Author: Subhasmita Nayak

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ି ଆକ୍ରମଣ କଲେ ବିଜେଡି ନେତା

ବବି ଦାସଙ୍କ ଘର ଭଙ୍ଗାରୁଜାକୁ ନେଇ ରାଗି ଗଲେ ବିଜେଡି ନେତା ତଥା ପୂର୍ବତନ ବାଲିକୁଦା ଏରସମା ବିଧାୟକ ରଘୁନନ୍ଦନ ଦାସ। ପ୍ରତିଶୋଧ ନେବା ପାଇଁ ମହିଳା ସାମ୍ବାଦିକା ଓ କ୍ୟାମେରାମ୍ୟାନ ଉପରକୁ କୁକୁର ଛାଡ଼ିଦେଲେ। ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ମଧ୍ୟ ମାଡ଼…

ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ

ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ କରିବା ପରେ ରାହୁଲ…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଏଥର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି।…

ବବିଙ୍କ ପାଇଁ ଅଡ଼ୁଆ ବଢ଼ିଲା

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସରେ GA ଅଧିକାରୀ। ୩ ଅଧିକାରୀ ବବିଙ୍କ କ୍ୱାର୍ଟର୍ସ ଭିତରକୁ ଯାଇଥିଲେ। ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଭିତରେ ବୁଲିଲେ ଜିଏ ଅଧିକାରୀ। ବବିଙ୍କ କ୍ୱାର୍ଟର୍ସ ଭିତରେ ନିର୍ମାଣ ଭଙ୍ଗାକୁ ନେଇ ବିବାଦ ଦେଖାଦେଇଛି। କାହିଁକି…

ରଥଯାତ୍ରା ୨୦୨୪: ଜୁଲାଇ ୭ ସନ୍ଧ୍ୟା ୫ଟାରେ ଟଣାହେବ ରଥ

ଶେଷ ହୋଇଛି ନୀତି ସବ୍ କମିଟି ଓ ଛତିଶା ନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଛି।…

ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା

ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବିଭିନ୍ନ ଶିକ୍ଷାନୁଷ୍ଠାନର ଜମିଜମା ମାମଲାର ସମୀକ୍ଷା କରିଛନ୍ତି। ଡିସେମ୍ବର ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନର ଜମିଜମା ମାମଲା ସମାଧାନ ହେବ ବୋଲି କହିଛନ୍ତି। ଜମି ନଥିବା ସରକାରୀ ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ…

ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ବସ୍ ସେବା ଆରମ୍ଭ ହେବ

ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେଵ। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଲୋକଙ୍କୁ ଅଧିକ ସେବା ପାଇଁ ପ୍ରାରମ୍ଭିକ…

ରଥଯାତ୍ରା ପାଇଁ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍

ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍। କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ…

ବଦଳିପାରେ ‘ଲକ୍ଷ୍ମୀ’ ବସ୍‌ର ନାଁ

ବଦଳିବ ‘ଲକ୍ଷ୍ମୀ’ ବସ୍‌ର ନାଁ। ଲକ୍ଷ୍ମୀ ବସ୍‌କୁ ନେଇ ଚାଲିଛି ତର୍ଜମା। ନାଁରେ କିଛି ନାହିଁ, ସେବା ମିଳିବା ଦରକାର । ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି…