Author: Subhasmita Nayak

ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ

ବରଗଡ଼ ଜିଲ୍ଲାରେ ହାତୀ ଆକ୍ରମଣରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନୀ ଘଟିଥିବା ସୂଚନା ରହିଛି। ଝାରବନ୍ଧ ବ୍ଲକ୍ ଅନ୍ତର୍ଗତ ଗୋଠୁଗୁଡ଼ା ଗ୍ରାମ ପଞ୍ଚାୟତର ସଲଡିହି ଗ୍ରାମରେ ଏକ ପରିବାରର ତିନି ଜଣକର ମୃତ୍ୟୁ ଘଟିଥିବା ବେଲେ ଜଣେ ଗୁରୁତର ଥିବା…

କନିଷ୍ଠ ଶିକ୍ଷକ ଚୟନ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି

ରାଜ୍ୟରେ କନିଷ୍ଠ ଶିକ୍ଷକ ଚୟନ ମାମଲାକୁ ନେଇ ହାଇକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଓସେପା ପ୍ରକାଶ କରିଥିବା ମେରିଟ୍‌ ଲିଷ୍ଟ୍‌କୁ କାଏମ ରଖିଛନ୍ତି ମାନ୍ୟବର କୋର୍ଟ। ଏ ନେଇ ପୂର୍ବରୁ ପ୍ରକାଶ ପାଇଥିବା ଜଣିକିଆ ଖଣ୍ଡପୀଠଙ୍କ ରାୟରେ ସଂଶୋଧନ କରିଛନ୍ତି ଡିଭିଜନ…

ନିଟ ପରୀକ୍ଷା ପେପର ଲିକ ମାମଲା: ଏନଟିଏକୁ ସୁପ୍ରିମକୋର୍ଟଙ୍କ ନୋଟିସ

ଆଜି ପୁଣି ନିଟ୍‌ ମାମଲକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ସାମାନ୍ୟ ଦାୟିତ୍ୱହୀନତା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୋର୍ଟ। ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ବେଞ୍ଚ ନିଟ୍‌ ୟୁଜି…

ସଂକ୍ରମଣର ରୂପ ନେଲାଣି ଡିପଥେରିଆ

ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ଏ ନେଇ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡିକୁ ମାଡ଼ିଲାଣି। ଏବେ ସୁଦ୍ଧା ଡିପଥେରିଆରେ ୩ ଜିଲ୍ଲାରେ ୨୧ ଚିହ୍ନଟ ହୋଇଛନ୍ତି। ଡିପଥେରିଆରେ ୫ ଜଣଙ୍କ…

୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ ସାଧାରଣ…

ସିକିମରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଉ ୫୦ ଉଦ୍ଧାର

ସିକିମରେ ଲଗାଣ ବର୍ଷାରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଜି ୫୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉତ୍ତର ପ୍ରଦେଶର କାଲିମ୍ପଙ୍ଗ ଜିଲ୍ଲାର କିଛି ଅଂଶରେ ଲଗାଣ ବର୍ଷା ଯୋଗୁଁ ସେଠାରେ ଭୂସ୍ଖଳନ ହୋଇଥିଲା। ଭୂସ୍ଖଳନରେ ୬ ଜଣଙ୍କର ମୃତ୍ୟୁ…

ୱାୟନାଡ ଆସନ ଛାଡ଼ିଲେ ରାହୁଲ, ଲଢ଼ିବେ ପ୍ରିୟଙ୍କା

ରାହୁଲ ଗାନ୍ଧୀ ରାଏବରେଲି ଆସନ ରଖିଲେ। ୱାୟନାଡ ଆସନ ଛାଡ଼ିଲେ। ଗାନ୍ଧୀ ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ…

ବିଧାନସଭାରେ କିଏ ହେବ ବିରୋଧୀ ଦଳର ନେତା ?

କିଏ ହେବ ବିରୋଧୀ ଦଳ ନେତା ? ସେ ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ। ବିଜୁ ଜନତା ଦଳ ଗଠନ ହେବା ଦିନଠୁ ସବୁବେଳେ ଶାସକ ଦଳରେ ରହିଆସିଛି। ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଦଳ ଭାବେ କାମ…

ବଡ଼ ଖବର: ବନ୍ଦ ହେବନି ମିଶନ ଶକ୍ତି ଯୋଜନା

ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ…

ଜୁନ ୧୮ ଓ ୧୯ରେ ଶପଥ ନେବେ ନବନିର୍ବାଚିତ ବିଧାୟକ

ଆସନ୍ତା ୨୦ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବ। ଏହା ପୂର୍ବରୁ ୧୮ ଏବଂ ୧୯ ତାରିଖରେ ଦୁଇ ଦିନ ଧରି ନବନିର୍ବାଚିତ ବିଧାୟକ ଶପଥ ଗ୍ରହଣ କରିବେ। ପ୍ରୋଟେମ୍‌ ସ୍ପିକର ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରଥମେ ନୂଆ ବିଧାୟକଙ୍କ ଶପଥ…