାୟାଧର ଜେନା । ଏଭଳି ଏକ ଅଭାବନୀୟ ଘଟଣା ଯାଜପୁର ଜିଲ୍ଲା ଷଠୀପୁରରେ । ଶୁକ୍ରବାର ପୂର୍ବାହ୍ନରେ ଷଠୀପୁରସ୍ଥିତ ଯାଜ୍ଞସେନୀ ଅପେରା କ୍ୟାମ୍ପରେ ରିହରସଲ ଚାଲିଥିଲା । ଅଭ୍ୟାସ ବେଳେ ହଠାତ ସେ…

କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପ୍ରତିଟି ଜୀବନ ମୂଲ୍ୟବାନ। ତେଣୁ ଗରିବ ଶ୍ରେଣୀର ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ କାମ ବନ୍ଦ ନେଇ ଉଦବେଗ ପ୍ରକାଶ କଲେ ବିଧାୟକ

ବିଜେପି ସରକାର ବିଭିନ୍ନ ଯୋଜନାର ନାଁ ପରିବର୍ତ୍ତନ କରିବା ଓ ଆମ ଓଡ଼ିଶା ନବୀନ ଓଡ଼ିଶାରେ କାମ ବନ୍ଦ ହୋଇଥିବା ନେଇ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିଜେଡି ବିଧାୟକ ଉଦବେଗ ପ୍ରକାଶ କରିଛନ୍ତି । ଗୃହରେ ବିଜେଡି ବିଧାୟକ ଗଣେଶ୍ୱର…

ଆଖି ବୁଜିଲେ ବରିଷ୍ଠ ବିଜେପି ନେତା ପ୍ରଭାତ ଝା

ଆଖି ବୁଜିଲେ ବିଜେପିର ବରିଷ୍ଠ ନେତା ପ୍ରଭାତ ଝା (୬୭) । ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିବାବେଳେ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ସେ ବିଜେପିର ରାଜ୍ୟ ସଭାପତି ତଥା ଜାତୀୟ ଉପାଧ୍ୟକ୍ଷ ରହିଛନ୍ତି ।…